-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||     

HOME   ଜିଲ୍ଲା

ସାପଲହର ସେବାଶ୍ରମର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ

29-Jan-2025



ବରଗଡ଼(ନିରଞ୍ଜନ ତ୍ରିପାଠୀ)- ବରଗଡ ଜିଲ୍ଲା ପାଇକମାଲ ବ୍ଲକର ବାଦିକଟା ଗ୍ରାମ ପଞ୍ଚାୟତ ଅଧିନସ୍ଥ ସାପଲହର ସେବାଶ୍ରମ ଠାରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରଦୀପ କୁମାର ପ୍ରଧାନ ଙ୍କ ସଭାପତିତ୍ୱ ରେ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି l ଉକ୍ତ ଉତ୍ସବରେ ବାଦିକଟା ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ସବିତା ସାହୁ ମୁଖ୍ୟ ଅତିଥି ଏବଂ ବାଦିକଟା କ୍ଲଷ୍ଟର ର ସଂଯୋଜକ ଶ୍ରୀମାନ ଋଷଭ ସାହୁ ସମ୍ମାନୀତ ଅତିଥି ଭାବେ ଯୋଗଦାନ କରିଥିଲେ l ଅନୁଷ୍ଠିତ ସଭାର ପ୍ରାରମ୍ଭରେ ମଞ୍ଜୁଲତା ସେଠ ସମସ୍ତ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ ଏବଂ ବିଦ୍ୟାଳୟ ର ସହକାରୀ ଶିକ୍ଷକ ଖଗେଶ୍ୱର ଦ୍ୱାରି ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ l ପ୍ରଧାନ ସେବକ ରମାକାନ୍ତ ସାହୁ ବାର୍ଷିକ ବିବରଣୀ ପାଠ କରିଥିଲେ l ଅନୁଷ୍ଠିତ ହୋଇଥିବା ବିଭିନ୍ନ ଖେଳ ପ୍ରତିଯୋଗିତା ରେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ମେଡାଲ ଏବଂ ଟ୍ରଫି ପ୍ରଦାନ କରାଯାଇଥିଲା l ପୁରସ୍କାର ବିତରଣ ଓ ସାଂସ୍କୃତିକ କାର୍ଯ୍ୟକ୍ରମ କୁ ବିଦ୍ୟାଳୟ ର ସହକାରୀ ଶିକ୍ଷୟିତ୍ରୀ କସ୍ତୁରୀ ମେହେର ଓ ନିଶିଥ କୁମାର ସାହୁ ପରିଚାଳନା କରିଥିଲେ l ଗତ ବୃତ୍ତି ପରୀକ୍ଷା ରେ ଉତ୍ତୀର୍ଣ୍ଣ ହୋଇଥିବା ତୃତୀୟ ଶ୍ରେଣୀ ର ଛାତ୍ରୀ ପ୍ରିୟାଂଶି ସାହୁ ଙ୍କୁ ସମ୍ମାନୀତ କରାଯାଇଥିଲା l ଏହି ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟି ର ସମସ୍ତ ସଭ୍ୟ ସଭ୍ୟା ତଥା ଅଭିଭାବକ ଅଭିଭାବିକା କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ l ଶେଷରେ ସମସ୍ତ କାର୍ଯ୍ୟକ୍ରମ ସୁଚାରୁ ରୂପେ ସମ୍ପାଦନ ହୋଇଥିବା ପାଇଁ ବିଦ୍ୟାଳୟ ର ସହକାରୀ ଶିକ୍ଷକ ନିଶିଥ କୁମାର ସାହୁ ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   05-Nov-2026
  ଜିଲ୍ଲା  
ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ   05-Nov-2026
  ଜିଲ୍ଲା  
ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   05-Nov-2026
  ଜିଲ୍ଲା  
ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   05-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   05-Nov-2026
  ଜିଲ୍ଲା  
ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   05-Nov-2026
  ଜିଲ୍ଲା  
ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   05-Nov-2026
  ରାଜ୍ୟ  
ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   05-Nov-2026

You Might Also Like