-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||     

HOME   ଜିଲ୍ଲା

ବିଭିନ୍ନ ସ୍ଥାନରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

29-Jan-2025



ଯାଜପୁର/ବରୀ(ରଞ୍ଜିତମହାନ୍ତି): ବରୀ ଅଂଚଳରେ ବିଭିନ୍ନ ସ୍ଥାନରେ ୭୬ ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହେଉଛି। କୃପାସିନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟରେ ମୁଖ୍ୟ ଅତିଥିଭାବେ ବରୀ ବିଧାୟକ ବିଶ୍ୱ ରଞ୍ଜନ ମଲ୍ଲିକ, ସମ୍ମାନୀୟ ବରୀ ବ୍ଲକ ଅଧକ୍ଷ ଅଶୋକ କୁମାର ଗେଡ଼ି ଯୋଗ ଦେଇଥିଲେ। ଏହି ଅବସରରେ ବିଧାୟକ ଶ୍ରୀମଲ୍ଲିକ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଅନ୍ୟ କର୍ମଚାରି ଉପସ୍ଥିତ ରହିଥିଲେ। ବିଭିନ୍ନ ବିଦ୍ୟାଳରୁ ଛାତ୍ର ଛାତ୍ରୀ ମାନେ ଏହି ପ୍ୟାରେଡ ଉତ୍ସବ ରେ ଅଂଶ ଗ୍ରହଣ ନିଜର ଦକ୍ଷତା ପ୍ରଦର୍ଶନ କରିଥିଲେ। ସେହିପରି ବରୀ ତହସିଲ କାର୍ଯ୍ୟାଳୟରେ ତହସିଲଦାର ମାନସ ସ୍ୱାଇଁ ଜାତୀୟ ପତାକା ଉତ୍ତୋଲନ କରିଥିଲେ। ବରୀ ବ୍ଲକ, ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ବରୀ ରାମଚନ୍ଦ୍ରପୁର ଥାନା, ବିଦ୍ୟୁତ ଉପଖଣ୍ଡ କାର୍ଯ୍ୟାଳୟ ,ଜଲସମ୍ପଦ କାର୍ଯ୍ୟାଳୟ ,ପୋଷ୍ଟ ଅଫିସ, ପ୍ରାଣୀଧନ ଚିକିତ୍ସାଳୟ କାର୍ଯ୍ଯାଳୟ, ବ୍ୟାଙ୍କ,ସରକାରୀ ଓ ବେସରକାରୀ କଲେଜ, ବିଦ୍ୟାଳୟ,,ପଂଚାୟତ କାର୍ଯ୍ୟାଳୟ ବ୍ୟବସାୟିକ ଅନୁଷ୍ଠାନ ସଂଘ, କ୍ଳବ ମାନଙ୍କରେ ପତକା ଉତୋଳନ କାର୍ଯ୍ୟକ୍ରମ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   23-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   23-Jun-2026

You Might Also Like