-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ

29-Jan-2025



(ମନୋରଞ୍ଜନ ତ୍ରିପାଠୀ )ସୁବର୍ଣ୍ଣପୁର ଜିଲ୍ଲା ସଦର ପଂଚାୟତ ସମିତି ସମ୍ମିଳନୀ କକ୍ଷ ରେ ମହାତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଓ ପଞ୍ଚଦଶ ଅର୍ଥ ଆୟୋଗ ଅନୁଦାନ ର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି! ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁବର୍ଣ୍ଣପୁର ତଥା ଜନ ଶୁଣାଣି କମିଟି ର ଅଧକ୍ଷ ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝୀ, ସଦସ୍ୟ ଗୋବିନ୍ଦ ମହାରଣା, ଦିନନାଥ ବାଘ, ପଂଚାୟତ ସମିତି ଅଧକ୍ଷ ପ୍ରହଲ୍ଲାଦ ନାୟକ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୌମ୍ୟ ରଞ୍ଜନ ସ୍ୱାଇଁ,ଜିଲ୍ଲା ପରିଷଦ ସଭ୍ୟ ମଧୁସୂଦନ ଓତା ଯୋଗ ଦେଇ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ, ପ୍ରାରମ୍ଭ ରେ ଇଷ୍ଟଦେବୀ ସୁରେଶ୍ୱରୀ ଫୋଟଚିତ୍ର ରେ ମାଲ୍ୟାର୍ପଣ ପୂର୍ବକ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା,ବ୍ଲକ ର ମୋଟ 51 ଜଣ ଶହେଦିନ କାର୍ଯ୍ୟ ସମ୍ପୂର୍ଣ କରିଥିବା ଶ୍ରମିକ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ସଭା କୁ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ସୋନାଲି ଦାସ ପରିଚାଳନା କରିଥିବା ବେଳେ ବ୍ଲକ ସାମାଜିକ ସମୀକ୍ଷକ ସୁଦାମ ଗାଈଗରିଆ ଧନ୍ୟବାଦ ଅର୍ପଣ କରିଥିଲେ!ଏଥିରେ ବ୍ଲକ ର ଅଣ କୁଶଳୀ, ସମସ୍ତ ନିର୍ବାଚିତ ଜନ ପ୍ରତିନିଧି, ଗ୍ରାମ ସମ୍ବଳ କର୍ମୀ, ବନ ବିଭାଗ, ଉଦ୍ୟାନ ବିଭାଗ, ମୃତିକା ସରକ୍ଷଣ ବିଭାଗ ଅଧିକାରୀ ମାନେ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026

You Might Also Like