-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ଜିଲ୍ଲା

ସାଧାରଣତନ୍ତ୍ର ଦିବସ ବିଜେପୁରରେ ପାଳନ

27-Jan-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ସ୍ଥାନୀୟ ସରକାରୀ ହାଇସ୍କୁଲ ପଡ଼ିଆରେ ବ୍ଲକ ସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ପାଳିତ ହୋଇଯାଇଛି। ବିଡ଼ିଓ ସରୋଜ କୁମାର ବିଶ୍ୱାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତକା ଉତ୍ତୋଳନ କରି ସାମୁହିକ ପେରେଟ ରେ ଅଭିବାଦନ ଗ୍ରହଣ କରିଥିଲେ। ସାମୁହିକ ପ୍ୟାରେଡରେ ସମୁଦାୟ ୨୦ ଟି ଦଳ ଅଂଶ ଗ୍ରହଣ କରିଥିଲେ।ପ୍ୟାରେଡରେ ବରିଷ୍ଠ ଗ୍ରୁପରେ ଏନସିସି ବିଜେପୁର ମହାବିଦ୍ୟାଳୟ ପ୍ରଥମ,ୟୁଥ୍ ରେଡ଼କ୍ରସ ବିଜେପୁର ମହାବିଦ୍ୟାଳୟ ଦ୍ୱିତୀୟ,ରେଡିଏନ୍ସ ଶିକ୍ଷାନୁଷ୍ଠାନ ବିଜେପୁର ତୃତୀୟ ସ୍ଥାନ ଅଧିକାର କରିଥିଲେ। ସେହିପରି ଉପ ବରିଷ୍ଠ ବିଭାଗରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ବିଜେପୁର ସାଧାରଣ ବର୍ଗ ପ୍ରଥମ,ଜେଆରସି ସରକାରୀ ଉଚ୍ଚ ବିଦ୍ୟାଳୟ ଦ୍ୱିତୀୟ ଓ ଏନସିସି ସରକାରୀ ଉଚ୍ଚ ବିଦ୍ୟାଳୟ ତୃତୀୟ ସ୍ଥାନ ହାସଲ କରିଥିଲେ। ସେହିଭଳି ପ୍ୟାରେଡର ଜୁନିୟର ବିଭାଗରେ ରେଡିଏନ୍ସ ଶିକ୍ଷାନୁଷ୍ଠାନ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ,ଶଙ୍କର୍ଷଣ ୟୁପି ସ୍କୁଲ ଯଥାକ୍ରମେ ପ୍ରଥମ ଦ୍ବିତୀୟ ଏବଂ ତୃତୀୟ ସ୍ଥାନ ହାସଲ କରିଥିଲେ।ସବ ଜୁନିୟର ବିଭାଗରେ ରେଡିଏନ୍ସ ସ୍କୁଲ,ଲିଟିଲଷ୍ଟାରପବ୍ଲିକ ସ୍କୁଲ, ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ବାଲିକା ଗ୍ରୁପ ଯଥାକ୍ରମେ ପ୍ରଥମ ଦ୍ବିତୀୟ ତୃତୀୟ ସ୍ଥାନ ଅଧିକାର କରିଥିଲେ। ପୋଷକରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଯୋଗ୍ୟ ବିବେଚିତ ହୋଇଥିଲେ।ରେଡିଏସନ୍ସ ଶିକ୍ଷାନୁଷ୍ଠାନ ଶାନ୍ତି ଶୃଙ୍ଖଳାରେ ଯୋଗ୍ୟ ବିବେଚିତ ହୋଇଥିଲେ।ଝାଙ୍କିରେ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ଯୋଗ୍ୟ ବିବେଚିତ ହୋଇଥିଲେ।ଉକ୍ତ ଯୋଗ୍ୟ ବିବେଚିତ ସମସ୍ତ ଦଳକୁ ମାନପତ୍ର ଓ ଟ୍ରଫି ଦେଇ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ। ତହସିଲଦାର କର୍ଣ୍ଣ ସୁନା ସମାରୋହରେ ସଭାପତିତ୍ବ କରିଥିଲେ। ଏହି ଅବସରରେ ଅନୁଷ୍ଠିତ ଗୀତ,ବକୃତା, ଚିତ୍ରାଙ୍କନ ଆଦି ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ଓ ଟ୍ରଫି ଦେଇ ପୁରସ୍କୃତ କରାଯାଇଥିଲା।ପରେ ଛାତ୍ରଛାତ୍ରୀ ମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା। ଅଗ୍ନିଶମ ଅଧିକାରୀ ଭକ୍ତ ଚରଣ ତାଣ୍ଡିଆ, ପୋଲିସ ଏସ ଆଇ ଜଗା ବରିହା, ଫରେଷ୍ଟର ଚିନ୍ମୟ କୁମାର ପଧାନ ବିଚାରକ ଦାୟିତ୍ଵ ତୁଲାଇଥିଲେ ‌ଜିପିଇଓ ଦିପକ କୁମାର ମାରାଣ୍ଡି,ସିଆରସିସି ନବୀନ କୁମାର ସାହୁ ଓ ସୁଧାଂଶୁ ଶେଖର ଜାଲ, ସୁବ୍ରତ ବାରିକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like