-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ପୁଷ୍ପଗିରି ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

29-Jan-2025



ବରୀ : ଶିକ୍ଷିତ ମଣିଷଟିଏ ହେବା ଅପେକ୍ଷା ଭଲ ମଣିଷଟିଏ ହେବା ପାଇଁ ପୁଷ୍ପଗିରି ସରକାରୀ ଉଚ୍ଚ ବିଦ୍ୟାଳୟର ବାଷିକ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନ ଭୁବନେଶ୍ୱରର ନିର୍ଦ୍ଦେଶକ ଡ ଯଶୋବନ୍ତ ଜେନା ଛାତ୍ରଛାତ୍ରୀ ମାନଙ୍କୁ ପରାର୍ମଶ ଦେଇଛନ୍ତି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଭେନ୍ଦୁ କୁମାର ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବାର୍ଷିକ ଉତ୍ସବରେ ଡ଼ ଯଶୋବନ୍ତ ଜେନା ଉଦ୍‌ଘାଟକ ଭାବେ ଯୋଗ ଦେଇ ଉତ୍ସବକୁ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍‌ଘାଟନ କରିଥିଲେ । ମୁଖ୍ୟବକ୍ତା ଭାବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଭାଗ୍ୟଧର ସାହୁ, ସମ୍ମାନିତ ଅତିଥି ଭାବେ ଡାକ୍ତର ଜ୍ୟୋସ୍ନା ରାଣୀ ଜେନା, ପରିଚାଳନା କମିଟିର ଉପଦେଷ୍ଟା ତଥା ବରିଷ୍ଠ ଅର୍ଥନୀତିଜ୍ଞ କିଶୋର ଚନ୍ଦ୍ର ଜେନା, ଅନ୍ୟତମ ଅତିଥି ଭାବେ ପଞ୍ଚଶଖା ଶିକ୍ଷା ସେତୁ କମିଟିର ସଭାପତି ବ୍ରହ୍ମାନନ୍ଦ ଜେନା, ପୁର୍ବତନ ସରପଞ୍ଚ ଇନ୍ଦ୍ରମଣି ପରିଡା ପ୍ରମୁଖ ଯୋଗଦେଇ ପାଠ ପଢିବା ସାଙ୍ଗକୁ ଭଲ ମଣିଷଟିଏ ହେବା ପାଇଁ ପିଲାମାନେ ଏଇ ବୟସରୁ ଲକ୍ଷ୍ୟ ରଖିବା ଉଚିତ। ବଡ ଘରେ ରହିଲେ କିମ୍ବା ଚାକଚକ୍ୟ ପରିବେଶ ଭିତରେ ରହିଲେ ଯେ କେବଳ ଛାତ୍ରଟିଏ ଉପଯୁକ୍ତ ଶିକ୍ଷା ଲାଭ କରିପାରିବ ସେ କଥା ନୁହେଁ ବରଂ ଉଚ୍ଚ ହେବା ପାଇଁ ମାନସିକତା ରହିଲେ ପଙ୍କରୁ ପଦ୍ମ ଫୁଟିଲା ପରି ଗାଁ ଗହଳିରୁ ମଧ୍ୟ ବିଶ୍ୱରେ ପରିଚିତ ହେବାରେ କୌଣସି ଅସୁବିଧା ରହିବ ନାହିଁ ବୋଲି ଅତିଥିମାନେ ମତପ୍ରକାଶ କରିଥିଲେ। ଅବସରପ୍ରାପ୍ତ ସଂସ୍କୃତ ଶିକ୍ଷକ ଶମ୍ଭୁନାଥ ତ୍ରିପାଠୀ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ଶିକ୍ଷୟତ୍ରୀ ସୁଶ୍ରୀ ସଙ୍ଗୀତା ମହାପାତ୍ର ବିବରଣୀ ପାଠ କରିଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପାରମ୍ଭିକ ନୃତ୍ୟ ସଂଗୀତ ପରିବେଷଣ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିଲା । ପ୍ରାରମ୍ଭରେ ଅତିଥିମାନେ ବିଦ୍ୟାଳୟ ପରିସରରେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଉତ୍କଳମଣୀ ଗୋପବନ୍ଧୁ ଦାସ ଓ ଶିକ୍ଷା ଅନୁରାଗି ସ୍ବର୍ଗତ ନବଘନ ଜେନାଙ୍କ ପ୍ରତିମୃର୍ତ୍ତୀରେ ପୁଷ୍ପ ମାଲ୍ୟ ଅର୍ପଣ କରିଥିଲେ । ବିଭିନ୍ନ କ୍ଷେତ୍ରରେ ମେଧା ତାଲିକାର ଶୀର୍ଷରେ ଥିବା ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ସ୍ୱର୍ଗତ ଡାକ୍ତର ରବିନ୍ଦ୍ରନାଥ ଜେନା ଓ ଡାକ୍ତର ଜ୍ୟୋତ୍ସ୍ନାରାଣୀ ଜେନାଙ୍କ ଦ୍ୱାରା ପ୍ରଦତ୍ତ ଅର୍ଥରାଶିରୁ ଜୟରାମ ଜେନା ଓ ଗୋଲଖ ଜେନା ମେଧା ସମ୍ମାନ ପ୍ରଦାନ କରାଯାଇଥିଲା । ଶେଷରେ ବାର୍ଷିକ କ୍ରୀଡା ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ, କର୍ମଚାରୀ, ପରିଚାଳନା କମିଟି ସଦସ୍ୟ ଓ ଛାତ୍ରଛାତ୍ରୀ ମାନେ ସହଯୋଗ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପାରମ୍ଭିକ ନୃତ୍ୟ ସଂଗୀତ ପରିବେଷଣ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିଲା।

(ରିପୋର୍ଟ: ରଞ୍ଜିତ ମହାନ୍ତି)


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like