-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||     

HOME   ଜିଲ୍ଲା

ହରଭଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

30-Jan-2025




ସଲେଭଟା(ବିନୋଦ ଦୀପ): ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ୍ ଅନ୍ତର୍ଗତ ହରଭଙ୍ଗା ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପ୍ରଧାନଶିକ୍ଷକ ଦୁର୍ଯ୍ୟୋଧନ ପାଶୟତଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଆଗଲପୁର ବ୍ଲକ ଚେୟାରମ୍ୟାନ ଗୀତାଞ୍ଜଳୀ ଦାଶ ମୁଖ୍ୟଅତିଥି, ଡୁଡୁକା ବିଡ଼ିଓ  ମହାପାତ୍ର କୁଲଦୀପ ମହାନ୍ତି ମୁଖ୍ୟ ବକ୍ତା,  ଆଗଲପୁର ବିଇଓ ଶ୍ୟାମ ମେହେର, ସୋନପୁର ଜେଆରସିଓ ରବିଚନ୍ଦ୍ର ପଶାୟତ, ପ୍ରେରଣା ଖବର କାଗଜର ସମ୍ପାଦକ ରଘୁନନ୍ଦନ ସିଂହ,

ହରଭଙ୍ଗା ସ୍କୁଲ ପ୍ରାକ୍ତନ ପ୍ରଧାନଶିକ୍ଷକ ଅମର ସାହୁ, କମିଟି ଚେୟାରମେନ ବିପିନ ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ଛାତ୍ରଛାତ୍ରୀମାନେ ଭଲ ପାଠ ପଢିବା ସହ ଆବଶ୍ୟକୀୟ ଜୀବନ କୌଶଳ ଶିଖନ୍ତୁ ଓ  ଭଲ ମଣିଷ ହୁଅନ୍ତୁ ବୋଲି ଅତିଥି ବୃନ୍ଦ ଉପଦେଶ ଦେଇଥିଲେ। ପୂର୍ବରୁ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ବୃନ୍ଦ ଟ୍ରଫି ଓ ସାର୍ଟିଫିକେଟ ଦେଇ ପୁରସ୍କୃତ କରିଥିଲେ। ଛାତ୍ରୀ ଶୁଭ୍ରାନ୍ତି ସାହୁଙ୍କୁ ବେଷ୍ଟ ଡିସିତ୍ପ୍ଲିନ ଓ ଇତିଶ୍ରୀ ସାହୁଙ୍କୁ ଷ୍ଟୁଡେଣ୍ଟ୍ ଅଫ ଦ ଇୟର  ଭାବରେ ପୁରସ୍କୃତ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦିଲ୍ଲୀପ କୁମାର ଥାନାପତି, ରାଜକିଶୋର ମହାକୁର, ପିଙ୍କି କର୍ଣ୍ଣ, ମଣ୍ଟେଶ ସାହୁ, ଅଳକା ପଣ୍ଡା, ଧରିତ୍ରୀ ସାହୁ,

ଦଶରଥ ପଟେଲ, ଦୟାନନ୍ଦ ସାହୁ, ଗୁରୁବାରି ପଧାନ, ଜ୍ୟୋତିର୍ମୟ ମିଶ୍ର, ମୁରଲୀ ପଧାନ , ସିଆରସିସି ସଦାନନ୍ଦ ଭୁଏ, ଅନିରୁଦ୍ଧ ଭୋଇ, ବାବୁଲାଲ ସାହୁ, ନିରଞ୍ଜନ ସାହୁ ଏବଂ ସ୍କୁଲ ପରିଚାଳନା କମିଟି ର ସଭ୍ୟସଭ୍ୟା ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।  କାର୍ଯ୍ୟକ୍ରମକୁ ଶିକ୍ଷକ ଗୋବିନ୍ଦ ସାହୁ ସଂଯୋଜନା କରିଥିଲେ।  ଶିକ୍ଷକ ସୁଶାନ୍ତ ନନ୍ଦ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ। ପରିଶେଷରେ ଛାତ୍ରଛାତ୍ରୀ ମାନେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026

You Might Also Like