-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର NRTS ପରୀକ୍ଷାର ସଫଳତା

27-Jan-2025



ପଦ୍ମପୁର:(ନିରଞ୍ଜନ ତ୍ରିପାଠୀ)-ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରର ନବମ ଶ୍ରେଣୀର ୫ ଜଣ ଭାଇ ଭଉଣୀ ଗ୍ରାମାଞ୍ଚଳ ମେଧାବୃତ୍ତି (NRTS) ପରୀକ୍ଷାରେ କୃତିତ୍ଵ ହାସଲ କରି ବରଗଡ଼ ଜିଲ୍ଲା ସ୍ତରରେ ତଥା  ବିଜ୍ଞାପିତ ଅଚଳ ପରିଷଦ,ପଦ୍ମପୁରରେ ସଫଳତା ହାସଲ କରି ବିଦ୍ୟାଳୟର ମାନ ଓ ଗୌରବ ବୃଦ୍ଧି କରିଛନ୍ତି । ଏହି ପରୀକ୍ଷାରେ ଦୀପଶିଖା ଗଡ଼ତିଆ ୮୫ ମାର୍କ ରଖି ବିଜ୍ଞାପିତ ଅଚଳ ପରିଷଦ,ପଦ୍ମପୁର ତଥା ବରଗଡ଼ ଜିଲ୍ଲାରେ ପ୍ରଥମ ସ୍ଥାନ ହାସଲ କରିଛନ୍ତି। ସେହିପରି ଭାଇ ସିଦ୍ଧାର୍ଥ ଶେଖର ସାହୁ ୮୪ ମାର୍କ ରଖି ଜିଲ୍ଲା ସ୍ତରରେ ଦ୍ୱିତୀୟ ସ୍ଥାନ ହାସଲ କରିଛନ୍ତି। ବିଜ୍ଞାପିତ ଅଂଚଳ ପରିଷଦ ପଦ୍ମପୁରରେ , ଆଲୋକ ରଞ୍ଜନ ସାହୁ ୭୧ ମାର୍କ (ତୃତୀୟ ସ୍ଥାନ),ଦଶୱନ୍ତ ଜଗତ ୫୫ ମାର୍କ (ଚତୁର୍ଥ ସ୍ଥାନ), ମିନାକ୍ଷୀ ଭୋଇ ୫୩ ମାର୍କ  (ଷଷ୍ଠ ସ୍ଥାନ) ରଖିଛନ୍ତି ।ଏଣୁ କୃତି ଛାତ୍ର ଛାତ୍ରୀମାନଙ୍କୁ ପ୍ରଧାନ ଆଚାର୍ଯ୍ୟ,ସମସ୍ତ ଗୁରୁଜୀ ଗୁରୁମା, ଅଭିଭାବକ ଅଭିଭାବିକ। ତଥା ପରିଚାଳନା ସମିତି ପରିବାର ତରଫରୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଛ। ଜଣାଇଛନ୍ତି । ସଫଳତା ହାସଲ କରିଥିବା ଭାଇ ଭଉଣୀମାନଙ୍କୁ ଉଜ୍ଜ୍ଵଳ ଭବିଷ୍ୟତ କାମନା ପୂର୍ବକ ବିଦ୍ୟାଳୟ ତଥା ଅଂଚଳ ର ଗୈାରବ ଆଣି ଥିବାରୁ ଅଭିଭାବକ ମହଲରେ ଶୁଭେଚ୍ଛା ର ଶୁଅ ଛୁଟୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026

You Might Also Like