-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, ବିଜେପୁରର ଗ୍ରାମାଞ୍ଚଳ ମେଧାବୃତ୍ତି ପରୀକ୍ଷାରେ ସଫଳତା 

28-Jan-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲା ବିଜେପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରୀ ଖୁସି ସାହୁ ଏନ.ଆର.ଟି.ଏସ ପରୀକ୍ଷାରେ ବରଗଡ଼ ଜିଲ୍ଲାରେ ଦ୍ଵିତୀୟ ସ୍ଥାନ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ବିଜେପୁରରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ସେ ବିଜେପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଠାରେ ନବମ ଶ୍ରେଣୀର ଅଧ୍ଯୟନ କରୁଛନ୍ତି । ଜଣେ ମେଧାବୀ ଛାତ୍ରୀ ଭାବେ ସେ ବୃତ୍ତି ପରୀକ୍ଷା, ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ଅନେକ ପୁରସ୍କାର ପାଇଛନ୍ତି । ସେ ବରମୁଣ୍ଡା  ଗ୍ରାମର ବିବେକାନନ୍ଦ ସାହୁ ଏବଂ ଚମ୍ପାବତୀ ସାହୁଙ୍କ ଝିଅ ଅଟନ୍ତି । ପ୍ରକାଶଥାଉକି ଚଳିତ ବର୍ଷ ବିଜେପୁର ଏନ ଏ ସି ରେ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ବିଜେପୁରର ଦୁଇଜଣ ଛାତ୍ରୀ ଏହି କୃତିତ୍ବ ଅର୍ଜନ କରି ବିଦ୍ୟାଳୟର ଗୌରବ ବୃଦ୍ଧି କରିଛନ୍ତି । ଏହା ସହ ଛାତ୍ରୀ ଅର୍ଚ୍ଚିତା ପାତ୍ର ବିଜ୍ଞାପିତ ଅଞ୍ଚଳ ପରିଷଦ ବିଜେପୁରରେ ଦ୍ବିତୀୟ ସ୍ଥାନ ଅଧିକାର କରି ଛନ୍ତି । ସେ ଗୁଦେରପାଲି ଗ୍ରାମର ଦୁର୍ବାଦଳ ପାତ୍ର ଏବଂ ଶିବ ପ୍ରିୟା ପାତ୍ରଙ୍କ ଝିଅ ଅଟନ୍ତି । ଛାତ୍ରଛାତ୍ରୀଙ୍କ ଏହି ସଫଳତାରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ଯ ଗୋକୁଳ ଚନ୍ଦ୍ର ଷଡ଼ଙ୍ଗୀ, ସହ ପ୍ରଧାନ ଆଚାର୍ଯ୍ୟ ସଦାନନ୍ଦ ପଧାନ, ବିଦ୍ୟାମନ୍ଦିର ପ୍ରମୁଖ ମନୋଜ କୁମାର ସାହୁ ସହ ସମସ୍ତ ଗୁରୁଜୀ ଗୁରୁମା, ପରିଚାଳନା କମିଟିର ସଭ୍ଯ ସଭ୍ଯା ଶୁଭେଚ୍ଛା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026

You Might Also Like