-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||     

HOME   ଜିଲ୍ଲା

ଭେଟେରାନ କ୍ରୀଡାବିତ ସୁକାନ୍ତ ପାଣିଗ୍ରାହୀଙ୍କ ପରଲୋକ

27-Jan-2025



ବଲାଙ୍ଗିର: ବଲାଙ୍ଗୀର ଜିଲ୍ଲା ସଦରବ୍ଲକ ଚନ୍ଦନଭାଟି ଗ୍ରାମର ବିଶିଷ୍ଟ ଭେଟେରାନ କ୍ରୀଡାବିଦ ସୁକାନ୍ତ ପାଣିଗ୍ରାହୀଙ୍କ ୫୯ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ଗତ କିଛିଦିନ ହେଲା ସ୍ୱାସ୍ଥ୍ୟସମସ୍ୟା ଜନିତ ଚିକିତ୍ସା ହେଉଥିଲେ । ମୁମ୍ବଇରେ ଏକ ଅସ୍ତୋପଚାର ହୋଇଥିଲେ । ସେହିକାରଣରୁ ତାଙ୍କର ଶରୀର ଆହୁରି ଅସୁସ୍ଥ ହୋଇପଡିଥିଲା ଓ ସୋମବାର ଭୋରରେ ତାଙ୍କର ଦେହାନ୍ତ ହୋଇଥିବା ଜଣାଯାଇଛି । ସୁକାନ୍ତ ଛାତ୍ରଜୀବନରୁ ଜଣେ ଦକ୍ଷ ଫୁଟବଲ ଓ ଭଲିବଲ ଖେଳାଳୀ ଥିଲେ । ସେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାତୀୟ ତଥା ଆନ୍ତ୍‌ର୍ଯ୍ୟାତୀୟ ସ୍ତରରେ ମ୍ୟାଚରେ ଖେଳି ସୁନାମ ଅର୍ଜନ କରିଥିଲେ । ସେ ୧୯୮୪ ମସିହାରେ ଓଡିଶା ଟିମର ଗୋଲକିପର ଭାବରେ ମାଡ୍ରାସରେ ଆନ୍ତର୍ଯ୍ୟାତିକ ସନ୍ତୋଷଟ୍ରଫି ଫୁଟବଲ ଖେଳିଥିଲେ । ସେ ଜଣେ ଦକ୍ଷ ଫୁଟବଲ ଖେଳାଳୀ ହୋଇଥିଲେ ହେଁ ଭଲିବଲ ପ୍ରତି ତାଙ୍କର ଆଗ୍ରହ ବଢିଥିଲା । ସେଥିପାଇଁ ୧୯୮୬ ମସିହାରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଟିମର ଅଧିନାୟକ ରହି ଜାପାନର ଟୋକିଓ ରେ ହୋଇଥିବା ଆନ୍ତଃରାଷ୍ଟ୍ରୀୟ ବିଶ୍ୱବିଦ୍ୟାଳୟସ୍ତରୀୟ ଭଲିବଲ ଟୁର୍ଣ୍ଣାମେଣ୍ଟରେ ଖେଳି କୃତୀତ୍ୱ ହାସଲ କରିଥିଲେ । ୧୯୮୭ ମସିହାରେ ମଧ୍ୟ ଓଡିଶାଟିମକୁ ନେଇ ଭିଲାଇରେ ଖେଳିଥିଲେ । ୧୯୮୮ ମସିହାରେ ସେ ସ୍ପୋର୍ଟସ କୋଟାରେ ପୋଲିସ ସବଇନ୍ସପେକ୍ଟର ଚାକିରି ପାଇ ଦୁଇବର୍ଷ ପରେ ପୋଲିସ ଚାକିରିଛାଡି ଏଜି ଅଫିସରେ ଚାକିରି ଆରମ୍ଭ କରିଥିଲେ । ଏହି ସମୟରେ ମଧ୍ୟ ସେ ତାଙ୍କର ସାଂଗଠାନିକ ଦକ୍ଷତା ପ୍ରଦର୍ଶନ କରିଥିଲେ । ସେହି ସମୟରେ ମଧ୍ୟ ସେ ଓଡିଶାଦଳରେ ଚୟନ ହୋଇ ଜାତୀୟ ଏଥେଲେଟିକ ପ୍ରତିଯୋଗିତାରେ ଭାଗ ନେଇଥିଲେ । ପରେ

ସେ ଭଲିବଲରେ ଇରାନ ଓ ଦୁବାଇ ମଧ୍ୟ ଖେଳିବାକୁ ଯାଇ ଥିଲେ । ୨୦୧୬ ମସିହାରେ ସେ ମହିଳା ଭଲିବଲ ଦଳର ମ୍ୟାନେଜର ଭାବରେ ଥାଇଲାଣ୍ଡ ଯାଇଥିଲେ । ୨୦୦୧ରେ ଏଜି ଅଫିସର ଅଡିଟ ଏଣ୍ଡ ଆକାଉଣ୍ଟ ସଂଘର ସାଧାରଣ ସଂପାଦକ ଓ ୨୦୧୭ ମସିହାରୁ ୨୦୧୯ ମସହା ପର୍ଯ୍ୟନ୍ତ ସର୍ବଭାରତୀୟ ସଂଘର ଉପସଭାପତି ରହିଥିଲେ । ସୁକାନ୍ତଙ୍କ ବାପା ବେଣୁଧର ପାଣିଗ୍ରାହୀ ମଧ୍ୟ ଜଣେ ଜଣାଶୁଣା ବ୍ୟକ୍ତି ଥିଲେ । ସେ ଚନ୍ଦନଭାଟି ଗ୍ରାମପଞ୍ଚାୟତରେ ୩ଥର ସରପଞ୍ଚ ରହିଥିଲେ । ଆଜି ତାଙ୍କର ଦେହାନ୍ତରେ ବଲାଙ୍ଗୀର ତଥା ଓଡିଶାର ବିଭିନ୍ନ ମହଲରେ ଶୋକପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026

You Might Also Like