-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||     

HOME   ଜିଲ୍ଲା

ବିଇଓ ଅଫିସ କର୍ମଚାରୀଙ୍କ କାର୍ଯ୍ଯବନ୍ଦ ଆନ୍ଦୋଳନ

30-Jan-2025



ସିନାପାଲି (ଚିନ୍ତାମଣି ନେତାମ )
ଓଡ଼ିଶା ସରକାରଙ୍କ ବିଦ୍ଯାଳୟ ଓ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ଓଡ଼ିଶା ବିଦ୍ଯାଳୟ ଶିକ୍ଷା କାର୍ଯ୍ଯକ୍ରମ ପ୍ରାଧିକରଣରେ କାର୍ଯ୍ଯରତ ସମଗ୍ର ଶିକ୍ଷା ଯୋଜନାର ଗୋଷ୍ଠି ଶିକ୍ଷା କାର୍ଯ୍ଯଳୟର ହିସାବ ରକ୍ଷକ ଓ ଯୋଜନା ପରିଚାଳନା ସଂଯୋଜକଙ୍କ ମିଳିତ ସଂଘର ରାଜ୍ଯ ବ୍ଯାପି କାର୍ଯ୍ଯବନ୍ଦ ଆହ୍ୱାନରେ ଗତ ବୁଧବାର ଠାରୁ ସିନାପାଲି ବିଇଓ ଅଫିସରେ କାର୍ଯ୍ଯରତ ଉକ୍ତ ଶ୍ରେଣୀୟ କର୍ମଚାରୀ ମାନେ ମଧ୍ଯ କାର୍ଯ୍ଯବନ୍ଦ କରିଥିବା ଜଣାପଡ଼ିଛି ା ଫଳରେ ଦୈନନ୍ଦିନ ଅଫିସ ପରିଚାଳନାରେ ସମସ୍ଯା ଦେଖା ଦେଇଛି ା ରାଜ୍ଯ ସଂଘ ତରଫରୁ ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦ ସହ ସ୍ଥାୟୀ ନିଯୁକ୍ତି ପ୍ରଦାନ ପ୍ରମୁଖ ଦାବି ରହିଥିବା ବେଳେ ଦାବି ପୂରଣ ନହେଲେ ଆଗାମୀ ଶନିବାର ଦିନ ସଂଘ ତରଫରୁ ଭୁବନେଶ୍ୱର ଠାରେ ଧାରଣା ଦିଆ ଯିବାକୁ ସ୍ଥିର ହୋଇଥିବା ଜଶାପଡ଼ିଛି ା ଏ ସଂକ୍ରାନ୍ତରେ  ଏକ ଦାବିପତ୍ର ଗୋଷ୍ଠି ଶିକ୍ଷାଧିକାରୀ, ଜିଲ୍ଲା ଶିକ୍ଷାଧିକାରୀ, ଜିଲ୍ଲା ପ୍ରକଳ୍ପ ସଂଯୋଜକ ଓ ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଥିବା ଜଣାପଡ଼ିଛି ା ସିନାପାଲି ବିଇଓ ଅଫିସର ଏକାଉଣ୍ଟର ସନ୍ତୋଷ ବନ୍ଦିଚ୍ଛୋର, ଗୁପ୍ତେଶ୍ୱର ମାଝୀ ଓ ପ୍ଲାନିଙ୍ଗ କୋଅଡ଼ିନେଟର୍ ଶଙ୍କର୍ଷଣ ଦଣ୍ତସେନା ଏହି ଆନ୍ଦୋଳନରେ ସାମିଲ ଥିବା ଜଣାପଡ଼ିଛି ା


News Comment




Photo in News

Advertisment
Lastest News
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026

You Might Also Like