-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ପ୍ରଧାନଶିକ୍ଷକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା

29-Jan-2025



ବୌଦ୍ଧ/ହରଭଙ୍ଗା(ଦେବବ୍ରତ ଦାଶ ଙ୍କ ରିପୋର୍ଟ)- ଆଜି କରଞ୍ଜକଟା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ସୁଧାକର ଜେଠି ମହୋଦୟ ଙ୍କୁ ବର୍ତ୍ତମାନ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରଂଜିତ ନାଏକ ଙ୍କ ବଳିଷ୍ଠ ତତ୍ୱାବଧାନରେ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା, ଏହି ସଭାରେ ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ଜୟନ୍ତ କୁ ବେହେରା ଙ୍କ ସହିତ ସମସ୍ତ ସଦସ୍ୟ ସଦସ୍ୟା, ଅତିରିକ୍ତ ଗୋଷ୍ଠି ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅଖିଳ ପ୍ରଧାନ ଆଜ୍ଞା, ସ୍ଥାନୀୟ ସରପଞ୍ଚ ଶ୍ରୀଯୁକ୍ତ ନିହାର ରଞ୍ଜନ ଘୋଷ, କେନ୍ଦ୍ର ସଂଯୋଜକ ଶ୍ରୀଯୁକ୍ତ ହରମୋହନ ଦାନାୟକ, ସମୀପ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନଶିକ୍ଷୟିତ୍ରୀ ଶ୍ରୀଯୁକ୍ତା ରାଜେଶ୍ୱରୀ ସାମଲ ପୂର୍ବତନ ବିଦ୍ୟାଳୟ ପରିଚାଳନା କମିଟି ର ଦୁଇଜଣ ସଭାପତି ଏବଂ ଜଣେ ସମାଜ ସେବୀଙ୍କ ସହିତ ବିଦ୍ୟାଳୟର ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ,, ମଞ୍ଚ ସଭାପତି ରୂପେ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ନାଏକ ମଞ୍ଚ ପରିଚାଳନା କରିଥିବା ବେଳେ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ବୃନ୍ଦ ସ୍ୱାଗତ ଓ ବିଦାୟ କାଳୀନ ସଂଗୀତ କୁ ଗାନ କରିଥିଲେ, ଶିକ୍ଷୟିତ୍ରୀ ଶ୍ରୀଯୁକ୍ତା ରାମ୍ୟରେଖା ବେହେରା ମଞ୍ଚ ସଂଯୋଜନା ସହିତ ଧନ୍ୟବାଦ ପର୍ବ କୁ ଅର୍ପଣ କରିଥିଲେ,, ଏହି ସଭାକୁ ସାଫଲ୍ୟମଣ୍ଡିତ କରିବାରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ପ୍ରଧାନଶିକ୍ଷକ ଶ୍ରୀ ନାଏକ କୃତଜ୍ଞତା ଜ୍ଞାପନ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like