-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||     

HOME   ଜିଲ୍ଲା

ଖଲିଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

29-Jan-2025



ଖଲିଆପାଲି:  ଖଲିଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ  ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ସଭାକାର୍ଯ୍ୟ ପୂର୍ବାହ୍ନ ୧୧ ଘ. ରୁ ଆରମ୍ଭ ହୋଇଥିଲା l  ସର୍ବପ୍ରଥମେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସୁନିତା ପ୍ରିୟଦର୍ଶିନୀ ମିଶ୍ର ବାର୍ଷିକ ଉତ୍ସବର ଲକ୍ଷ୍ୟ ଏବଂ ମହତ ଉଦେଶ୍ୟ ଉପରେ ବିବରଣୀ ପଠନ କରିଥିଲେ l ଉକ୍ତ ଉତ୍ସବରେ ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଶିକ୍ଷକ ତଥା ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକତା କରିଥିବା ଶ୍ରୀଯୁକ୍ତ ଆଦିକନ୍ଧ ଷଡ଼ଙ୍ଗୀ ମୁଖ୍ୟ ଅତୀତ ରୂପେ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ପ୍ରେରଣା ଦେବା ସହିତ ବିକଶିତ ବିଦ୍ୟାଳୟ ଓ ପରିବେଶ ଉଦେଶ୍ୟରେ ନିଜର ବକ୍ତବ୍ୟ ରଖିଥିଲେ l ସମ୍ମାନିତ ଅତିଥି ଭାବରେ ରାଜ କିଶୋର ମିଶ୍ର (ଅବସରପ୍ରାପ୍ତ ଶିକ୍ଷକ), ଚିତ୍ତରଞ୍ଜନ ତ୍ରିପାଠୀ ( ପ୍ରଧାନ ଶିକ୍ଷକ, ବଂଶୀଧର ଉଚ୍ଚ ବିଦ୍ୟାଳୟ), ଶ୍ରୀଯୁକ୍ତ ଟଙ୍କଧର ପଟେଲ (ପ୍ରଧାନ ଶିକ୍ଷକ, କିରାବାହାଲ ଉଚ୍ଚ ବିଦ୍ୟାଳୟ), ଶ୍ରୀଯୁକ୍ତ ଗୋପୀନାଥ ଦଣ୍ଡସେନା (ପ୍ରଧାନ ଶିକ୍ଷକ, ସେମୁଳିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ), ଶାନ୍ତନୁ କୁମାର ମେହେର (ଚିତ୍ରକବି) ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଏବଂ ସଫଳତା ଉଦେଶ୍ୟ ରେ ବକ୍ତବ୍ୟ ରଖିଥିଲେ l ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷା ଶ୍ରୀମତୀ ରିୟା ସୁନା ମଞ୍ଚାସିନା ଥିଲେ l ୨୦୨୪-୨୫ ବାର୍ଷିକ କ୍ରୀଡା ପ୍ରତିଯୋଗିତାର ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରିବା ସହ ୨୦୨୩-୨୪ ବର୍ଷ ରେ ବିଦ୍ୟାଳୟର ସର୍ବୋଚ୍ଚ ନମ୍ବର ରଖିଥିବା ବିଦ୍ୟାର୍ଥୀଙ୍କୁ ମାନପତ୍ର ସହିତ ପୁରସ୍କାର ପ୍ରଦାନ କରାଯାଇଥିଲା l ବିଦ୍ୟାଳୟର ଖେଳ ଶିକ୍ଷକ କଲ୍ୟାଣ ସେଠ୍ଙ୍କ ତତ୍ୱାବଧାନରେ ରାଜ୍ୟ ସ୍ତରୀୟ କ୍ରୀଡା ପ୍ରତିଯୋଗିତାକୁ ଉନ୍ନୀତ ହୋଇଥିବା ଅପସରା ପଧାନକୁ ମଧ୍ୟ ସମ୍ମାନିତ କରାଯାଇଥିଲା l ବାର୍ଷିକ ଉତ୍ସବ ରେ ସଭାକାର୍ଯ୍ୟକୁ ବିଦ୍ୟାଳୟର କଳା ଶିକ୍ଷକ ବିଦ୍ୟାଧର ସୁନା ପରିଚାଳନା କରିଥିଲେ ଏବଂ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଯଥ ପ୍ରଦୀପ କୁମାର ପ୍ରଧାନ, କୃଷ୍ଣ ଚନ୍ଦ୍ର ନାୟକ, ସ୍ନେହଲତା ସାହୁ, ଜିନ୍ମୟୀ ସାହୁ, ବନ ଜ୍ୟୋତି ବେହେରା ଏବଂ ଚିନ୍ମୟୀ ମେହେର ବାର୍ଷିକ ଉତ୍ସବ କୁ ସଫଳ କରିବା ପାଇଁ ପ୍ରଚେଷ୍ଟା ଜାରି ରଖିଥିଲେ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଶେଷରେ  ବିଦ୍ୟାଳୟର ନୂତନ ଭାବରେ ଯୋଗଦାନ କରିଥିବା ଶିକ୍ଷୟିତ୍ରୀ ବିଧ୍ୟପ୍ରଭା ନାଗ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026

You Might Also Like