-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||     

HOME   ଜିଲ୍ଲା

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଚୟନ ପ୍ରକ୍ରିୟାରେ ପରିବର୍ତ୍ତନ; ପ୍ରଥମ ଥର ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ୨୦୨୫ ପାଇଁ ପୁସ୍ତକ ଆହ୍ବାନ

30-Jan-2025



ନୂଆଦିଲ୍ଲୀ(ପ୍ରେରଣା ଖବର): କେନ୍ଦ୍ର ସାହିତ୍ୟ ଏକାଡେମୀ ତରଫରୁ ପ୍ରତିବର୍ଷ ପ୍ରଦାନ କରାଯାଉଥିବା ଦେଶର ସବୁଠାରୁ ପ୍ରତିଷ୍ଠିତ ସାହିତ୍ୟ ପୁରସ୍କାରର ଚୟନ ପ୍ରକ୍ରିୟା ଏଥର ପରିବର୍ତ୍ତନ ହୋଇଛି। ଏହି ପୁରସ୍କାର ପାଇଁ ଚଳିତ ବର୍ଷ ପୁସ୍ତକ ଆହ୍ବାନ ବ୍ୟବସ୍ଥା ଆରମ୍ଭ କରାଯାଇଛି। ପ୍ରଥମ ଥର ୨୦୨୫ ବର୍ଷ ପାଇଁ ଏକାଡେମୀ ଦ୍ୱାରା ସ୍ୱୀକୃତିପ୍ରାପ୍ତ ୨୪ଟି ଭାରତୀୟ ଭାଷାରେ ପୁସ୍ତକ ଚୟନ କରିବା ପାଇଁ, ସାହିତ୍ୟ ଏକାଡେମୀ ସିଧାସଳଖ ଲେଖକ, ପ୍ରକାଶକ ଏବଂ ସେମାନଙ୍କ ଶୁଭେଚ୍ଛୁଙ୍କଠାରୁ ପୁସ୍ତକ ଆହ୍ବାନ କରିଛି। ଏ ସମ୍ପର୍କରେ କେନ୍ଦ୍ର ସାହିତ୍ୟ ଏକାଡେମୀର ସଚିବ ଡକ୍ଟର କେ. ଶ୍ରୀନିବାସରାଓ ସୂଚନା ଦେଇଛନ୍ତି ଯେ ପୁସ୍ତକ ଦାଖଲ କରିବାର ଶେଷ ତାରିଖ ହେଉଛି ୨୮ ଫେବୃଆରି ୨୦୨୫। ୨୦୨୫ ମସିହାର ପୁରସ୍କାର ପାଇଁ ୨୦୧୯ ରୁ ୨୦୨୩ (ଅର୍ଥାତ୍ ୧ ଜାନୁଆରି ୨୦୧୯ ରୁ ୩୧ ଡିସେମ୍ବର ୨୦୨୩) ମଧ୍ୟରେ ପ୍ରକାଶିତ ପୁସ୍ତକର ଏକ କପି ଏବଂ ଏକାଡେମୀର ୱେବସାଇଟ୍ www.sahitya-akademi.gov.in ରେ ଉପଲବ୍ଧ ଆବେଦନ ଫର୍ମ ସହିତ ବିଚାର ପାଇଁ ପଠାଯାଇପାରିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026

You Might Also Like