-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||     

HOME   ଜିଲ୍ଲା

ଗାନ୍ଧୀଜୀଙ୍କ ମହାପ୍ରୟାଣ ଦିବସ.. ଅହିଂସାମାର୍ଗ ହିଁ ବିଶ୍ୱରେ ଶାନ୍ତିପ୍ରତିଷ୍ଠା କରିପାରିବ

30-Jan-2025



ବଲାଙ୍ଗିର(ପ୍ରେରଣା ଖବର); ଆଜି ସ୍ଥାନୀୟ ଗାନ୍ଧୀଭବନ ସମ୍ମୁଖରେ ଥିବା ଗାନ୍ଧୀପ୍ରତିମୂର୍ତ୍ତିଠାରେ ମହାତ୍ମାଗାନ୍ଧୀଙ୍କ ମହାପ୍ରୟାଣ ଦିବସ ପାଳିତ ହୋଇଯାଇଛି । ଏଠାରେ ଥିବା ଗାନ୍ଦୀଜୀଙ୍କ ପ୍ରତିମୂର୍ତ୍ତିରେ ଦୀପପ୍ରଜ୍ୱଳନ ଓ ପୁଷ୍ପମାଲ୍ୟ ଅର୍ପଣ କରି ବଲାଙ୍ଗୀରର ବୁଦ୍ଧିଜୀବୀ ଓ ଗାନ୍ଧୀଭବନର ପାଠକଗଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଗାନ୍ଧୀସ୍ମୃତି କମିଟି ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆବାହକ ଯୁଧିଷ୍ଠିର ମେହେର ଙ୍କ ସଂଯୋଜନା କରିଥିବା ବେଳେ ବିଶିଷ୍ଠ ସୂଚନାଅଧିକାର କର୍ମୀ ହେମନ୍ତ କୁମାର ପଣ୍ଡା, ଶିକ୍ଷାବିଦ ସନାତନ ଠାକୁର ଓ ବରିଷ୍ଠ ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା ଗାନ୍ଧିଜୀଙ୍କ ଆଦର୍ଶର ସ୍ମୃତିଚାରଣ କରିଥିଲେ । ମହାତ୍ମାଗାନ୍ଧୀଙ୍କୁ ହତ୍ୟା କରାଗଲା କିନ୍ତୁ ତାଙ୍କ ଆହିସାଂ ରୂପକ ଆଦର୍ଶକୁ କେହି କେବେ ହତ୍ୟା କରିପାରିବେ ନାହିଁ । ଅହିଂସା ମାର୍ଗ ହିଁ ବିଶ୍ୱରେ ଶାନ୍ତିପ୍ରତିଷ୍ଠା କରିପାରିବ ବୋଲି ବକ୍ତାଗଣ ମତବ୍ୟକ୍ତ କରି ଥିଲେ । ଆଜି ସଂଗ୍ର ବିଶ୍ୱ ଯୁଦ୍ଧଖୋର ମନୋବୃତ୍ତିରେ ପରିଚାଳିତ ହେଉଥିବା ବେଳେ ଗାନ୍ଧୀଙ୍କ ଅହିଂସାର ପଥ ହିଁ ଏହାକୁ ପ୍ରଶମିତ କରିପାରିବ ବୋଲି ଆଲୋଚନା ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷାବିଦ ଗୋପଭୂଷଣ ନାଥ,ମନୋରଂଜନ  ପୁରୋହିତ, ଯଥା ବିଶ୍ୱାଳ, ଅରୁଣ ମିଶ୍ର, ଗାନ୍ଧୀଭବନର ପାଠକଗଣଙ୍କ ବହୁସଂଖ୍ୟାରେ ଯୁବକ/ଯୁବତୀଗଣ ଯୋଗଦେଇଥିଲେ । ଶେଷରେ ସାମ୍ବାଦିକ ବିଭୁକଲ୍ୟାଣ ଗଡତ୍ୟା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026

You Might Also Like