-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||      ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||      ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ    (08-May-2026)       ||      ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   (08-May-2026)       ||      ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ    (08-May-2026)       ||      *ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   (08-May-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି : ସ୍ଵାମୀ ବିବେକାନନ୍ଦ ଜୟନ୍ତୀ ଓ ଯୁବ ଦିବସ ପାଳିତ

13-Jan-2021




କଣ୍ଟାବାଞ୍ଜି, (ପ୍ରେରଣା ଖବର) :କଣ୍ଟାବାଞ୍ଜୀର ଅଗ୍ରଣୀ ସାରସ୍ୱତ ଅନୁଷ୍ଠାନ ନିର୍ଝରିଣୀ ଆନୁକୂଲ୍ୟରେ ସ୍ୱାମୀ ବିବେକାନନ୍ଦଙ୍କ ୧୫୮ତମ ଜୟନ୍ତୀ ଓ ଜାତୀୟ ଯୁବ ଦିବସ ସ୍ଥାନୀୟ ହରିଭବନ ଠାରେ ପାଳିତ ହୋଇଯାଇଛି।ନିର୍ଝରିଣୀର ସଭାପତି ଶ୍ରୀ ରାମଚନ୍ଦ୍ର ସାହୁଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେ ଯୋଗ ଗୁରୁ ଫକୀର ବାବା,ମୁଖ୍ୟ ଅତିଥି, ଇଂରାଜୀ ଅଧ୍ୟାପକ ଲୋହିତାକ୍ଷ ଯୋଷୀ,ମୁଖ୍ୟବକ୍ତା,କବି ଡ.ସଞ୍ଜୟ କୁମାର ମିଶ୍ର, ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।ସର୍ବ ପ୍ରଥମେ ସ୍ୱାମୀ ବିବେକାନନ୍ଦଙ୍କ ଫଟୋଚିତ୍ରରେ ଅତିଥି ମାନେ ପୁଷ୍ପମାଲ୍ୟ

 ଓ ଧୂପ ପ୍ରଦାନ କରିଥିଲେ।ପେନ ଏକାଡେମୀର ଛାତ୍ରଛାତ୍ରୀ ପ୍ରାରମ୍ଭିକ ସଂଗୀତ ପରିବେଷଣ କରିଥିଲେ।ସଂପାଦକ ବିରଞ୍ଚି ନାରାୟଣ ଦାଶ ସ୍ୱ।ଗତ ଭାଷଣ ଦେଇଥିଲେ।ଆଦର୍ଶ ଶିକ୍ଷିକା ଭାବେ ଶ୍ରୀମତୀ ନିରୁପମା ମିଶ୍ରଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ଓ ବିରଞ୍ଚି ନାରାୟଣ ଦାଶଙ୍କ ଶିଶୁ କବିତା ସଂକଳନ ମମତାର ଗୀତ ଦ୍ବିତୀୟ ସଂସ୍କରଣ ଅତିଥି ମାନଙ୍କ କର କମଳରେ ଉନ୍ମୋଚିତ ହୋଇଥିଲା।ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ହୋଇଥିବା ବକ୍ତୃତା ପ୍ରତିଯୋଗିତାରେ କୃତୀ ଛାତ୍ରଛାତ୍ରୀ ନମ୍ରତା ବାଗ,ସ୍ୱ।ଧୀ ପାଣିଗ୍ରାହୀ, ସୌମ୍ୟା ୟାଦବ,ଓ ସଂଗୀତରେ ନୂତନ ବାଗ,ନମ୍ରତା ବାଗ,ଅଙ୍କିତା ବାଗଙ୍କୁ ପୁରସ୍କୃତ କରାଯାଇଥିଲା।ତାପରେ ଉପସ୍ଥିତ କବି କବୟିତ୍ରୀ ସ୍ୱରଚି ଦେଶଭକ୍ତି କବିତା ପାଠ କରିଥିଲେ।କବି ବିଭୁଦତ୍ତ ସାହୁ ମଞ୍ଚ ପରିଚାଳନା ଓ ସହ ସଂପାଦିକା ଅଞ୍ଜଳି ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।କାର୍ଯ୍ୟକ୍ରମ ରେ ମମତା ପଣ୍ଡା, ନିର୍ଝରିଣୀ ଦାଶ,ରମେଶ କୁମାର ବାରିକ,ଉମେଶ ବେହେରା, ସମୀର ମହାପାତ୍ର, ମନୋଜ କୁମାର ବାଗ,ଶିବ ପ୍ରସାଦ ଦାଶ,ନରେନ୍ଦ୍ର କୁମାର ସୁନା,ଲୋକେଶ ସିଂହ, ରାଜେନ୍ଦ୍ର ସାହୁ, ପ୍ରେମରାଜ ପାଣିଗ୍ରାହୀ, ନମ୍ରତା ବାଗ,ମୁରଲୀ ଧର କେଡିଆ, କୁଞ୍ଜବିହାରୀ ବେହେରା ସମେତ ଶତାଧିକ ସାହିତ୍ୟ, ସଂସ୍କୃତି ପ୍ରେମୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026
  ଜିଲ୍ଲା  
ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   09-May-2026
  ଜିଲ୍ଲା  
ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ   09-May-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   09-May-2026
  ଜିଲ୍ଲା  
ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    09-May-2026
  ଜିଲ୍ଲା  
Mm   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା   09-May-2026
  ରାଜ୍ୟ  
ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   09-May-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   08-May-2026

You Might Also Like

                           
  ଜିଲ୍ଲା  

Mm