-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ବିଲେଇସର୍ଡା ହାଇସ୍କୁଲର ବାର୍ଷିକୋତ୍ସବ ଉଦଯାପିତ;  "ସମୟାନୁବର୍ତ୍ତିତା ଜୀବନକୁ ସୁଖମୟ କରିଥାଏ"

29-Jan-2025



ବଲାଙ୍ଗୀର(ପ୍ରେରଣାଖବର): ପୁଇଁତଳା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ଜବାହାରଲାଲ ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ ଉଦଯାପିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍ବାଧିନ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଘାଟନୀ ସଭାରେ ପୁଇଁତଳା ବ୍ଲକ ଚେୟାରମ୍ୟାନ ସରୋଜ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ର ଜୀବନରେ ସମୟାନୁବର୍ତ୍ତିତା ର ଯଥେଷ୍ଟ ମୂଲ୍ଯ ରହିଛି। ସମୟାନୁବର୍ତ୍ତିତା ଜୀବନକୁ

ସୁଖମୟ କରିଥାଏ। ସମୟର ସଦୁପଯୋଗ ନ କଲେ ବିକାଶର ଧାରା ବହୁ ପଛରେ ପଡିଯିବ ବୋଲି କହିବା ସହ ବିଦ୍ୟାଳୟର ଭିତ୍ତିଭୂମୀ ପାଇଁ ଆବଶ୍ୟକୀୟ ଅଭାବ ଗୁଡିକ ପୂରଣ କରିବାକୁ ପ୍ରତିଶୃତି ଦେଇଥିଲେ। ମୁଖ୍ୟବକ୍ତା ଭାବେ ଶିକ୍ଷାବିତ ଜଳେନ୍ଦ୍ର ସାହୁ ଯୋଗଦେଇ ଶୃଙ୍ଖଳିତ ସମାଜ ଜୀବନ ସୁସ୍ଥ ପରଂପରା ସୃଷ୍ଟି କରେ।ବିଦ୍ୟା ଅଭ୍ଯାସରେ ଶୃଙ୍ଖଳା ରକ୍ଷା ହେଲେ ଛାତ୍ର ଛାତ୍ରୀ ମାନେ କୃତିତ୍ବର ସହିତ ଉତ୍ତୀର୍ଣ୍ଣ ହୋଇଥାନ୍ତି ବୋଲି ନିଜ ବକ୍ତବ୍ଯ ରେ କହିଥିଲେ। ସରପଞ୍ଚ ସୁଶାନ୍ତ ଛତ୍ରିଆ, ଏସଏମସି ସଭାପତି ଚୈତନ୍ୟ ପଣ୍ଡା,ଆଲୁମିନୀ ସଭାପତି ଅନନ୍ତ ବିଶ୍ବାଳ,ସିଆରସିସି ସତ୍ଯ ସାହୁ ପ୍ରମୁଖ ଯୋଗଦେଇ ଛାତ୍ର ଛାତ୍ରୀମାନଙ୍କୁ ଶ୍ରେଣୀ ପାଠ୍ଯ ସହ ବାହ୍ଯ ଜ୍ଞାନ ଶିକ୍ଷା ଗ୍ରହଣ କରିବା ଉଚିତ ବୋଲି କହିଥିଲେ। ସ୍ଵାଗତ ନୃତ୍ଯ ପରେ ଶିକ୍ଷକ ପଂକଜ ମେହେର ବାର୍ଷିକ ବିବରଣୀ ପଠନ କରିଥିଲେ। ଛାତ୍ର ସାର୍ଥକ,ପ୍ରଜ୍ଞା, ପ୍ରିତି,ସୁନେନା,ଶିକ୍ଷକ ସୁଧାଂଶୁ ପଧାନ,ଶିକ୍ଷୟିତ୍ରୀ ପ୍ରତୀଶା ମିଶ୍ର 
କାର୍ଯ୍ୟକ୍ରମର ପରିଚାଳନା କରିଥିବା ବେଳେ ଧନ୍ୟବାଦ ଅର୍ପଣ କରିଥିଲେ ଶିକ୍ଷକ କାହ୍ନୁଚରଣ ଧରୁଆ। ଏହି ଅବସରରେ ଅତିଥିମାନଙ୍କ ଦ୍ବାରା ବିଦ୍ୟାଳୟ ତରଫରୁ "ଆମ ଲେଖା ଆମ ଚିତ୍ର" ପତ୍ରିକାକୁ ଉନ୍ମୋଚିତ କରାଯାଇଥିଲା। ଚଳିତବର୍ଷ ଶ୍ରେଷ୍ଠ ଛାତ୍ର ଭାବେ ଦଶମ ଶ୍ରେଣୀ ଛାତ୍ରୀ ପ୍ରତିଭା ପ୍ରଧାନଙ୍କୁ ଅନୁଷ୍ଠାନ

ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ସଂଜୀବ କୁମାର ମିଶ୍ରଙ୍କ ରଚନା ଓ ନିର୍ଦ୍ଦେଶନାରେ ପୌରାଣିକ ନାଟକ "ଅଲାଜୁଗିଆ ଭସ୍ମାସୁର" ଓ "କନ୍ଯାରତ୍ନ" ଏବଂ ନିରୋତ୍ତମା ବିଶ୍ବାଳଙ୍କ ନିର୍ଦ୍ଦେଶିତ ନାଟକ "ଅନାଥ" ଛାତ୍ର ଛାତ୍ରୀମାନଙ୍କ ଦ୍ବାରା ପରିବେଷଣ ହୋଇଥିଲା । ପୁରସ୍କାର ବିତରଣୀ କାର୍ଯ୍ଯକ୍ରମକୁ ପ୍ରଦୀପ ଦଣ୍ଡସେନା,ରଞ୍ଜିତ ମିଶ୍ର, ସୁଦାମ କୁମ୍ଭାର,ପ୍ରମୋଦ ପ୍ରଧାନ,ସୁଜିତ ଦେହୁରୀ,ସୁବାସିନୀ ସେଠୀ,ଅଶ୍ବିନୀ ମହାଲିଙ୍ଗ, ନିହାରିକା ପଧାନ,ସୁଷମା ମେହେର,ମୁରାରୀ ପର୍ଡିଆ,ରଶ୍ମିତା ନନ୍ଦ ପ୍ରମୁଖ ପରିଚାଳନା କରିଥିଲେ। ଦ୍ବିତୀୟ ଅଧିବେଶନରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like