-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||     

HOME   ଜିଲ୍ଲା

କ୍ଳଷ୍ଟରସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ

29-Jan-2025



କୁଚିଣ୍ଡା: ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବ୍ଳକ କୁନ୍ତରା କ୍ଳଷ୍ଟରର ସରକାରୀ ପ୍ରାଥମିକ ବିଦ୍ୟାଳୟ କୁସୁମି ଠାରେ କ୍ଳଷ୍ଟରସ୍ତରୀୟ ନିପୁଣ ଓଡ଼ିଶା ମେଳା ୨୦୨୪-୨୫ ଆୟୋଜିତ ହୋଇ ଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ସମୁଦାୟ ୭ଟି ପ୍ରାଥମିକ ବିଦ୍ୟାଳୟରୁ ୫୫ଜଣ ଅଭିଭାବକ ୧୨୦ଜଣ ଛାତ୍ରଛାତ୍ରୀ ଏବଂ ୧୦ ମୌଳିକ ସଂଖ୍ୟା ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମର୍ପିତ ଶିକ୍ଷକ ଯୋଗଦେଇ ଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ସରପଞ୍ଚ ସଂକୀର୍ତ୍ତନ କିସାନ, ସମ୍ମାନିତ ଅତିଥି ଭାବେ କୁସୁମି ଗ୍ରାମପଞ୍ଚାୟତର ସମିତି ସଭ୍ୟ ଧୃବ ଚରଣ କିସାନ, ସରକାରୀ ପ୍ରାଥମିକ ବିଦ୍ୟାଳୟର ସଭାପତି ଗୁଲୁବଦନ ମହୋଦୟ କାର୍ଯ୍ୟକ୍ରମରେ ଯୋଗଦେଇ ନିପୁଣ ଓଡ଼ିଶା ମେଳାର ଶୋଭାବର୍ଦ୍ଧନ କରିଥିଲେ। ଏହି କାର୍ଯ୍ୟକ୍ରମ ରେ  ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ପ୍ରକୃତିନୀ ନାଏକ ସଭାପତିତ୍ବ କରିଥିବାବେଳେ ସଭାକାର୍ଯ୍ୟ ପରିଚାଳନା କରିଥିଲେ କ୍ଳଷ୍ଟର ସି.ଆର.ସି.ସି ନରେଶ ବର‌। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଯଥା ନିରୁପମା ମାଝୀ, ରିତା ହଂସ, ପ୍ରିୟମ୍ବଦା କାଲୋ, ଉଝାସିନୀ ନାଏକ, ପ୍ରଶାନ୍ତ ମାଝୀ, ରମଣୀ ମାଝୀ, ପ୍ରଶାନ୍ତ, ମନ୍ଦିପ ପଟେଲ, ପ୍ରଶାନ୍ତ ନାଏକ, ସନ୍ତୋଷିନୀ କିସାନ ଓ ପ୍ରଭାସିନୀ ଏକ୍କା ପ୍ରମୁଖ ସହଯୋଗ କରିଥିଲେ। ନିପୁଣ ଓଡ଼ିଶା ମେଳାର ଉଦ୍ଦେଶ୍ୟ ଏବଂ ଲକ୍ଷ ବିଷୟରେ ବକ୍ତବ୍ୟ ପ୍ରଦାନ କରି ଛାତ୍ରଛାତ୍ରୀ ମାନଙ୍କର ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଦକ୍ଷତାର ବିକାଶ ପାଇଁ ପ୍ରତି ବିଦ୍ୟାଳୟକୁ ଏଫ୍ ଏଲ୍ ଏନ୍ ମୋଡେଲ ବିଦ୍ୟାଳୟରେ ରୂପାନ୍ତରିତ କଲେ ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷଣ ଦକ୍ଷତାର ବିକାଶ ହେବ ବୋଲି ସିଆରସିସି ନରେଶ ବର‌ ମନ୍ତବ୍ୟ ଦେଇଥିଲେ। ଶେଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରକୃତିନୀ ନାଏକ ମଞ୍ଚରେ ଉପସ୍ଥିତ ଥିବା ସମସ୍ତ ଅତିଥି ଅଭିଭାବକ ଗାଇଡ ଶିକ୍ଷକ, ସମସ୍ତ ଛାତ୍ରଛାତ୍ରୀ ଏବଂ ଅନୁଷ୍ଠାନର ସମସ୍ତ ସହଯୋଗୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
[ସମ୍ବଲପୁର କୁଚିଣ୍ଡାରୁ ସିଲୁ ସୁନାନୀଙ୍କ ରିପୋର୍ଟ]


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026

You Might Also Like