-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||     

HOME   ଜିଲ୍ଲା

କଳସ ଯାତ୍ରାରୁ ଆରମ୍ଭ ହେଲା ପାତାଳି ମହୋତ୍ସବ

29-Jan-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା ର କୋଟସମଲାଇ ସ୍ଥିତ ପାତାଳି ଶ୍ରୀକ୍ଷେତ୍ର ଠାରେ ୨୦ତମ ପାତାଳି ମହୋତ୍ସବ -୨୦୨୫ ପାଇଁ ଆଜି କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏଥିପାଇଁ ଆଜି ସକାଳେ ଶତାଧିକ ମହିଳା କୋଟସମଲାଇ ଗ୍ରାମ ରୁ ଜଳପୂର୍ଣ୍ଣ କଳସି ମୁଣ୍ଡରେ ବୋହି ପୂଜା ସ୍ଥଳୀ କୁ ଆଣି ସ୍ଥାପନ କରିଥିଲେ। ଆଜି ଅଧିବାସ ପରେ ଆସନ୍ତା କାଲି ଠାରୁ ୫୬ ପ୍ରହରୀ ନାମ ଯଜ୍ଞ,ଭାଗବତ ସପ୍ତାହ ପାରାୟଣ, ଘୃତ ଯଜ୍ଞ ସହ ଶ୍ରୀ ଜଗନ୍ନାଥଙ୍କ ଦୁର୍ଲଭ ବେଶ ଅନୁଷ୍ଠିତ ହେବ। ଏ ଅବସରରେ  ପ୍ରତ୍ୟେକ ଦିନ ସଂଧ୍ୟାରେ ଧର୍ମସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ। ବିଶେଷ କରି ଆସନ୍ତା ୧ତାରିଖ ରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପଦ୍ମ ମୁଖ ବେଶ ଅନୁଷ୍ଠିତ ହେବ ଓ ୬ତାରିଖ ରେ ପୂର୍ଣ୍ଣାହୁତି ହେବ। ପ୍ରତ୍ୟେକ ଦିନ ହଜାର ହଜାର ଶ୍ରଦ୍ଧାଳୁ ଙ୍କ ଜନସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ, ପୋଲିସ  ପ୍ରଶାସନ ଓ ପାତାଳି ଶ୍ରୀକ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026
  ଜିଲ୍ଲା  
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   01-May-2026
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026

You Might Also Like