-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||     

HOME   ଜିଲ୍ଲା

ହଟକଟ ରେ ବହୁମୁଖୀ ପ୍ରତିଭା ପ୍ରତିଯୋଗିତା

13-Jan-2021



ପାଟଣାଗଡ଼ ( ଗୋରେଖନାଥ ବରିହା): ବେଳପଡା ବ୍ଲକ ଧୁମାଭଟା ଗ୍ରା:ପ:ଅନ୍ତର୍ଗତ ହଟକଟ ଗ୍ରାମ ସ୍ଥିତ ପ୍ରାଥମିକ ବିଦ୍ୟାଳୟ ଖେଳ ପଡିଆ  ଠାରେ ଡେରିଂ ୟୁଥ ସ୍ପୋର୍ଟ କ୍ଲବ ଆନୁକୂଲ୍ୟରେ ଦୁଇ ଦିନିଆ ଏକ ବହୁମୁଖୀ ପ୍ରତିଭା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଚିତ୍ରକଳା, ଖେଳ(ଦୌଡ଼, ଖୋକୋ, ପୁଚି, ଶୀଲୋଲାଇ,ଉଚ୍ଚ ଡିଆଁ, ଲମ୍ବ ଡିଆଁ, ମ୍ୟୁଜିକ ଚେୟାର), କୁଇଜ, ଡିବେଟ, ଗୀତ, ନୃତ୍ୟ ପ୍ରତିଯୋଗିତା ଅନୁଷ୍ଟିତ ହୋଇଥିଲା । ଏହି ପ୍ରତିଯୋଗିତାରେ ଗାଁ ତଥା ପଡୋଶୀ ଗାଁ ମାନଙ୍କରୁ ଛାତ୍ରଛାତ୍ରୀ ମାନେ ଯୋଗଦେଇ ଅଂଶ ଗ୍ରହଣ କରି ଭାଗ ନେଇଥିଲେ । ଏହି ପ୍ରତିଯୋଗିତାରେ ବିଚାରକମଣ୍ଡଳୀ ଭାବେ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଚୁଡାମଣି ନାଏକ, ଧରଣୀ ପଧାନ, ମହେନ୍ଦ୍ର ସାହୁ ଦାୟିତ୍ୱ ରେ ଥିଲେ । ଆଜିର ଏହି କାର୍ଯ୍ୟକ୍ରମ ରେ କୁମାରୀ ବ୍ରଜେଶ୍ୱରୀ ନାଗ ଙ୍କ ମଞ୍ଚ ସଂଯୋଜନା ରେ ମୁଖ୍ୟ ଅତିଥି ଭାବରେ ଗାଁ ର ଗନ୍ତିଆ ଶ୍ରୀଯୁକ୍ତ ଦୀନବନ୍ଧୁ ନାଗ ,ସମ୍ମାନିତ ଅତିଥି ଭାବରେ ସମାଜ ସେବୀ ଶ୍ରୀ ବନମାଳୀ ନାଏକ ,ସ୍ୱତନ୍ତ୍ର ଅତିଥି ଭାବରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଶ୍ରୀ ଜୟଦେବ ରଣା, ଅନ୍ତରାମ ଠାକୁର ଉପସ୍ଥିତ ରହି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିବା ସହ ଅନ୍ତର୍ନିହିତ ପ୍ରତିଭାକୁ ପ୍ରରିପ୍ରକାଶ କରିବା ଏପରି କାର୍ଯ୍ୟ କ୍ରମ ନିମନ୍ତ ଆବଶ୍ୟକ ରହିଛି ବୋଲି ମତବ୍ୟକ୍ତ କରିଥିଲେ । କାର୍ଯ୍ୟକ୍ରମ କୁ କମିଟି ର କିଶୋର, କ୍ଷୀରୋଦ୍ର, ରାଧାମୋହନ, ସୁଶାନ୍ତ, ବାଳକୁ, ବିକାଶ, ନରେଶ, ଭାସ୍କର, ରଞ୍ଜନ, ପ୍ରଶାନ୍ତ, କୁନା, ରୁନା, ସୁରେଶ ପ୍ରମୁଖ ସହଯୋଗ କରିଥିଲେ ଓ ଗାଁ ତଥା ପଡୋଶୀ ଗାଁ ମାନଙ୍କରୁ ଶତାଧିକ ଦର୍ଶକ ଉପସ୍ଥିତ ରହି ଉପଭୋଗ କରିବା ସହ ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026

You Might Also Like