-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗୀର କିସ୍ ର ଅପୂର୍ବ ସଫଳତା

28-Jan-2025



ବଲାଙ୍ଗୀରେ (ପ୍ରେରଣା ଖବର): ସ୍ଥାନୀୟ ମନୋହରପୁର ପ୍ୟାରେଡ଼ ପଡିଆରେ ୭୬ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ଆୟୋଜିତ ହୋଇଯାଇଛି।ଏଥିରେ ରାଜୀବ ନଗର ସ୍ଥିତ କିସ୍ ଆବାସିକ ବିଦ୍ୟାଳୟର ଅପୂର୍ବ ସଫଳତା ପାଇଛି।ଗାଇଡ଼ରେ ଓ ଦେଶାତ୍ମବୋଧକ ନୃତ୍ୟ ପ୍ରତିଯୋଗିତା ରେ ପ୍ରଥମ ପୁରସ୍କାର ପାଇଥିବା ବେଳେ ଓଡ଼ିଆ ପ୍ରବନ୍ଧରେ ଅମ୍ରିତା ଭୋଇ, ଇଂରାଜୀ ପ୍ରବନ୍ଧରେ ଶ୍ରାବଣୀ ମାଝୀ ଓ ଦେଶାତ୍ମବୋଧକ ସଂଗୀତ ପ୍ରତିଯୋଗିତାରେ ପୂଜା ଭୋଇ ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରି ଛନ୍ତି।ଏହି ଅଭୂତପୂର୍ବ ସଫଳତା ପାଇଁ ସ୍କୁଲର ପ୍ରଧାନଶିକ୍ଷକ ଆକାଶ କୁମାର ମିଶ୍ର ସ୍କୁଲର ସମସ୍ତ ଛାତ୍ରୀମାନଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ସ୍କୁଲର ପରିଚାଳନା କମିଟି ସଦସ୍ୟ ପ୍ରମୋଦ କୁମାର ସାହୁ ଓ ପ୍ରିୟରଞ୍ଜନ ବହିଦାର ସମସ୍ତଙ୍କୁ ସାଧୁବାଦ ଜଣାଇଛନ୍ତି। ସ୍କୁଲର ଏସିଇଓ ରାଜକୁମାର ପୂଜାରୀ ଓ କଳିଙ୍ଗ ଟିଭି ବ୍ୟୁରୋହେଡ଼ ଚିତ୍ତରଞ୍ଜନ ମିଶ୍ର ସମସ୍ତ ଛାତ୍ରୀଙ୍କୁ ପ୍ରସଂଶା କରିଛନ୍ତି। ସ୍କୁଲର ପ୍ରତିଷ୍ଠାତା ଡ: ଅଚ୍ୟୁତ ସାମନ୍ତ ବଲାଙ୍ଗୀର ରେ କିସ୍ ସ୍କୁଲ ପ୍ରତିଷ୍ଠା କରି ସମସ୍ତ ପ୍ରକାର ସୁବିଧାସୁଯୋଗ ଦେଇଥିବାରୁ ସ୍କୁଲର ସମସ୍ତ କର୍ମଚାରୀଙ୍କୁ  ଧନ୍ୟବାଦ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026
  ଜିଲ୍ଲା  
ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   22-Jun-2026
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026

You Might Also Like