-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

କୁଟାସିଂହାରେ ହନୁମାନ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବ କମିଟି ଗଠିତ

29-Jan-2025



ବଲାଙ୍ଗୀର:-ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ କୁଟାସିଂହା ପଂଚାୟତ କଣ୍ଟାପାଲି ଗ୍ରାମରେ ହନୁମାନ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବ ହେବାନେଇ କପିଳେଶ୍ୱର ଶିବ ମନ୍ଦିର ମଣ୍ଡପ (କଣ୍ଟାପାଲି) ଠାରେ ଏକ ଜରୁରକାଳୀନ ପ୍ରସ୍ତୁତି ବୈଠକ କମିଟିର ଆବାହକ ସାଧୁରାମ ଦେହେରି ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି।ଏହି ପ୍ରତିଷ୍ଠା ଉତ୍ସବ ଆସନ୍ତା ଏପ୍ରିଲ ୭ ତାରିଖ ରୁ ୧୧ ତାରିଖ ପର୍ଯ୍ୟନ୍ତ ୫ ଦିନ ବ୍ୟାପି ଅନୁଷ୍ଠିତ ହେବା ପାଇଁ  ବୈଠକରେ ସ୍ଥିର କରାଯାଇଛି।ମନ୍ଦିର ପ୍ରତିଷ୍ଠା ଉତ୍ସବ ରେ କଂସ ଦରବାର ସହ ବିଭିନ୍ନ ଜିଲ୍ଲା ର ସାଂସ୍କୃତିକ କାର୍ଯ୍ୟକ୍ରମ  କରିବା ପାଇଁ ସ୍ଥିର କରାଯାଇଛି।କଂସ ଦରବାର ପାଇଁ ବଲାଙ୍ଗୀର ଜିଲ୍ଲା ପୁଇଁତଳା ବ୍ଲକ ଠେଲକୋମୁଣ୍ଡା ଗ୍ରାମର ସାମ୍ବାଦିକ ରାଧେଶ୍ୟାମ ହାତୀଙ୍କୁ କଂସ ଭାବରେ ବରଣ କରାଯାଇଛି।ହନୁମାନ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଯୁବକ ଗୋଷ୍ଟି,ସାମାଜିକ କର୍ମୀ,ସାମ୍ବାଦିକ ଏକାଠି ହୋଇ କାର୍ଯ୍ୟକ୍ରମ କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ପ୍ରସ୍ତାବ ଗୃହୀତ ହୋଇଥିଲା।ଏଥିରେ କୁଟାସିଂହା ଗ୍ରାମ ପଞ୍ଚାୟତ ର ସରପଞ୍ଚ ଡିଗ୍ରୀ ମେହେର,ସନ୍ତୋଷ ବିଶି,ଗଦିରାମ ବେହେରା,ଦାମୋଦର ପଧାନ,ପ୍ରଦୀପ ପାତ୍ର,ମିଳନ ସରାଫ,ସଚିନ ସାହୁ,ରବିଚନ୍ଦ୍ର ନାଏକ ପ୍ରମୁଖ ଉପସ୍ଥିତଥିଲେ।ଶେଷରେ ପୂଜକ ଯୁଧିଷ୍ଠିର ଦେହେରି ଉପସ୍ଥିତ ସମସ୍ତ ସଭ୍ୟ/ସଭ୍ୟା ଙ୍କୁ ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026

You Might Also Like