-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||     

HOME   ଜିଲ୍ଲା

ଚାଷୀ ମାନଙ୍କ ସମସ୍ୟାକୁ ନେଇ ଚାଷୀ ସଂଗଠନ ଆନ୍ଦୋଳନ ପାଇଁ ଦେଲା ଚେତାବନୀ

29-Jan-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ବ୍ଲକ କୃଷକ ସଂଗଠନ ପକ୍ଷରୁ ଚାଷୀମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ଆଜି ଏକ ବିରାଟ ଚାଷୀ ସମାବେଶ ଅନୁଷ୍ଠିତ ହୋଇଯାଇଛି।ଉପଖଣ୍ଡ ବିଦ୍ୟୁତ ବିଭାଗୀୟ ଅଧିକାରୀ ସୋହେଲାଙ୍କୁ କନିଷ୍ଠ ଯନ୍ତ୍ରୀ ବିଦ୍ୟୁତ ବିଭାଗ ବିଜେପୁରଙ୍କ ଜରିଆରେ ୭ ଦଫା ସମ୍ବଳିତ ଦାବି ପତ୍ର ପ୍ରଦାନ କରିଛନ୍ତି। ବିଜେପୁର କୃଷକ ସଂଗଠନର ସଭାପତି ଶ୍ରୀଯୁକ୍ତ ସୁବାସ ପଧାନଙ୍କ ସଭାପତିତ୍ବରେ ଏକ ସଭା ଅନୁଷ୍ଠିତ ହୋଇଥିଲା।ସରକାର ରାଜ୍ୟରେ ଛତୁ ଫୁଟିଲା ଭଳି ଚାଷୀ ମାନଙ୍କୁ ଗଭୀର ନଳକୂପ ଯୋଗାଇ ଦେଇଛନ୍ତି ସତ ହେଲେ ଲୋ-ଭୋଲଟେଜ ସମସ୍ୟା କିଭଳି ଭାବେ ସମାଧାନ ହୋଇ ପାରିବ ସେ ନେଇ କୈାଣସି ପ୍ରକାରର ପଦକ୍ଷେପ ନନେବା ଦ୍ୱାରା ଆଜି ଲୋ-ଭୋଲଟେଜ ସମସ୍ୟାରେ ଚାଷୀ ଛନ୍ଦି ହୋଇ ଯାଇଛି।ଯଦି ଘର କରିବା ପୂର୍ବରୁ ଯଦି ଗୃହର ମୂଳଦୂଆ ଷ୍ଟ୍ରଙ୍ଗ ନାହିଁ ତେବେ ଘର କଲେ କଣ ହେବ ଘର ଅତି ଶିଘ୍ର ଭୁଷୁଡି ଯିବ,ଠିକ ସେମିତି ଯଦି ସରକାର ଗଭୀର ନଳକୂପ ଯୋଗାଇ ଦେଇ ଚାଷୀଙ୍କୁ ଖୁସ୍ କରି ପାରିଲେ ତେବେ ଟ୍ରାସଫର୍ମର ଉପରେ ଯଦି ଆଗରୁ ଧ୍ୟାନ ଦେଇ ଥାଆନ୍ତେ ତେବେ ଆଜିକାର ପରିସ୍ଥିତିରେ ଚାଷୀ ଚାଷକାମ ଛାଡ଼ି ରାଜରାସ୍ତାକୁ ଓହ୍ଲାଇ ଦାବି ପତ୍ର ପ୍ରଦାନ କରି ନଥାନ୍ତା।ପ୍ରତ୍ୟେକ ରାଜନୈତିକ ଦଳ ଚାଷୀ ମାନଙ୍କୁ ନେଇ ଗର୍ବ କରିବା ଉଚିତ। ହେଲେ ସରକାର ନିର୍ବାଚନ ସମୟରେ ମିଥ୍ୟା ପ୍ରତିଶ୍ରୁତିରେ ଚାଷୀମାନଙ୍କୁ ଭୁଆଁ ବୁଲାଇ ପେ କାଳୀ ବଜାଇବା ପରେ ପ୍ରତିଶ୍ରୁତିର ଗାଇଡ ଲାଇନ ପରିବର୍ତ୍ତନ କରି ଚାଷୀ ମାନଙ୍କୁ ତାଙ୍କ ମୈାଳିକ ସୁବିଧା ସୁଯୋଗରୁ ବଞ୍ଚିତ କରୁଛନ୍ତି  ବୋଲି ରାଜବୋଡାସମ୍ବର କୃଷକ ସଂଗଠନ ପଦ୍ମପୁରରୁ ଆସିଥିବା ଚାଷୀ ନେତା ଶ୍ରୀଯୁକ୍ତ ଲିଙ୍ଗରାଜ ପ୍ରଧାନ ସରକାରଙ୍କ ଦୋମୁହାଁ ନିତିକୁ ବକ୍ତବ୍ୟ ମାଧ୍ୟମରେ ପଦାରେ ପକାଇ ଦେଇଛନ୍ତି। ଏହି ସଭାରେ ଅନ୍ୟମାନଙ୍କ ମଧ୍ୟରେ ଚାଷୀ ନେତା ରତିକାନ୍ତ ବାରିକ,ରବି ପଧାନ,ଲୋକେସ ସାହୁ, ସାମନ୍ତ ଚନ୍ଦ୍ର ସାହୁ, ବିନୋଦ ଚୈାଧୁରୀ ପ୍ରମୁଖ ଚାଷୀମାନଙ୍କ ସମସ୍ୟା ଉପରେ ମତବ୍ୟକ୍ତ କରିଥିଲେ।ସାତଦଫା ଦାବି ଗୁଡିକ ହେଲା, ଗଭୀର ନଳକୂପ ପ୍ରତି ବାର୍ଷିକ ଦେୟ ଟ୪୦୦୦ଙ୍କାରେ ସିମୀତ କରାଯାଉ, ସ୍ମାର୍ଟ ମିଟର ଉଚ୍ଛେଦ କରାଯାଉ, ପାୱାର କଟ୍ ବନ୍ଦ କରାଯାଉ,ଲୋ-ଭୋଲଟେଜ ସମସ୍ୟା ଦୂର କରାଯାଉ,ଖରାପ ହୋଇ ପଡିରହିଥିବା ଟ୍ରାନ୍ସଫର୍ମର ଗୁଡିକ ୨୪ ଘଣ୍ଟା ମଧ୍ୟରେ ମରାମତି କରାଯାଉ, ବକେୟା ବିଲ ପାଇଁ ବାଧ୍ୟତା ମୂଳକ କରା ନଯାଉ,ଚାଷବାସ ଚାଲିଥିବା ସମୟରେ ବିଦ୍ୟୁତ ବିଚ୍ଛିନ୍ନ ସମ୍ପୂର୍ଣ୍ଣ ବନ୍ଦ କରାଯାଉ । ଦାବି ଗୁଡିକୁ ବିଚାର କରି ଯଦି ୧୫ ଦିନ ମଧ୍ୟରେ ସମାଧାନ କରା ନଯାଏ, ତେବେ ଆଗାମୀ ଦିନରେ ଆନ୍ଦୋଳନ ତିବ୍ରତର ହେବ ବୋଲି ଦାବି ପତ୍ରରେ ଉଲ୍ଲେଖ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026

You Might Also Like