-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||     

HOME   ଜିଲ୍ଲା

ଫାଶୀମାଲ କ୍ଲଷ୍ଟରସ୍ତରୀୟ ନିପୁନ ମେଳା

28-Jan-2025



ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପାଶୀମାଲ ଠାରେ ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ନିପୁନ ଓଡିଶା ମେଳା ଆୟୋଜିତ ହୋଇ ଯାଇଛି ।ଏହି ମେଳାରେ ସମ୍ମାନୀୟ ଅତିଥି ଭାବେ ଫାଶୀମାଳ ଗ୍ରାମ ପଞ୍ଚାୟତର ସରପଞ୍ଚ ମହୋଦୟା ସୁଶ୍ରୀ ମାଧବୀ ଲତା ବରିହା, ଏହି ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ଶ୍ରୀ କ୍ଷୀରୋଦ ଚନ୍ଦ୍ର ପଟେଲ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀମତୀ ପୁଷ୍ପାଞ୍ଜଳି ପଧାନ , କ୍ଲଷ୍ଟରର ବରିଷ୍ଠ ପ୍ରଧାନ ଶିକ୍ଷକ ଶ୍ରୀ ଯୁକ୍ତ ସାନନ୍ଦ ମହାପାତ୍ର ଏବଂ ଗ୍ରାମର ୱାର୍ଡମେମ୍ବର ଶ୍ରୀମତୀ ରେବତୀ ପଟ୍ଟା ପ୍ରମୁଖ ଉପସ୍ଥିତ ଥିଲେ । ଏହି ମେଳାରେ କ୍ଲଷ୍ଟରର ପ୍ରତ୍ୟେକ ବିଦ୍ୟାଳୟରୁ ୧୦ ଜଣ ଶିକ୍ଷାର୍ଥୀ, ୧୦ ଜଣ ଅଭିଭାବକ ଏବଂ ଜଣେ ଲେଖାଏଁ ଏଫ୍ ଏଲ୍ ଏନ୍ ଶିକ୍ଷକ ଯୋଗ ଦେଇଥିଲେ । ସଭା ଆରମ୍ଭରେ ଆଞ୍ଚଳିକ  ସାଧନ ସଂଯୋଜକ ଶ୍ରୀଯୁକ୍ତ ଗୋପାଳ ଜୀ ନାଏକ ସ୍ଵାଗତ ଜଣାଇ ନିପୁନ ଓଡିଶା ମେଳାର ଉଦ୍ଦେଶ୍ୟ, କାର୍ଯ୍ୟପନ୍ଥା, ଜାତୀୟ ଶିକ୍ଷାନୀତି ୨୦୨୦,ମୌଳିକ ସ୍ଵାକ୍ଷରତା ଏବଂ ସଂଖ୍ୟାଜ୍ଞାନ,ପିତାମାତାଙ୍କ ଭୂମିକା ଅଭିଭାବକ ମାନଙ୍କୁ ସର୍ବଶେଷ ଅବଗତ କରାଇଥିଲେ । ଏହାପରେ ବିଦ୍ୟାର୍ଥୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗୀତା ଯଥା- ଗଳ୍ପକଥନ,ପଦ୍ୟାବୃତ୍ତି, ଗଣିତ କୁଇଜ୍‌, ସୃଜନାତ୍ମକ କାର୍ଯ୍ୟ ଇତ୍ୟାଦି କରି ଶିକ୍ଷାର୍ଥୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହାପରେ ସମସ୍ତ ଅଭିଭାବକ ଓ ଶିକ୍ଷାର୍ଥୀ ମାନେ ପର୍ଯ୍ୟାୟକ୍ରମେ ସ୍ଵାକ୍ଷରତା  ଷ୍ଟଲ୍, ସଂଖ୍ୟାଜ୍ଞାନ ଷ୍ଟଲ୍ ଏବଂ ସୃଜନାତ୍ମକ ଷ୍ଟଲ୍ କୁ ବୁଲି ନିଜର ସୁ ମତାମତ ଦେଇଥିଲେ ।ଏହି କାର୍ଯ୍ୟକ୍ରମରେ ସକ୍ରିୟ ଭାବରେ ଏହି ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ତଥା କ୍ଲଷ୍ଟରର ଶ୍ରୀ ଯୁକ୍ତ ମନବୋଧ ପଟେଲ , ଶ୍ରୀଯୁକ୍ତ ନେତ୍ରାନନ୍ଦ ପୃଷେଠ, ଶ୍ରୀଯୁକ୍ତ କୃଷ୍ଣଚନ୍ଦ୍ର କୁମୁରା, ପୁଷ୍ପା ପ୍ରଧାନ, ଟିକେଶ୍ଵରୀ ଭୋଇ,ଖତୀ କିସାନ,ରିବିକା ମହାନନ୍ଦ, ନିୟନା ଭୋଇ,ରିମା ନାଏକ ଅଂଶ ଗ୍ରହଣ କରିଥିଲେ । ଏହି ବିଦ୍ୟାଳୟର ସହ ଶିକ୍ଷକ ଶ୍ରୀ ଲୋକନାଥ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।କାର୍ଯ୍ୟ ସମାପ୍ତିରେ ଶିକ୍ଷାର୍ଥୀ  ମାନଙ୍କ ଦ୍ୱାରା ଏକ ଭବ୍ୟପୂର୍ଣ୍ଣ  ସାଂସ୍କୃତିକ କାର୍ଯ୍ୟ କରି ମେଳାକୁ ଉଦ୍‌ଯାପନ କରାଯାଇଥିଲା ।
ଜମନକିରା ରୁ ନଗମା ବେଗମଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026

You Might Also Like