-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତ ରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ l   (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, ବିଜେପୁରର ଗ୍ରାମାଞ୍ଚଳ ମେଧାବୃତ୍ତି ପରୀକ୍ଷାରେ ସଫଳତା

28-Jan-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରୀ ଖୁସି ସାହୁ ଏନ.ଆର.ଟି.ଏସ ପରୀକ୍ଷାରେ ବରଗଡ଼ ଜିଲ୍ଲାରେ ଦ୍ଵିତୀୟ ସ୍ଥାନ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ବିଜେପୁରରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ସେ ବିଜେପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଠାରେ ନବମ ଶ୍ରେଣୀର ଅଧ୍ଯୟନ କରୁଛନ୍ତି । ଜଣେ ମେଧାବୀ ଛାତ୍ରୀ ଭାବେ ସେ ବୃତ୍ତି ପରୀକ୍ଷା, ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ଅନେକ ପୁରସ୍କାର ପାଇଛନ୍ତି । ସେ ବରମୁଣ୍ଡା  ଗ୍ରାମର ବିବେକାନନ୍ଦ ସାହୁ ଏବଂ ଚମ୍ପାବତୀ ସାହୁଙ୍କ ଝିଅ ଅଟନ୍ତି । ପ୍ରକାଶଥାଉକି ଚଳିତ ବର୍ଷ ବିଜେପୁର ଏନ ଏ ସି ରେ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ବିଜେପୁରର ଦୁଇଜଣ ଛାତ୍ରୀ ଏହି କୃତିତ୍ବ ଅର୍ଜନ କରି ବିଦ୍ୟାଳୟର ଗୌରବ ବୃଦ୍ଧି କରିଛନ୍ତି । ଏହା ସହ ଛାତ୍ରୀ ଅର୍ଚ୍ଚିତା ପାତ୍ର ବିଜ୍ଞାପିତ ଅଞ୍ଚଳ ପରିଷଦ ବିଜେପୁରରେ ଦ୍ବିତୀୟ ସ୍ଥାନ ଅଧିକାର କରିଛନ୍ତି । ସେ ଗୁଦେରପାଲି ଗ୍ରାମର ଦୁର୍ବାଦଳ ପାତ୍ର ଏବଂ ଶିବପ୍ରିୟା ପାତ୍ରଙ୍କ ଝିଅ ଅଟନ୍ତି । ଛାତ୍ର ଛାତ୍ରୀଙ୍କ ଏହି ସଫଳତାରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ଯ ଶ୍ରୀଯୁକ୍ତ ଗୋକୁଳ ଚନ୍ଦ୍ର ଷଡ଼ଙ୍ଗୀ , ସହ ପ୍ରଧାନ ଆଚାର୍ଯ୍ୟ ସଦାନନ୍ଦ ପଧାନ, ବିଦ୍ୟାମନ୍ଦିର ପ୍ରମୁଖ ମନୋଜ କୁମାର ସାହୁ ସହ ସମସ୍ତ ଗୁରୁଜୀ ଗୁରୁମା, ପରିଚାଳନା କମିଟିର ସଭ୍ଯ ସଭ୍ଯା ଶୁଭେଚ୍ଛା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   05-May-2026
କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତ ରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ l   05-May-2026
  ରାଜ୍ୟ  
ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   05-May-2026
  ଜିଲ୍ଲା  
ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   05-May-2026
  ଜିଲ୍ଲା  
ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   05-May-2026
  ଜିଲ୍ଲା  
ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   05-May-2026
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026

You Might Also Like