-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ଜିଲ୍ଲା

ଗାନ୍ଧି ପାଠାଗାର ରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ ଓ ବିଦ୍ୟାଳୟସ୍ତରୀୟ ପ୍ରତିଯୋଗିତା

27-Jan-2025



ବଲାଙ୍ଗିର(ପ୍ରେରଣା ଖବର) ଗାନ୍ଧି ପାଠାଗାରରେ  ୭୬ତମ ସାଧାରଣ ତନ୍ତ୍ର ଦିବସ ପାଳନ ଅବସରରେ ପ୍ରାତଃ ୬ଘଣ୍ଟା ରାମଧୂନ ସହ ସକାଳ ଘ :୭.୪୫ ମି. ରେ ବରିଷ୍ଠ ସଭ୍ୟ ବିକ୍ରମାନନ୍ଦ ବହିଦାରଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା lବିଦ୍ୟାଳୟସ୍ତରୀୟ ବକ୍ତୃତା, ସଂଗୀତ, ସୌଖିନ ପୋଷାକ ଓ ରେକର୍ଡ ଡାନ୍ସ ପ୍ରତିଯୋଗିତା ମାନ ଦିବା ୧୧ ଘଣ୍ଟା ସମୟରୁ ଆରମ୍ଭ ହୋଇଥିଲା l ସଂନ୍ଧ୍ୟାରେ ପୁରସ୍କାର ବିତରଣୀ ସଭାପାଠାଗାର ସଭାପତି ପ୍ରକାଶ ନେପାକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇ ଥିଲା l ବରିଷ୍ଠ ସଭ୍ୟ ଭଗବାନ ବଗର୍ତି ସ୍ୱାଗତ ଭାଷଣ ଦେଇଥିଲେ l ଏହି ସଭାକୁ ପାଠାଗାର ସମ୍ପାଦକ ପ୍ରଦୀପ ସାହୁ ସଂଯୋଜନା କରିବା ସହ ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ l 

ସଭାରେ ମୁଖ୍ୟ ଅତିଥି ରୂପେ ରାଜ୍ୟସଭା ସଦସ୍ୟ ନିରଞ୍ଜନ ବିଶି ଯୋଗଦାନ କରି  କୃତୀ ଛାତ୍ରଛାତ୍ରୀ ମାନେ ଦେଶର ସମୃଦ୍ଧି ପାଇଁ ଭବିଷ୍ୟତରେ ମୁଖ୍ୟ ଭୂମିକା ଗ୍ରହଣ କରିବା ପାଇଁ ପ୍ରସ୍ତୁତ ରହିବାକୁ କହିଥିଲେ l ମୁଖ୍ୟବକ୍ତା ବଲାଙ୍ଗିର  ବଲାଙ୍ଗିର  ପୌରଧ୍ୟକ୍ଷl ଲିକା ସାହୁ ଆଜିର ଶିଶୁ କାଲିର ଦେଶର ଭବିଷ୍ୟତ ଏବଂ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ନିଜ ନିଜର ଅନ୍ତର୍ନିହିତ କଳାକୁ ପ୍ରଦର୍ଶନ କରିବା ଉଚିତ ବୋଲି କହିଥିଲେ l ସମ୍ମାନିତ ଅତିଥି ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଗାନ୍ଧି ପାଠାଗାର ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଆୟୋଜନ କରି ଏକ ସୁସ୍ଥ ସମାଜ ଗଠନ ରେ ସହାୟକ ହୋଇଥାଏ ବୋଲି ପ୍ରକାଶ କରିଥିଲେ l ସଭାପତି ପ୍ରକାଶ ନେପାକ ଏକ ନୂତନ ପୂଜା ମଣ୍ଡପ ତଥା ପାଠାଗାର ଗୃହ ନିର୍ମାଣର ଆବଶ୍ୟକତା ଥିବାରୁ ପୌରାଧ୍ୟାକ୍ଷା ଲିକା ସାହୁଙ୍କ ପ୍ରଚେଷ୍ଟାକୁ ପାଠାଗାର ତରଫରୁ ଧନ୍ୟବାଦ ଅର୍ପଣ କରିବା ସହ ରାଜ୍ୟସଭା ସଦସ୍ୟ ନିରଞ୍ଜନ ବିଶିଙ୍କୁ ଅନୁଦାନ ନିମନ୍ତେ ଅନୁରୋଧ କରିଥିଲେ l ପାଠାଗାର ସମ୍ପାଦକ ପ୍ରଦୀପ ସାହୁ ଶ୍ରୀ ନିରଞ୍ଜନ ବିଶିଙ୍କ ଅନୁଦାନ ଘୋଷଣା ତଥା ସହଯୋଗ ପାଇଁ କୃତଜ୍ଞତା ଜ୍ଞାପନ କରିଥିଲେ l ବିଭିନ୍ନ ପ୍ରତିଯୋଗିତା ମାନଙ୍କରେ ବିଚାରକ ହିମାନି ତ୍ରିପାଠୀ, ଦେବାଶିଷ ବିଶ୍ୱାଳ,ମଧୁସୂଦନ ନାଏକ, ଅଶୋକ ଚାନ୍ଦ, ଅଶୋକ ରାଉତ, ଜ୍ୟୋତିରେଖା ତ୍ରିପାଠୀ,  ଦିଲୀପ ସିଂଦେଓ, ରାମ ଚନ୍ଦ୍ର ଷଡ଼ଙ୍ଗୀ, ପ୍ରଦୀପ ବରାଳ,  ସଂଗୀତା ଦାସ,

ମୀନକେତନ ଥାପା, ଆଶା ରଥ ପ୍ରମୁଖ ଯୋଗଦାନ କରିଥିଲେ l ଆଜିର ଏହି ସଭାରେ ଉପସ୍ଥିତ ସମସ୍ତ ବିଚାରକ ମଣ୍ଡଳୀ, ସଭ୍ୟ ତଥା ସମସ୍ତ ଅତିଥି, ଅଭିଭାବକ ଓ ପ୍ରତିଯୋଗୀ ମାନଙ୍କୁ ପାଠାଗାର ଉପସଭାପତି  ସନ୍ତକ ବହିଦାର ଧନ୍ୟବାଦ ଅର୍ପଣ କରିଥିଲେ l ପାଠାଗାର ସହ ସମ୍ପାଦକ ଜିତେନ୍ଦ୍ର ନାଗ, ବରିଷ୍ଠ ସଭ୍ୟ ରାଜେନ୍ଦ୍ର ମିଶ୍ର, ସଂଗ୍ରାମ ବହିଦାର, ଅବଦୁଲ ରଜାକ, ଅଶୋକ ରାଉତ, ଅଜିତ ପଣ୍ଡା,ପ୍ରମୁଖ କାର୍ଯ୍ୟକ୍ରମରେ ସହାୟତା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like