-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||     

HOME   ଜିଲ୍ଲା

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗଣତନ୍ତ୍ର ଦିବସ ପାଳିତ

28-Jan-2025



କଟକ(ପ୍ରେରଣା ଖବର): ଯେଉଁ ବରପୁତ୍ର ଓ ମହିୟସୀ ମାତୃ ଜାତିଙ୍କ ସଂଗ୍ରାମ ,ତ୍ୟାଗ ଓ ତିତିକ୍ଷା ପାଈଁ ଭାରତ ଆଜି ତାର ପୂର୍ଣ୍ଣ ସ୍ବାଧୀନତା ପାଇଛି ତାଙ୍କରି ପ୍ରେରଣା ରେ ଆଜିର ମହିଳା ମାନେ   ସମାଜର ମଙ୍ଗଳ ପାଇଁ ଉତ୍ସର୍ଗୀକୃତ ସେବା ମନ ନେଇ ଆଗେଇ ଆସିବାକୁ କହି ନlରିଶେବl ସଂଘର ସଭାପତି  ଡଃ  ପ୍ରତିମା ମହାପାତ୍ର  ଦେଶର ୭୬ତମ ଗଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ଓଡ଼ିଶା ନାରୀ ସେବା ସଙ୍ଘ ପକ୍ଷରୁ ଜାତୀୟ ପତାକା  ଉତ୍ତୋଳନ କରିଥିଲେ। ସଙ୍ଘର  ସମ୍ପlଦିକl ଆଭା କାନୁନଗୋ, 

ସହସମ୍ପlଦିକl ଇନ୍ଦିରା ଅରୋରl, ସଂଗଠନ ସମ୍ପାଦିକା ମୀରା ବେଉରା, ହଲ୍ ସମ୍ପlଦିକl  ମଂଜୁ  ସିଂ, କୋଷାଧ୍ୟକ୍ଷ ନୟନ ତାରl  ନନ୍ଦ, ମିନାକ୍ଷୀ ମିଶ୍ର, ସୁପ୍ରିତି ଦାସ୍, ଡଃ ପ୍ରଭା ପଣ୍ଡା, ନମିତl ପଣ୍ଡା, ପୁସ୍ପ ନାୟକ, ମାଳିନୀ ଦାସ୍, ନିବେଦିତା ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। ଏହି ଉପଲକ୍ଷେ ପୂର୍ବତନ ଅଧକ୍ଷl ତଥା ସାହିତ୍ୟିକl ପ୍ରଭାତୀ ମିଶ୍ର ନlରିସଂଘର ଡ. ମନୋରମା ମହାପାତ୍ର ପାଠାଗାରକୁ ତାଙ୍କ ରଚିତ  ପୁସ୍ତକ ଗୁଡ଼ିକୁ ଦାନ କରିଥିଲେ। ସଭାପତି ଡ଼ଃ ମହାପାତ୍ର ତାଙ୍କୁ ସଂଘ ପକ୍ଷରୁ ଧନ୍ୟବାଦ୍  ଜଣାଇଥିଲେ। ଏହି ଗଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ବସ୍ତି ଅଞ୍ଚଳର ପିଲାମାନଙ୍କୁ ମିଷ୍ଠାନ ବଣ୍ଟନ କରା ଯାଇଥିଲା
        


News Comment




Photo in News

Advertisment
Lastest News
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026

You Might Also Like