-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ରିଷ୍ଟ୍ରକଚରୀଙ୍ଗ ପ୍ରତ୍ୟହାର ଦାବିରେ ଇ.ସି ସଂଘ ଘେରିଲେ ଜିଲ୍ଲାପାଳ କାର୍ଯ୍ୟାଳୟ

29-Jan-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-୧୩ ଫେବୃଆରୀ ରୁ ବିଧାନସଭା ସମ୍ମୁଖରେ ଅନିର୍ଦ୍ଧିଷ୍ଟ କଲା ପାଇଁ ଗଣ ଧାରଣା ଆହୁତ।
ବରଗଡ଼ ରେ ଓଡିଶା ସରକାରଙ୍କ ୨୦୨୫ ନୂତନ ବର୍ଷରେ ଲକ୍ଷ ଲକ୍ଷ ମିଶନ ଶକ୍ତି ଓ ଜୀବିକା ମିଶନ ଅଧୀନରେ କାର୍ଯ୍ୟରତ ସମସ୍ତ ଇ.ସି ଙ୍କୁ ରିଷ୍ଟ୍ରକଚରୀଙ୍ଗ ଆଳରେ ବାହାର କରିବା ପାଇଁ ଓଡିଶା ଜୀବିକା ମିଶନ ର ନିର୍ଦେଶକ ତଥା ସି ଇ ଓ ୮ ଜାନୁଆରୀ ରେ ନିର୍ଦେଶ ଦେବା ପରେ ୨୨ ଜାନୁଆରୀରେ ମିଶନ ଶକ୍ତି ସଚିବ ତଥା କମିଶନର ରାଜ୍ୟର ସମସ୍ତ ଇ.ସି କୁ ହଟାଇବା ପାଇଁ ଦେଇଥିବା ଗାଇଡଲାଇନ ପରେ ବରଗଡ଼ ଜିଲ୍ଲା ର ହଜାର ହଜାର ଇ.ସି ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରି ଇ.ସି ରିଷ୍ଟ୍ରକଚରୀଙ୍ଗ ପ୍ରତ୍ୟାହାର କରିବା ଶହ ସ୍ଥାୟୀ ନିଯୁକ୍ତି, ଭତ୍ତା ବୃଦ୍ଧି, ସେପ୍ଟେମ୍ବର ମାସରୁ ବକେୟା ଥିବା ଭତ୍ତା ପ୍ରଦାନ, ମିଶନ ଶକ୍ତିକୁ ଧ୍ୱଂସ କରିବା ପାଇଁ କମ୍ୟୁନିଟି ସପୋର୍ଟ ଷ୍ଟାଫକୁ ବର୍ଷାଧିକ କାଳ ଭତ୍ତା ନ ଦେଇ ଯେଉଁ ଅନ୍ୟାୟ କରାଯାଇଛି ତାହା ବନ୍ଦ କରି ତୁରନ୍ତ କମ୍ୟୁନିଟି ଷ୍ଟାଫଙ୍କ ବକେୟା ଭତ୍ତା ପ୍ରଦାନ ନିର୍ବାଚନ ପୂର୍ବରୁ ସରକାର ଦେଇଥିବା ପ୍ରତିଶୃତି ଅନୁସାରେ ମହିଳା ସ୍ୱୟଂ ସହାୟକ ଗୋଷ୍ଟିର ପ୍ରତ୍ୟେକ ସଦସ୍ୟ ଙ୍କୁ ମାସିକ ଏକ ହଜାର ଟଙ୍କାର ସଶକ୍ତି କରଣ ଭତ୍ତା ପ୍ରଦାନ ସମେତ ଭାରତୀୟ ଶ୍ରମ ସମ୍ମିଳନୀର ସୁପାରିସ ଅନୁସାରେ ସମସ୍ତ ଇ.ସି ଓ କମ୍ୟୁନିଟି ସପୋର୍ଟ ଷ୍ଟାଫ ଭଳି ସ୍କିମ ୱାର୍କରଙ୍କୁ ୱାର୍କର ମାନ୍ୟତା ଓ ଇପିଏଫ, ଇଏସଆଇ ସମେତ ବିଭିନ୍ନ ସାମାଜିକ ନିରାପତ୍ତା ପ୍ରଦାନ ପାଇଁ ୧୧ ଦଫା ସମ୍ମିଳିତ ଦାବିପତ୍ର ପ୍ରଦାନ କରାଯାଇଛି। ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁ ଦାବିପତ୍ର ଗ୍ରହଣ କରି ସରକାରଙ୍କ ନିକଟକୁ ପଠାଇବାର ପ୍ରତିଶୃତି ଦେଇଥିଲେ।
ଜିଲ୍ଲା ସଭାପତି, ନିଖିଳ ଓଡିଶା ଜୀବିକା ମିଶନ ପି.ସି ସଂଘର ଜିଲ୍ଲା ସଭାପତି ଶ୍ରୀମତୀ ଝରଣା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଉକ୍ତ ସଂଘର ରାଜ୍ୟ ସଭାପତି ଶ୍ରୀ ଜୟନ୍ତ ଦାସ, ବିଶିଷ୍ଟ କୃଷକ ନେତା ରମେଶ ମହାପାତ୍ର, ପ୍ରମୁଖ ଉଦବୋଧନ ଦେଇ ସରକାରଙ୍କ ରିଷ୍ଟ୍ରାଚରିଙ୍ଗ ପ୍ରକ୍ରିୟା ପ୍ରତ୍ୟାହାର ନକଲେ ୧୩ ଫେବୃଆରୀରୁ ଆରମ୍ଭ ହେଉଥିବା ବଜେଟ ଅଧିବେଶନ ସମୟରେ ଜିଲ୍ଲାର ପ୍ରତ୍ୟେକ ଇ.ସି ଭଉଣୀ ଅନିର୍ଦ୍ଧିଷ୍ଟ କାଳୀନ ଧାରଣାରେ ଯୋଗ ଦେବା ପାଇଁ ଆହ୍ବାନ ଦେଇଥିଲେ। ପ୍ରଥମେ ମିଶନ ଶକ୍ତି କାର୍ଯ୍ୟାଳୟରୁ ବିରାଟ ଶୋଭାଯାତ୍ରାରେ ଆସି ଜିଲ୍ଲାପାଳ କାର୍ଯ୍ୟାଳୟରେ ନିଖିଳ ଓଡିଶା ଜୀବିକା ମିଶନର ଇ.ସି ସଂଘର ଶ୍ରୀମତୀ ସତ୍ୟଭାମା ରଥ, ତପସ୍ୱିନୀ ଭୋଇ, ପୁଷ୍ପାଞ୍ଜଳୀ ଭୋଇ, କୁନ୍ତୀ ପଧାନ, ଆଦ୍ୟାଶା ସାହୁ, ସୁବାସିନୀ ସାହୁ, ଲକ୍ଷ୍ମୀ ପ୍ରିୟା ବିଶ୍ୱାଳ, ରଞ୍ଜୁ ନାୟକ,ବିନା ବାରିକ, ନିରୁ ସାହୁ, ଜ୍ୟୋତି ପଧାନ, ଚମ୍ପା ବାରିକ, ଟିକେଶ୍ବରୀ ପାତ୍ର, ଦୀପିକା ଭୋଇ ସମେତ ଅମିତାଭ ପାତ୍ର ଏବଂ ସୁରେଶ ନିକେଣ୍ଟି,ବୀରବଳ ମହାକୁଡ଼ ସାହାଯ୍ୟ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like