-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ଜିଲ୍ଲା

କୁମାରକେଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁ ଜିଲ୍ଲାର ଶ୍ରେଷ୍ଠ ବିଦ୍ୟାଳୟ ପୁରସ୍କାର

27-Jan-2025



 

ଉଲୁଣ୍ଡା,:(ପ୍ରେରଣା ଖବର,)୭୬ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ସୁବର୍ଣ୍ଣପୁର ଜିଲ୍ଲା, ଉଲୁଣ୍ଡା ବ୍ଲକ, ମହଦl ପଂଚାୟତ ଅନ୍ତର୍ଗତ କୁମାରକେଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁ ୨୦୨୪-୨୫ ଶିକ୍ଷା ବର୍ଷ ର ଶ୍ରେଷ୍ଠ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ମାନ ରେ ସମ୍ମାନିତ କରାଯାଇଛି l ଜିଲ୍ଲା ସଦର ମହକୁମା ରେ ଆୟୋଜିତ ସାଧାରଣତନ୍ତ୍ର ଦିବସ ରେ ଓଡିଶା ସରକାର ଙ୍କ ଗ୍ରାମୀଣ ବିକାଶ, ପଂଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ଶ୍ରୀଯୁକ୍ତ ରବିନାରାୟଣ ନାଏକ, ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକାରୀ ଶ୍ରୀଯୁକ୍ତ ରାମପ୍ରସାଦ ସାହୁ ଙ୍କ ଉପସ୍ଥିତି ରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ହୃଷିକେଶ ଚାନ୍ଦ ଙ୍କୁ ପ୍ରମାଣପତ୍ର ସହ ଟ୍ରଫି ପ୍ରଦାନ କରାଯାଇଛି l ଚଳିତ ଶିକ୍ଷା ବର୍ଷ ରେ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନେ ବ୍ଲକ ସ୍ତର ରୁ ଆରମ୍ଭ କରି ରାଜ୍ୟ ସ୍ତର ପର୍ଯ୍ୟନ୍ତ ଶୈଖିକ ଓ ଅଣ ଶୈଖିକ କ୍ଷେତ୍ରରେ ୩୪ଟି ସଫଳତା ହାସଲ କରିଥିବା ବେଳେ, ଗତକାଲି ସନ୍ଧ୍ୟା ରେ ଟାଉନହଲ ଠାରେ ଆୟୋଜିତ କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ଅଷ୍ଟମ ଶ୍ରେଣୀ ଛାତ୍ରୀ ଲୁସି ସାହୁ ଜିଲ୍ଲାସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା ରେ ପ୍ରଥମ ସ୍ଥାନ ଅଧିକାର କରି ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି l ସୂଚନା ଥାଉ କି ଗତ ୨୦୨୩-୨୪ଶିକ୍ଷା ବର୍ଷ ରେ ବିଦ୍ୟାଳୟ, ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ରେ ସମ୍ମାନିତ ହୋଇଥିଲା l ବିଦ୍ୟାଳୟ ର ଏହି ସଫଳତା ରେ ସମସ୍ତ ଛାତ୍ର ଛାତ୍ରୀ ଙ୍କ ସମେତ ଅଭିଭାବକ, ଅଭିଵାବିକା, ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ପରିଚାଳନା କମିଟି ର ସଦସ୍ୟ ବୃନ୍ଦ ଖୁସି ହୋଇଥିଲେ l ଆଜି ଏହି କ୍ରମରେ ଏକ ଧନ୍ୟବାଦ ସଭା ର ଆୟୋଜନ କରା ଯାଇଥିଲା l

ପରିଚାଳନା କମିଟି ସଭାପତି ରଞ୍ଜନ ପଧାନ, ଉପ ସଭାପତି ଜପ ଖୁରା, ସକ୍ରିୟ ସଦସ୍ୟ ବିନୋଦ ମହାପାତ୍ର, ରଞ୍ଜନ ସେଠି, ପ୍ରମୋଦ ବେହେରା, ଛବିଳ ମେହେର, ଗୌତମ ଭୋଇ, ପଙ୍କଜ ପଧାନ, ବାସନ୍ତୀ ଦାସ, ଯୁଗେଶ୍ବରୀ ମିଶ୍ର, କୁମାର ଖୁରା, ବିକାଶ ଦାସ,ଫିରୋଜ ବେହେରା, ରବି ବେହେରା,ବନମାଳୀ ପଧାନ, ସଂଜୁ ବିଭାର,ଶାରଦା ନାଏକ, ସାନ୍ତାଜ ଖୁରା,ଶିକ୍ଷକ ଶିବରାମ ଚାନ୍ଦ, ଦିଲ୍ଲୀପ ପଣ୍ଡା, ଅଚ୍ୟୁତ ରଣା, ଭରତ ହରିପାଲ ଏବଂ ସରପଞ୍ଚ ପ୍ରତିନିଧି ପ୍ରଦୀପ ଶତପଥୀ ଓ ଆଞ୍ଚଳିକ ସଂଯୋଜକ ଶରତ ସେଠି ପ୍ରମୁଖ ଉପସ୍ଥିତ ରହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like