-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||     

HOME   ଦେଶ ବିଦେଶ

୫୦ ଦିନରେ କୃଷକ ଆନ୍ଦୋଳନ : ସୁପ୍ରିମକୋର୍ଟଙ୍କ କମିଟିକୁ ନାପସନ୍ଦ, ଲୋହରୀରେ ପୋଡିବେ କୃଷି ଆଇନ୍‌ର ଦସ୍ତାବିଜ୍

13-Jan-2021



ନୂଆଦିଲ୍ଲୀ, (ପ୍ରେରଣା ଖବର ବ୍ୟୁରୋ): ନୂତନ କୃଷି ଆଇନ୍‌ ଉପରେ ରୋକ ଲଗାଇଛନ୍ତି ସୁପ୍ରିମକୋର୍ଟ । ଏହାପରେ ବି କୃଷକମାନେ ନିଜ ଜିଦ୍‌ରେ ଅଟଳ ରହିଛନ୍ତି । ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗଠନ କରାଯାଇଥିବା କମିଟିକୁ ନେଇ ବିବାଦ ଆରମ୍ଭ ହୋଇଯଆଇଛି । କମିଟି ଗଠନ ହେବା ପରେ ବି କୃଷକମାନେ ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି ନେଇଛନ୍ତି!! ସେହିପରି ବୁଧବାର ଦିନ ଲୋହରୀ ଦିନ କୃଷକମାନେ କୃଷି ଆଇନ୍‌କୁ ନିଆଁରେ ପୋଡିବାକୁ ଘୋଷଣା କରିଛନ୍ତି । କେବଳ ଏତିକି ନୁହେଁ,କୃଷକମାନେ ଆସନ୍ତା ୨୬ତାରିଖ ଦିନ ଗଣତନ୍ତ୍ର ଦିବସରେ ଟ୍ରାକ୍ଟର ରାଲି କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି । ତେବେ ଏହି ଟ୍ରାକ୍ଟର ରାଲିକୁ ନେଇ ସୁପ୍ରିମକୋର୍ଟ ଆନ୍ଦୋଳନରତ କୃଷକମାନଙ୍କୁ ନୋଟିସ୍‌ ଜାରି କରିଛନ୍ତି!! ସେହିପରି କୃଷକ ସଂଗଠନମାନେ କହିଛନ୍ତି ଯେ, ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠନ କରାଯାଇଥିବା କମିଟି ଆଗରେ ଉପସ୍ଥିତ ହେବେ ନାହିଁ । ଗତକାଲି ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କ ପକ୍ଷରୁ ହୋଇଥିବା ୩ଟି ନୂତନ କୃଷି ଆଇନ୍‌ ଉପରେ ରୋକ ଲଗାଇଛନ୍ତି । ଯାହାକୁ କୃଷକମାନେ ସ୍ୱାଗତ କରିଛନ୍ତି । ତେବେ ତୁରନ୍ତ ଏହି ବିବାଦର ସମାଧାନ କରିବା ପାଇଁ ଏକ କମିଟି ଗଠନ କରିଯାଇଛି । ଯାହାକି କୃଷକ ଓ ସରକାରଙ୍କ ମଧ୍ୟରେ ସମାଧାନର ସୁତ୍ର ବାହାର କରିବେ । କିନ୍ତୁ ଚୟନ କରାଯାଇଥିବା କମିଟିର ସଦସ୍ୟମାନେ ସରକାରଙ୍କ ସମର୍ଥକ ବୋଲି କୃଷକମାନେ ଦାବି କରୁଛନ୍ତି । ତେଣୁ କମିଟିର ସ୍ୱଚ୍ଛତା ନେଇ ସନ୍ଦେହ ଆସୁଛି ବୋଲି କୃଷକମାନେ କହିଛନ୍ତି!!ଅନ୍ୟପଟେ ସୁପ୍ରିମକୋର୍ଟଙ୍କ ଦ୍ୱାରା ଚୟନ କରିଯାଇଥିବା କମିଟି ସଦସ୍ୟ କହିଛନ୍ତି ଯେ, ସୁପ୍ରିମକୋର୍ଟ କମିଟି ଗଠନ କରିଛନ୍ତି । କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ କମିଟି କାମ କରିବ , ଏବଂ ରିପୋର୍ଟ ମଧ୍ୟ କୋର୍ଟ ସମ୍ମୁଖରେ ରଖାଯିବ । ସୂଚନାଯୋଗ୍ୟ ଯେ, କେନ୍ଦ୍ର ସରକାରଙ୍କ ୩ଟି ନୂତନ କୃଷି ଆଇନକୁ ବିରୋଧ କରି ଅନେକ କୃଷକ ସଂଘଠନମାନେ ଆଲ୍ଦୋଳନ ଜାରି ରଖିଛନ୍ତି!! ଗତ ୫୦ଦିନ ଧରି ଦିଲ୍ଲୀ ସୀମାନେ ଆନ୍ଦୋଳନରେ ବସିରହିଛନ୍ତି କୃଷକ । ଦାବି ପୂରଣ ନହେବା ପର୍ଯ୍ୟନ୍ତ ଆନ୍ଦୋଳନରୁ ହଟିବୁ ନାହିଁ ବୋଲି କୃଷକ ସଂଗଠନ କହିସାରିଛନ୍ତି । ଏପରିକି କୃଷକ ଓ ସରକାରଙ୍କ ମଧ୍ୟରେ ୭ରୁ ଅଧିକ ଥର ବୈଠକ ବସିସାରିଲାଣି । କିନ୍ତୁ କୌଣସି ସୁଫଳ ମିଳିପାରୁନାହିଁ । ଶେଷରେ ସୁପ୍ରିମକୋର୍ଟ ନିଜର ସୁପ୍ରିମ ଫଇସଲା ଶୁଣାଇଛନ୍ତି । କୃଷି ଆଇନ୍‌ ଉପରେ ରୋକ ଲଗାଇଛନ୍ତି । ବିବାଦର ସମାଧାନ ପାଇଁ ଏକ କମିଟି ଗଠନ କରାଯାଇଛି!!


News Comment




Photo in News

Advertisment
Lastest News
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026

You Might Also Like