-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||     

HOME   ଜିଲ୍ଲା

ଧାନ କିଣା ବିକା ଠପ୍ : କଟନି ଛଟନି,ଟୋକନ ଲେପ୍ସ ସମସ୍ଯା: ସୋହେଲାରେ ମୁଖ୍ୟମନ୍ତ୍ରୀ ସମାବେଶରେ ମିଲର୍ସଙ୍କ ଠୁଁ ଚାନ୍ଦା ଆଦାୟର ତଦନ୍ତ ନିର୍ଦ୍ଦେଶ

28-Jan-2025



ବରଗଡ଼(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲାର ବିଭିନ୍ନ ମଣ୍ତିରେ ଓ ମାର୍କେଟ ୟାର୍ଡରେ ପର୍ଯ୍ଯାପ୍ତ ପରିମାଣରେ ଧାନ ପଡିରହିଛି । ବିଜୁ ଜନତା ଦଳ ସରକାର ସମୟରେ ଯେପରି ମିଲର୍ସ ମାନେ ମନ ମର୍ଜି ଧାନ ଉଠାଉଥିଲେ, ଚଳିତ ବର୍ଷ ମଧ୍ଯ ମିଲର୍ସ ଙ୍କ ଉପରେ ଧାନ କିଣା ବ୍ଯବସ୍ଥା ନିର୍ଭର କରୁଛି । ପ୍ରତି ଧାନ କ୍ବିଣ୍ଟାଲ ରେ ୨ କେଜି ରୁ ୫ କେଜି ଧାନ କଟନି ଛଟନି ବାଧ୍ଯତା ମୂଳକ କରାଯାଇଛି । ଅନେକ ଚାଷୀ ଙ୍କ ଟୋକନ ଲେପ୍ସ ହେବାରେ ଲାଗିଛି । ଧାନ ଉଠାଇବା ପାଇଁ ବିଭିନ୍ନ ମଣ୍ତିରେ ମିଲର୍ସ ଙ୍କ ଟେକ୍ ଥିବା ସତ୍ବେ ମିଲର୍ସ ମଣ୍ତି ମାନଙ୍କୁ ଗାଡି ପଠାଉ ନାହାଁନ୍ତି । ପ୍ରତି କ୍ବିଣ୍ଟାଲ ରେ ଓଡିଶା ସରକାର ୮ ଶହ ଟଙ୍କା ଚାଷୀଙ୍କୁ ଇନପୁଟ ସବ ସିଡି ଦେଉଥିବା କାରଣରୁ ଚାଷୀ ମାନେ ଏ ବର୍ଷ ବେଶୀ ପ୍ରତିକ୍ରିୟାଶୀଳ କିମ୍ବା ଆନ୍ଦୋଳନ ଆଡକୁ ମୁହାଉ ନାହାନ୍ତି । ବିଭିନ୍ନ ମାର୍କେଟୟାର୍ଡ ଓ ମଣ୍ତିରେ ଧାନ ଜଗିବା ପାଇଁ ଚାଷୀଙ୍କୁ କ୍ବିଣ୍ଟାଲ ପିଛା ୨ ଟଙ୍କା ଲେଖାଁଏ ଦେବାକୁ ପଡୁଛି । ଏଭଳି ଏକ ଅଭିଯୋଗ ଝାରବନ୍ଧ ବ୍ଲକ ଲଉଡିଧରା ସେବା ସମବାୟ ସୋସାଇଟି ଲଉଡିଧରା ମଣ୍ତିରେ ଚାଷୀ ମାନେ ଅଭିଯୋଗ କରିଥିଲେ । ଧାନ ଜଗିବା ପାଇଁ ୨ ଲକ୍ଷ ଟଙ୍କା ଚାଷୀଙ୍କ ଠାରୁ ଲଉଡିଧରା ମଣ୍ତିରୁ ଅସୁଲ ହୋଇଥିବାର ଅଭିଯୋଗ ପରେ ପଦ୍ମପୁର ଆର.ଏମ.ସି ସେକେଟ୍ରରୀ ଏହାର ତଦନ୍ତ କରି ତୁରନ୍ତ ଚାଷୀଙ୍କ ଟଙ୍କା ଫେରସ୍ତ କରିବା ପାଇଁ ପେକ୍ସ ଅଧିକାରୀ ଙ୍କୁ ନିଦ୍ଦେର୍ଶ ଦେଇଥିବା ଜଣାପଡିଛି  । ଗତ ଡିସେମ୍ବର ୮ ତାରିଖ ଦିନ ସୋହେଲା ସ୍ଥିତ ଇଛାପାଲି ଚାଷୀ ସମାବେଶ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଚାଷୀଙ୍କୁ ରାଜ୍ଯ ସରକାର ଘୋଷଣା କରିଥିବା କ୍ବିଣ୍ଟାଲ ପ୍ରତି ୮ ଶହ ଟଙ୍କା ଇନପୁଟ ସବସିଡ ଡିଜିଟାଲ ମାଧ୍ୟମରେ ଚାଷୀଙ୍କ ଏକାଉଣ୍ଟରେ ପ୍ରଦାନ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମ ସରକାରୀ କାର୍ଯ୍ୟକ୍ରମ ଥିବା ସତ୍ତ୍ବେ ଓ ଏଥିପାଇଁ ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ ବହନ କରିଥିବା ବେଳେ ଏହି କାର୍ଯ୍ୟକ୍ରମରେ ମିଲର୍ସ ମାନଙ୍କ ଠାରୁ ପ୍ରତି ମିଲର୍ସ ପିଛା ୫ ଲକ୍ଷ ଟଙ୍କା ପ୍ରାୟ ୧ କୋଟି ଟଙ୍କା ଚାନ୍ଦ ସଂଗ୍ରହର ଅଭିଯୋଗ ହୋଇଥିଲା । ଏହା ବିଭିନ୍ନ ସମ୍ବାଦପତ୍ର ମାନଙ୍କରେ ପ୍ରକାଶିତ ହୋଇଥିଲା । ଏ ବିଷୟରେ ରାଜ୍ଯ ସରକାର ଅବଗତ ହେବାପରେ ଖାଦ୍ଯ ଯୋଗାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିବା ଏକ ସମର୍ଥିତ ସୂତ୍ରରୁ ଖବରରୁ 
ଜଣାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026

You Might Also Like