-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||     

HOME   ଜିଲ୍ଲା

ଖଡିଆଳ ସ୍ଥିତ ସେଣ୍ଟ ଯାଭିଆର ପବ୍ଲିକ ସ୍କୁଲ ର ୪ର୍ଥ ବାର୍ଷିକ ଉତ୍ସବ ପାଳିତ

28-Jan-2025



(ଡୋଲେଶ୍ୱର  ବାଗ )
 ନୂଆପଡ଼ା ଜିଲ୍ଲା ଖଡିଆଳ ସ୍ଥିତ ସେଣ୍ଟ ଯାଭିଆର ପବ୍ଲିକ ସ୍କୁଲ ର ୪ର୍ଥ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଅଛି। ମୁଖ୍ୟ ଅତିଥି ରୂପେ ଖଡିଆଳ ବିଧାୟକ ଯୋଗ ଦେଇ ଶିକ୍ଷାର ବିକାଶ ଅଞ୍ଚଳରେ ଉନ୍ନତ ବିକଶିତ ସମାଜ ଗଠନ ହେବା ବୋଲି ମତବ୍ୟକ୍ତ କରିଥିଲେ। ସଭାରେ ସ୍କୁଲ ର ପ୍ରତିଷ୍ଠାତା  ପ୍ରବୀଣ ରଂଜନ ଠାକୁର ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ବକ୍ତା ରୂପେ ପଲ୍ଲୀ ପ୍ରଗତି କଲେଜ୍ ଅଧ୍ୟକ୍ଷ ରୁଦ୍ର ମାଧବ ବାରିକ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ରୂପେ ଖଡିଆଳ ବ୍ଲକ୍ ଅଧ୍ୟକ୍ଷା ପୁଷ୍ପାଞ୍ଜଳୀ ନନ୍ଦ, ଖଡିଆଳ ନଗର ଅଧ୍ୟକ୍ଷ ଉଜ୍ଜଳ ଗୁପ୍ତା, ଗୋଷ୍ଠୀ ଶିକ୍ଷା ଅଧିକାରୀ କାହ୍ନୁ ଚରଣ ନାଏକ, ପବ୍ଲିକ ସ୍କୁଲ ଅଧ୍ୟକ୍ଷ  ମିନାକ୍ଷୀ ଦଣ୍ଡସେନା, ଗୋବିନ୍ଦ ବିହାରୀ ବାରିକ, ପୁଷ୍ପାଞ୍ଜଳୀ ଠାକୁର ପ୍ରମୁଖ ମଞ୍ଚାଷିନ ହୋଇଥିଲେ। ଖଡିଆଳ ଠାରେ ଥିବା ପବ୍ଲିକ ସ୍କୁଲ ମଧ୍ୟରେ ଥିବା ସମସ୍ତ ସ୍କୁଲ ମଧ୍ୟ ରୁ ଏହି ସ୍କୁଲ ଚତୁର୍ଥ ବର୍ଷ ରେ ମଧ୍ୟ ଭିନ୍ନତା ପରିଚାଳନା କରୁଛନ୍ତି ବୋଲି ମତବ୍ୟକ୍ତ କରିଥିଲେ। ଅଭିଭାବକ, ଛାତ୍ର ଛାତ୍ରୀ ମାନେ ଯୋଗ ଦେଇଥିଲେ। ଛାତ୍ର ଛାତ୍ରୀଙ୍କ ଦ୍ବାରା  ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଅଛି। କୃତି ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ବଣ୍ଟନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026

You Might Also Like