-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟ ର ବାର୍ଷିକୋତ୍ସବ

29-Jan-2025



ବଲାଙ୍ଗୀର (ପ୍ରେରଣା ଖବର): ଚପମୁକ୍ତ ପାଠ ଆଜିର ସମୟରେ ଜରୁରି, ଜୀବନକୁ ହସି ଖେଳି ଅତିବାହିତ କରିବା ସହ ପ୍ରଫୁଲ୍ଲ ମନରେ ଶିକ୍ଷାନୁଷ୍ଠାନରେ ରହିବା, ଶୃଙ୍ଖଳିତ ଜୀବନଟିଏ ବଞ୍ଚି ସମାଜର ଉପଯୁକ୍ତ ନାଗରିକ ହେବା ବିଦ୍ୟାର୍ଥୀ ଜୀବନର ଶ୍ରେଷ୍ଠ ପରିଚୟ ହେବା ଉଚିତ୍ ବୋଲି ବକ୍ତାମାନେ ମତବ୍ୟକ୍ତ କରିଥିଲେ |
ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ,ବଲାଙ୍ଗିର ଠାରେ ଆଜି ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି    |ଅଧ୍ୟକ୍ଷ ପ୍ରଫେସର୍ ଘନଶ୍ୟାମ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ, ରସରାଜ ଅଚ୍ୟୁତ ପୁରୋହିତ ଯୋଗ ଦେଇ ଥିବାବେଳେ, ନାଟ୍ୟଭୁଷଣ ଜଗଦାନନ୍ଦ ମୁଖ୍ୟ ଅତିଥି ଭାବେ ଆମନ୍ତ୍ରିତ ହୋଇଥିଲେ |ଛାତ୍ର ଛାତ୍ରୀମାନଙ୍କ ଦ୍ଵାରା ପ୍ରଥମେ  ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିବା ବେଳେ, ପୂଜ୍ୟପୂଜା ହୋଇଥିଲା | ଛାତ୍ର ସଂସଦର ସହଯୋଗୀ ଉପସଭାପତି ଡ଼. ଅମୃତ ସିଂ ବରିହା ମହାବିଦ୍ୟାଳୟର ବାର୍ଷିକ ବିବରଣୀ ଉପସ୍ଥାପନ କରିଥିଲେ |ଅଧ୍ୟକ୍ଷ ପ୍ରଫେସର୍ ଘନଶ୍ୟାମ ବେହେରାଙ୍କ ବାର୍ଷିକ ଉତ୍ସବ ନିମନ୍ତେ ଛାତ୍ରଛାତ୍ରୀମାନଙ୍କ ପାଇଁ ନିଜର ଅଭିଭାଷଣ ପ୍ରଦାନ କରିଥିଲେ | ଡ଼. ଅଶୋକ କୁମାର ମହାରଣା, ମହାବିଦ୍ୟାଳୟର ବିଭିନ୍ନ ପ୍ରତିଯୋଗିତାର ପୁରସ୍କାର ବିତରଣ ସମାରୋହର ପରିଚାଳନା କରିଥିଲେ |ଏଥିରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟର ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା |ଅଧ୍ୟାପକ ହୃଷୀକେଶ ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ | ଡ଼. କୌତୁକ ପନ୍ଦର ମଞ୍ଚ ପରିଚାଳନା କରିଥିଲ |ଡ଼. ରମଣୀ ନାୟକ, ଡ଼. ମଧୁସ୍ମିତା ମିଶ୍ର, ବନ୍ଦନା ବାର୍, କମଳାକାନ୍ତ କରାଳି, ଡ଼. ସ୍ମୃତିରାଣୀ ବେଦବାକ, ଭବାନୀ ଶଙ୍କର ପଟେଲ୍, ମଚିନ ସାହୁ, ପୁରୁଷୋତ୍ତମ କିସାନ, ଇଶ୍ୱରୀ ଇପ୍ସିତା, ବିଶ୍ଵ ଭୂଷଣ ବିଶ୍ଵାଳ, ଆଶୀର୍ବାଦ ସାହୁ, ପଙ୍କଜ ଖମାରୀ,ନୀଳକଣ୍ଠ ନାଗ, ଡ଼. ଅଜିତ୍ ପୂଜାହାରି, ସ୍ୱୟଂପ୍ରଭା ମହାପାତ୍ର, ରୁବି ସାହୁ, ପଦ୍ମିନୀ ସାହୁ, ସାସ୍ଵତିକା ମହାପାତ୍ର, ରେଖା ବିଶ୍ଵାଳ, ଦିବ୍ୟା ମହାନ୍ତି, ସରୋଜ କୁମାର, ଜୟବିହାରି ବେଦବାକ,ହୃଷି ପଟେଲ , ତରୁଣ ନାଏକ, ଶ୍ରୀ ବୁଡେକ୍ ପ୍ରମୁଖ ସାହାଯ୍ୟ ସହଯୋଗ କରିଥିଲେ |ଏଥିରେ ଶତାଧିକ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026

You Might Also Like