-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ସ୍ପର୍ଶ କ୍ଲଷ୍ଟରୋଗ ସଚେତନତା ଅଭିଯାନର ଜିଲ୍ଲା ସ୍ତରୀୟ ସମନ୍ଵୟ କମିଟିର ବୈଠକ ଅନୁଷ୍ଠିତ

29-Jan-2025



ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାପାଳଙ୍କ ସମ୍ମିଳନି କକ୍ଷରେ ସ୍ପର୍ଶ କୁଷ୍ଟ ରୋଗ ସଚେତନା ଅଭିଯାନ ୨୦୨୫ର ଜିଲ୍ଲା ସ୍ତରୀୟ ସମନ୍ଵୟ କମିଟିର ବୈଠକ ଅତିରିକ୍ତ ଜିଲ୍ଲାପାଳ ଡ. ବିଜୟାନନ୍ଦ ସେଠୀଙ୍କ ଅଧକ୍ଷତାରେ ଅନୁଷ୍ଟିତ ହୋଇଯାଇଛି।ଏହି ବୈଠକରେ ଜିଲ୍ଲା ମୁଖ୍ୟ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା.ରମେଶ ଚନ୍ଦ୍ର ସାହୁ,ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା.ଦିବ୍ୟ କିଶୋର ପତି ଏଡ଼ି.ପି.ଏଚ.ଓ (ଭେକ୍ଟର ବାହିତ ରୋଗ ) ଡା.କୁବେର ଚନ୍ଦ୍ର ମହନ୍ତ, ଏଡି.ପି.ଏଚ.ଓ(ରୋଗ ନିୟନ୍ତ୍ରଣ)
ଡା. ନମିତା ମିଶ୍ର,ଏଡ଼ି.ପି.ଏଚ.ଓ(ପରିବାର କଲ୍ୟାଣ ଓ କୁଷ୍ଠ ନିୟନ୍ତ୍ରଣ)ଡା.ସୁଧା ବାର୍ଲା,ଜିଲ୍ଲା ପ୍ରକଳ୍ପ ପରିଚାଳକ,ଜାତୀୟ ସ୍ୱାସ୍ଥ୍ୟ ମିଶନ,ମୃତ୍ୟୁଞ୍ଜୟ ମୁଣ୍ଡ ଓ ଜିଲ୍ଲା ସ୍ତରୀୟ ଅନ୍ୟାନ ସମସ୍ତ ପଦାଧିକାରୀମାନେ ଯୋଗଦେଇଥିଲେ।କୁଷ୍ଠ ରୋଗ ନିରାକରଣ କାର୍ଯ୍ୟକ୍ରମ ଅନ୍ତର୍ଗତ ସମସ୍ତ ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ଅତିରିକ୍ତ ଜିଲ୍ଲାପାଳ ସମୀକ୍ଷା କରିଥିଲେ।କୁଷ୍ଠରୋଗ ସଚେତନତା ବୃଦ୍ଧି ନିମନ୍ତେ ଆସନ୍ତା ଜାନୁୟାରୀ ୩୦ ରୁ ୧୩ ତାରିଖ ପର୍ଯ୍ୟନ୍ତ ଜିଲ୍ଲା ସାରା ସ୍ପର୍ଶ କୁଷ୍ଠ ରୋଗ ସଚେତନତା ଅଭିଯାନ ଚାଲିବ।ଏଥିପାଇଁ ଅତିରିକ୍ତ ଜିଲ୍ଲାପାଳ,ଉପସ୍ଥିତ ଜିଲ୍ଲାର ଅନ୍ୟାନ ବିଭାଗର ଅଧିକାରୀ ମାନଙ୍କୁ ସ୍ବାସ୍ଥ୍ୟ ବିଭାଗକୁ ସହଯୋଗ କରିବାକୁ ନିର୍ଦେଶ ଦେଇଛନ୍ତି। ପ୍ରତ୍ୟେକ ଗାଁରେ କୁଷ୍ଠ ରୋଗ ସଚେତନତା କାର୍ଯ୍ୟକ୍ରମ କରାଯିବ। ଆଶା ଓ ଅଙ୍ଗନ ବାଡି କର୍ମୀ ଏ.ଏନ.ଏମ ସମସ୍ତେ ଏହି କାର୍ଯ୍ୟକ୍ରମ ରେ ସାମିଲ ହେବେ।ଜିଲ୍ଲାର ସମସ୍ତ ଗ୍ରାମ ପଂଚାୟତର ସରପଞ୍ଚ, ଜିଲ୍ଲାପରିଷଦ ସଭ୍ୟ ଓ ସଭ୍ୟା ତଥା ବଲାଙ୍ଗିର ପୌରପରିଷଦର ସମସ୍ତ କାଉନ୍ସିଲର,ଚେୟାରମ୍ୟାନ ଏହି କୁଷ୍ଠ ରୋଗ ସଚେତନତା ଅଭିଯାନରେ ସମିଲ ହେବାକୁ ଅନୁରୋଧ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like