-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||     

HOME   ଜିଲ୍ଲା

ଭାରତ ଦୂରସଂଚାର ନିଗମ ଘୋର ନିଦ୍ରାରେ, ସରକାରୀ କାର୍ଯ୍ୟା ଗୁଡିକ ଠପ୍

30-Jan-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ସହର ସ୍ଥିତ ସମସ୍ତ ସରକାରି କାର୍ଯ୍ୟାଳୟ ମାନଙ୍କରେ ଅନଲାଇନ ସିଷ୍ଟମ ରେ କାର୍ଯ୍ୟ ଗୁଡିକ ହେଉଥିବା ବେଳେ,ଦିର୍ଘ ୫ ଦିନ ହେଲା ଭାରତ ଦୂରସଂଚାର ନିଗମ ଦ୍ୱାରା ପରିଚାଳିତ ନେଟ ସିଷ୍ଟମ ଠପ୍ ହୋଇ ପଡ଼ିଯାଇଥିବା ଫଳରେ ଜନସାଧାରଣ ବହୁ ଅସୁବିଧାର ସମ୍ମୁଖିନ ହେଉଥିବା ହୃଦବୋଧ ହେଉଛି।ଏ ସମ୍ପର୍କରେ ବିଭିନ୍ନ ବିଭାଗରୁ ବିଏସଏନଏଲ ଉଚ୍ଚ ଅଧିକାରୀଙ୍କୁ ଅବଗତ କଲା ପରେ ମଧ୍ୟ ଅଧିକାରୀ ମହୋଦୟ ନିରବଦ୍ରଷ୍ଟା ହେବା  ଅତ୍ୟନ୍ତ ପରିତାପର ବିଷୟ ଅଟେ।ସରକାରଙ୍କ ବିଏସଏନଏଲ ବିଭାଗର ନେଟ ସିଷ୍ଟମ ଯଦି ଲୋକଙ୍କ ସମସ୍ୟାର ସମାଧାନ ଦିଗରେ ତତ୍ପରତା ଦେଖାଉ ନାହିଁ ତେବେ ଅନ୍ୟ ବିକଳ୍ପ ବାଛି ଆମ ଅଧୁରା କାମ କରାଯାଉ ବୋଲି ଜନସାଧାରଣ ଦାବି କରୁଥିବା ବେଳେ, ସରକାରଙ୍କ ପ୍ରତିବନ୍ଧକ ପାଇଁ ତାହା ସମ୍ଭବପର ନୁହେଁ ବୋଲି ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀ ମାନେ ଲୋକଙ୍କୁ ଜଣାଉଥିବା ଶୁଣାଯାଉଛି । ଏଣୁ ଦୟାକରି ବିଏସଏନଏଲ ବିଭାଗ କୁମ୍ଭକର୍ଣ୍ଣ ନିଦ୍ରାରୁ ଉଠି ବିଜେପୁର ଆଡ଼କୁ ଅନେଇବାକୁ ଜନସାଧାରଣରେ ପ୍ରବଳ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026

You Might Also Like