-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||     

HOME   ଜିଲ୍ଲା

ସନ୍ଥନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ୩୭ତମ ବାର୍ଷିକ ଦିବସ

28-Jan-2025



ବରୀ ବ୍ଲକ ଅନ୍ତର୍ଗତ ବାଇଁଶିରିଆ ପଂଚାୟତ ସନ୍ଥନ  ଉଚ୍ଚମାଧ୍ୟମିକ ବିଦ୍ୟାଳୟ ର ୩୭ତମ ବାର୍ଷିକ ଦିବସ ଅନୁଷ୍ଠାନ ପରିସରରେ  ଅନୁଷ୍ଠିତ ହୋଇଯାଇଅଛି ।ଏହି କାର୍ଯ୍ୟକ୍ରମରେ  ବରୀ ବିଧାୟକ ଶ୍ରୀ ବିଶ୍ୱରଂଜନ ମଲ୍ଲିକ ମୁଖ୍ୟଅତିଥି ଭାବେ ଯୋଗ ଦେଇ ବାର୍ଷିକ ଦିବସକୁ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍ଘାଟନ କରିଥିଲେ । ସମ୍ମାନିତ ଅତିଥିଙ୍କ ଭାବେ ବରୀ ତହସିଲଦାର ଡକ୍ଟର ମାନସ ରଞ୍ଜନ ସ୍ବାଇଁ , ଶିକ୍ଷାବିତ ଓ ପରିବେଶବିତ ଡକ୍ଟର ଗିରୀଶ ବିହାରୀ  ମିଶ୍ର ,ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡି  ମୁଖ୍ୟବକ୍ତା ଭାବେ ବିଶିଷ୍ଟ ଶିକ୍ଷାବିତ ସୁବାଷ  ବିଶ୍ବାଳ , ୬୬୨ ବର୍ଗ କଲେଜ ସଙ୍ଘ ଉପସଭାପତି କୈଳାସ ଚନ୍ଦ୍ର  ମହାପାତ୍ର ପ୍ରମୁଖ ଯୋଗ ଅନୁଷ୍ଠାନ ସମ୍ଭଧରେ ଆଲୋକପାତ କରିଥିଲେ ।
ପରେ ପରେ ବିଭିନ୍ନ ବିଭାଗରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ବିଧାୟକ ଶ୍ରୀ ମଲ୍ଲିକ ଟ୍ରଫି ଓ ସାର୍ଟିଫିକେଟ ଦେଇ ସେମାନଙ୍କ ଉଜ୍ଵଳ ଭବିଷ୍ୟତ କାମନା କରିଥିଲେ । ବିଦ୍ୟାଳୟ ର ସମସ୍ତ ଉନ୍ନତି ପ୍ରତି ସେ ନିଶ୍ଚୟ ଧ୍ୟାନ ଦେବେ ବୋଲି ନିଜ ଅଭିଭାଷଣରେ ପ୍ରତିଶୃତି ମଧ୍ୟ ଦେଇଥିଲେ । ସଭା କାର୍ଯ୍ୟକୁ  ବିଦ୍ୟାଳୟ ଅଧ୍ୟକ୍ଷ ବିଜୟ କୁମାର ଦାଶ ପରିଚାଳନା କରୁଥିବା ବେଳେ ଅଧ୍ୟାପକ ପ୍ରଶାନ୍ତ କୁମାର ସାହୁ ସଂଯୋଜନା କରିଥିଲେ । ଏହି ଅବସରରେ ବରୀ ବିଧାୟକ ଙ୍କୁ ଅନୁଷ୍ଠାନ ପକ୍ଷରୁ ନାଗରିକ ସମ୍ମାନରେ ମାନପତ୍ର ,ଉପଢୌକନ ଦିଆଯାଇ ସମ୍ମାନିତ କରାଯାଇଥିଲା । ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

(ରଞ୍ଜିତ ମହାନ୍ତି)


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026

You Might Also Like