-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ରାଜ୍ୟ

ଭୋକିଲା ମାଙ୍କଡଙ୍କୁ ଖାଦ୍ୟ ଯୋଗାଇଲେ ସମାଜସେବୀ

29-Jan-2025



 ବିନିକା(ହିମାଂଶୁ ଶେଖର ପୁଟେଲ): ଧୀରେଧୀରେ ଜଙ୍ଗଲ ପଦା ହେବାକୁ ବସିଲାଣି । ଜଙ୍ଗଲ ବିଭାଗର ଅପାରଗତା ଯୋଗୁଁ ସୁରକ୍ଷା ବିହୀନ ହୋଇ ପଡ଼ିଛି ବିନିକା ଅଞ୍ଚଳରେ ଥିବା ପ୍ରମୁଖ ବନ୍ୟ ଜଙ୍ଗଲ ଗୁଡ଼ିକ । କିଏ ଜଙ୍ଗଲରେ ନିଆଁ ଲଗାଇ ଦେଉଛି ତ ଆଉ କିଏ ଅବାଧରେ ପଶୁ ପକ୍ଷୀ ଶିକାର କରୁଥିବା ଅଭିଯୋଗ ହେଉଛି ।ଯାହା ଫଳରେ ଖାଦ୍ୟ ନପାଇ ବନ୍ୟ ଜନ୍ତୁ ଗାଁ ଓ ସହର ମୁହାଁ ହେଉଥିବା ଦେଖିବାକୁ ମିଳୁଛି।ସତ୍ୟ ଯୁଗରେ ମହାପ୍ରଭୁ ଶ୍ରୀ ରାମଚନ୍ଦ୍ର ଙ୍କ ଭକ୍ତ ବୋଲି କୁହା ଯାଉଥିବା ହନୁମାନଙ୍କ ପଲ ଜଙ୍ଗଲରେ ଖାଦ୍ୟ ନପାଇ ଗାଁ ଓ ସହରରେ ବିଶେଷ ଭାବରେ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଛି।ଖାଦ୍ୟ ଅନ୍ବେଷଣରେ ଚାଲି ଆସୁଥିବା ଏହି ହନୁ ମାଙ୍କଡ ପଲ ଦଳ ଦଳ ହୋଇ ଏ ଘରରୁ ସେ ଘର ଡ଼ିଆଁ ମାରୁଛନ୍ତି ।ଫଳରେ କେତେକଙ୍କ ଘର ଭାଙ୍ଗି ଯାଇଛି ।ପୁଣି ମାଙ୍କଡ ପଲ ବାଡ଼ିରେ ପଶି ପନିପରିବା ଚାଷ ଖାଇ ଯାଉଛନ୍ତି ।ଏପରିକି ମାଙ୍କଡ ପଲ ଧା ଧପଡ ରେ ବାଟୋଇ ମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଆଉ କେତେକ ଦୁର୍ଘଟଣାର ସମ୍ମୁଖୀନ ହେଉଥିବା ନଜିର ରହିଛି। ମଙ୍ଗଳବାର ଅପରାହ୍ନରେ ଏକ ଭୋକିଲା ମାଙ୍କଡ ପଲ ବିନିକା ସହର ମୁଖ୍ୟ ରାସ୍ତା ପାର ହୋଇ ମହୋତ୍ସବ କାର୍ଯ୍ୟାଳୟ ପାଖରେ ଘୁରି ବୁଲୁଥିଲେ। କିଏ ଖାଇବାକୁ ଦେଲେ  ଭୋକିଲା ପେଟ ପୁରନ୍ତା ବୋଲି ସେମାନେ ବୋଧେ ଭାବୁଥିଲେ। ସତକୁ ସତ ତାହା ହିଁ

ହେଲା । ମାଙ୍କଡ ମାନଙ୍କ ଭାବ ଦେଖି ସମାଜସେବୀ ତଥା ବିଜେଡି କାଉନସିଲର ବିଜୟ ବରାଇ ନିକଟ ଏକ ଦୋକାନରୁ ବିସ୍କୁଟ,କୁରକୁରି,ପାଉଁରୁଟି କିଣି ଆଣି ଖାଇବାକୁ ଦେଇଥିଲେ ।ମାଙ୍କଡ ପଲ ଖୁସି ମନରେ ଖାଇ ମୁଣ୍ଡିଆ ମାରି ଚାଲି ଯାଇ ଥିଲେ ।ବିଜୟଙ୍କ ଏପରି ସେବା ମନୋବୃତ୍ତିକୁ ନେଇ ଗୁଲାପଡ଼ା ବିଜେଡି କାଉନସିଲର ବୈରାଗୀ ପ୍ରଧାନ, ମହୋତ୍ସବ ସମ୍ପାଦକ ସମ୍ବିତ ନେପାକ, ଯୁବ ସ୍ଵେଚ୍ଛାସେବୀ ବିନୟ ମହାନ୍ତି,ଛାତ୍ର ସ୍ଵୟଂ ପ୍ରଭାସ ପୁଟେଲ ପ୍ରମୁଖ ପ୍ରଶଂସା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like