-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||     

HOME   ଜିଲ୍ଲା

ପୂର୍ବତନ ବିଧାୟକ ରାଜୀଵଲୋଚନ ହୋତାଙ୍କ ତୃତୀୟ ଶ୍ରାର୍ଦ୍ଧବାର୍ଷିକୀ ଅବସର ରେ ରକ୍ତ ଦାନ ଶିବିର

28-Jan-2025



ବରପାଲି (ସୁଦାମ ଦୀପ) 
ପୂର୍ବତନ ବିଧାୟକ ଶିକ୍ଷାପ୍ରେମୀ ତଥା ବିଶିଷ୍ଠ ରାଜନୀତିଜ୍ଞ ରାଜୀବ ଲୋଚନ ହୋତାଙ୍କ ତୃତୀୟ ଶ୍ରାଦ୍ଧବାର୍ଷିକୀ ବରପାଲି ଫାର୍ମାସୀ ମହାବିଦ୍ୟାଳୟ ପରିସରରେ ପାଳନ କରାଯାଇଥିଲା। ଚକରକେନ୍ଦ ସ୍ଥିତ ସଂଯୁକ୍ତ ଯୁବ ସଂଗଠନ ଦ୍ବାରା ପରିଚାଳିତ ମାତୃଛାୟା ଓ ବାନପ୍ରସ୍ଥର ଅନ୍ତେବାସୀଙ୍କୁ ଅଣାଯାଇ ଏକ ଭବ୍ୟ ସ୍ବାଗତ କରାଯାଇଥିଲା। ପରେ  କଲେଜ ପରିସରରେ ଥିବା ରାଜୀବ ଲୋଚନ ହୋତାଙ୍କ ପ୍ରତିମୂର୍ତ୍ତିରେ କଲେଜ ସଭାପତି ହିମାଂଶୁ ମୋହନ ଦେଓ, ନିର୍ଦ୍ଦେଶକ ଡ.ରଞ୍ଜନ କୁମାର ସାହୁ, ଅଧ୍ୟକ୍ଷ ଡ.ଅର୍ଣ୍ଣବାଦିତ୍ୟ ମହାନ୍ତି, ଉପାଧ୍ୟକ୍ଷ ଡ. ଆଶୁତୋଷ ପଧାନ ନିମନ୍ତ୍ରିତ ଅତିଥି, ଦେବଦତ୍ତ ତ୍ରିପାଠୀ,  ରମାକାନ୍ତ ତ୍ରିପାଠୀ, ସୁବ୍ରତ କୁମାର ସାହୁ, ଡା.ସୁବଳ ଚନ୍ଦ୍ର ମାଝୀ, ମହେନ୍ଦ୍ର କୁମାର ମେହେର ,ବାରିଷ୍ଟର ବିମଳ କିଶୋର ଦାଶ, ଆଦର୍ଶ ସରପଞ୍ଚ ହିମାଞ୍ଚଳ ସାହୁ, ସଂପାଦକ ଦାମୋଦର ପଣ୍ଡା, ମାତୃଛାୟା ଓ ବାନପ୍ରସ୍ଥର ସମସ୍ତ ଅତିଥି , ଅଧ୍ୟାପକ, ଅଧ୍ୟାପିକା ତଥା ଛାତ୍ରଛାତ୍ରୀମାନେ ଶ୍ରୀ ହୋତାଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ବଳନ କରିବା ସହ ଏକ ଶ୍ରଦ୍ଧାଞ୍ଜଳୀ ସଭା ଆନୁଷ୍ଟିତ ହୋଇଥିଲା । ଏହି ଅବସରରେ କଲେଜ ଆନୁକୁଲ୍ୟରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇ ୫୧ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା । ଡାକ୍ତର କରନ୍ ପରିଡାଙ୍କ ତତ୍ତ୍ବାବଧାନରେ ଏକ ଭେକ୍ସିନେସନ କାର୍ଯ୍ୟକ୍ରମ ହୋଇଥିଲା।  ଚକରକେନ୍ଦ୍‌ର ଶାନ୍ତି ତପୋବନ ଆଶ୍ରମର ଅନ୍ତେବାସୀଙ୍କୁ ନରେନ୍ଦ୍ର କୁମାର ହୋତା ବସ୍ତ୍ରଦାନ କରିଥିଲେ । ଗଣେଶ ଚନ୍ଦ୍ର ମେହେର ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ଦାମୋଦର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ହିମାଂଶୁ ମୋହନ ଦେଓ ସ୍ମୃତିସଭାର ସଭାପତି ଦାୟିତ୍ବ ତୁଳାଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   05-May-2026
  ଜିଲ୍ଲା  
ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   05-May-2026
  ଜିଲ୍ଲା  
ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   05-May-2026
  ଜିଲ୍ଲା  
ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   05-May-2026
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026
  ରାଜ୍ୟ  
Summer Camp Inaugurated at Brightmoor International School   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026

You Might Also Like