-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ

29-Jan-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲା ଭଟଲି ବିଜୟା ଛକ ନିକଟରେ ମର୍ମନ୍ତୁଦ ସମର୍ମନ୍ତୁଦ ସଡକ  ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ଗତକାଲି ମଧ୍ୟରାତ୍ରିରେ ଚାରି ଜଣ ବ୍ୟକ୍ତି ଅମ୍ବାଭୋନା ପଟୁ ଓଡି ୧୭ ୩୪୭୯ ନମ୍ବର ବିଶିଷ୍ଟ ଏକ ବୋଲେରୋ ଗାଡ଼ିରେ ଆସୁଥିବା ବେଳେ ଭାରସାମ୍ୟ ହରାଇ ଗାଡି ଟି ରାସ୍ତା କଡରେ ଥିବା ଦୋକାନ ଗୃହର ପିଲାର୍ ରେ ଯୋର୍ ରେ ଧକ୍କା ହେବାପରେ ପାଖ ବିଦ୍ୟୁତ୍ ଖୁଣ୍ଟରେ ଧକ୍କା ହୋଇଥିଲା । ଗାଡ଼ି ଏତେ ତୀବ୍ର ଥିଲା ଯେ ଦୋକାନର ସଟର୍ , ପିଲାର୍ ସମେତ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗି ଯାଇଥିଲା । ଘଟଣା ସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ କିଛି ଲୋକ ପୋଲିସକୁ ଖବର ଦେବାପରେ ସେମାନଙ୍କୁ ଉଦ୍ଧାର କରି ଏମ୍ବୁଲାନ୍ସ ଜରିଆରେ ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ସେଠାରେ ଆଉ ଜଣକର ମୃତ୍ୟୁ ଘଟିଥିଲା ଏବଂ ଆଉ ଦୁଇଜଣ ଗୁରୁତର ଆହତ ହୋଇ ବରଗଡ଼ ଏକ ଘରୋଇ ଚିକିତ୍ସାଳୟରେ  ଚିକିତ୍ସିତ ହେଉଥିବା ଜଣାପଡିଛି। ଗାଡ଼ି ଚାଲକ ଏବଂ ଆଗରେ ବସିଥିବା ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ପଛ ପଟେ ବସିଥିବା ଦୁଇଜଣ ଆହତ ହୋଇଛନ୍ତି। ରାତିରେ ଘଟଣା ସ୍ଥଳରେ ଭଟଲି ପୋଲିସ ଅଧିକାରୀ ବିଭୁତି ଭୁଷଣ ଦଳେଇ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ମୃତ ବ୍ୟକ୍ତିମାନେ ହେଲେ ଅମ୍ବାଭୋନା ଥାନା ଅନ୍ତର୍ଗତ ହାତୀଖୋଜା ଗ୍ରାମର ବୁଲୁ ଓରଫ କେଶବ ପଧାନ(୨୧),  ସୋହେଲା ଥାନା ନଅଁଗା ଗ୍ରାମର ସୁଦାମ ବରିହା(୨୩) । ଲଖନପୁର ତିଲେଇମାଲର ସୁଧିର ଖମାରୀ ଓ ଭଟଲି ଥାନା ଅନ୍ତର୍ଗତ କହେନମୁଣ୍ଡା ଗ୍ରାମର ଫକୀର ଭୁଏ ଗୁରୁତର ଆହତ ହୋଇଛନ୍ତି। ଏବାବଦରେ ଭଟଲି ଥାନା କେଶ୍ ନମ୍ବର ୧୯ରେ ଭାରତୀୟ ନ୍ୟାୟ ସଂହିତା ୨୮୧, ୧୨୫(କ), ୧୦୬(୧) ଦଫାରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ଭଟଲି ଅଞ୍ଚଳରେ ବିଳମ୍ୱିତ ରାତି ପର୍ଯ୍ୟନ୍ତ ଅବୈଧ ନିଶାଦ୍ରବ୍ୟ କାରବାର ଅବାଧରେ ଚାଲୁ ରହିଥିବା ବେଳେ ଅବକାରୀ ବିଭାଗର ଦୃଷ୍ଟି ପଡୁନଥିବାରୁ ବାରମ୍ବାର ଏହିପରି ଧନଜୀବନ ହାନି ଘଟୁଥିବାର ନଜରକୁ ଆସୁଛି। ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେବେ ବୋଲି ଆଶା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like