-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||     

HOME   ଜିଲ୍ଲା

ସିନାପାଲି ନୋଡ଼ାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

29-Jan-2025



ନୂଆପଡ଼ା ଜିଲ୍ଲା ସିନାପାଲି ନୋଡ଼ାଲ ଉଚ୍ଚ ବିଦ୍ଯାଳୟର ୬୪ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଛି l ଏ ଅବସରରେ ସିନାପାଲି ଗୋଷ୍ଠୀ ଶିକ୍ଷାଧିକାରୀ ଯତୀଂଦ୍ର କୁମାର ସେଠଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ସଭାକାର୍ଯ୍ଯରେ ମୁଖ୍ଯ ଅତିଥି ଭାବରେ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ମୁଖ୍ଯବକ୍ତା ଭାବରେ ଅବସର ପ୍ରାପ୍ତ ପ୍ରଧାନଶିକ୍ଷକ ବଳଭଦ୍ର ମହାଉତି ଓ ସମ୍ମାନିତ ଅତିଥି ଭାବରେ କୋମନା ବିଇଓ ଅନିତା ପଣ୍ତା, ଖଡ଼ିଆଳ ବିଇଓ କାହ୍ନୁଚରଣ ନାୟକ, ବୋଡ଼େନ ବିଇଓ ରୂଦ୍ରେଶ୍ୱର ମେହେର ଯୋଗଦାନ କରିଥିଲେ l ଶିକ୍ଷା ହିଁ ଏକ ସୁସ୍ଥ ସମାଜ ଗଠନର ମୂଳ ଆଧାର ା ତେଣୁ ସମୁଚିତ ଶିକ୍ଷା ମାଧ୍ଯମରେ ସାଂପ୍ରତିକ ସମାଜକୁ ଆମ ସ୍ବପ୍ନର ସମାଜ ଆଡ଼କୁ ଆଗେଇ ନିଆଯାଇ ପାରିବ ବୋଲି ଏ ଅବସରରେ ଅତିଥି ମାନେ ସାମୁହିକ ମତବ୍ଯକ୍ତ କରିଥିଲେ l ପ୍ରାରମ୍ଭରେ ଶିକ୍ଷକ ମନୋରଞ୍ଜନ ମେହେର ସମସ୍ତଙ୍କୁ ସ୍ବାଗତ କରିଥିବା ବେଳେ ଛାତ୍ରୀମାନେ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ l ପ୍ରଧାନଶିକ୍ଷକ ଲଳିତ କୁମାର ସୁନାରୀ ବାର୍ଷିକ ବିବରଣୀ ପାଠ କରିଥିଲେ l ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିବା ବେଳେ ଏହାକୁ ଶିକ୍ଷକ ମହେଶ କୁମାର ମେହେର ଓ ଶିକ୍ଷୟିତ୍ରୀ ରଶ୍ମୀପ୍ରଭା ମେହେର ପରିଚାଳନା କରିଥିଲେ ା ସଭା ପରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ରଙ୍ଗାରଙ୍ଗ ସାସ୍କୃତିକ କାର୍ଯ୍ଯକ୍ରମ ପରିବେଷଣ କରାଯାଇଥିବା ବେଳେ ଏହାକୁ ଅନିଲ କୁମାର ସା ଓ କମଲଜିତ ବୈକାର ପରିଚାଳନା କରିଥିଲେ ା ଶେଷରେ ବରିଷ୍ଠ ଶିକ୍ଷକ ମୁବାରକ ଖାଁ ଧନ୍ଯବାଦ ଦେଇଥିଲେ l କାର୍ଯ୍ଯକ୍ରମ ଆୟୋଜନରେ ବିଦ୍ଯାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀ ଓ ଛାତ୍ରଛାତ୍ରୀ ସହଯୋଗ କରିଥିଲେ ା

[ନୂଆପଡା ଜିଲ୍ଲାରୁ ପରମେଶ୍ୱର ମେହେର ରିପୋର୍ଟ]


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026

You Might Also Like