-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||     

HOME   ଜିଲ୍ଲା

କଣ୍ଟାମାଳ ଶିଶୁ ବିକାଶ ପ୍ରକଳ୍ପରେ ଅଦ୍ଵିକା କାର୍ଯ୍ୟକ୍ରମର ପ୍ରତିଭା ଅନ୍ବେଷଣ ଶିବିର

30-Jan-2025



କଣ୍ଟାମାଳ(ଜୟ କୁମାର ମହାରଣା): କିଶୋରୀ ବାଳିକାଙ୍କ ମଧ୍ୟରେ ଲୁକ୍କାୟିତ ଥିବା ପ୍ରତିଭାର ଅନ୍ବେଷଣ ପାଇଁ ଅଦ୍ଵିକା ଏକ ପ୍ରକୁଷ୍ଠ ମଞ୍ଚ ବୋଲି ଆଜି କଣ୍ଟାମାଳବ୍ଲକ ସାମନ୍ୱିତ ଶିଶୁ ବିକାଶ ଯୋଜନା ଆନୁକୂଲ୍ୟରେ ଆୟୋଜିତ ଅଦ୍ଵିକା ପ୍ରତିଭା ଅନ୍ବେଷଣ ଶିବିରରେ ଅତିଥି ମାନେ ମତବ୍ୟକ୍ତ କରିଛନ୍ତି l କଣ୍ଟାମାଳ ପଂଚାୟତ ଦେଉଳଡୁଙ୍ଗରି ଅଙ୍ଗନବାଡି କେନ୍ଦ୍ର ଠାରେ ଅନୁଷ୍ଠିତ ଅଦ୍ଵିକା କାର୍ଯ୍ୟକ୍ରମରେ ପ୍ରକଳ୍ପ ଅଧିକାରୀ

ପଙ୍କଜିନୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ପଂଚାୟତ ସମିତି ଆଧ୍ୟକ୍ଷା ସସ୍ମିତା ସେନାପତି, ସମ୍ମାନିତ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସାମି ଜୟଶ୍ରୀ ରେଡି, ସାମାଜିକ କର୍ମୀ ଦିବ୍ୟଶଙ୍କର ରାଉତ, ଅଧ୍ୟାପକ ସମୀର ମେହେର ଯୋଗଦେଇ  ବାଲ୍ୟବିବାହକୁ ନା - ପାଠ ପଢାକୁ ହଁ ର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ l ଅଦ୍ଵିକା କିଶୋରୀ ବାଳିକାଙ୍କ ସାମଗ୍ରିକ ବିକାଶ ଦିଗରେ କାର୍ଯ୍ୟ କରୁଥିବାରୁ ବାଳିକା ମାନେ ଏଥି ପ୍ରତି ଆଗ୍ରହ ପ୍ରକାଶ କରିଲେ ବିଦ୍ୟାଳୟରେ ପାଠ ତ୍ୟାଗୀଙ୍କ ସଂଖ୍ୟା ହ୍ରାସ ହୋଇପାରିବ ବୋଲି ମୁଖ୍ୟ ଅତିଥି ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ l ଏହି ଅବସରରେ ଆୟୋଜିତ ନୃତ୍ୟ ପ୍ରତିଯୋଗିତାରେ ଶିଖା ନାଗ (ପ୍ରଥମ), ପ୍ରିୟଙ୍କା ନାଗ (ଦ୍ଵିତୀୟ) ରୁପାଞ୍ଜଳି କୁଶଳ

(ତୃତୀୟ), ଚିତ୍ରାଙ୍କନ ପ୍ରତିଯୋଗିତାରେ ବି. ସୁନନ୍ଦା (ପ୍ରଥମ), ଶ୍ରୀୟା ପ୍ରିୟଦର୍ଶନୀ ପାତ୍ର (ଦ୍ଵିତୀୟ ), ବର୍ଷାରାଣୀ ହରିପାଳ (ତୃତୀୟ ) ଏବଂ ବକ୍ତ୍ତତା ପ୍ରତିଯୋଗିତାରେ ଝିଲି ରାଣୀ ବେହେରା (ପ୍ରଥମ), ସୁଭଦ୍ରା ବିଶି (ଦ୍ଵିତୀୟ ) ବର୍ଷା ଭୋଇ (ତୃତୀୟ) ସ୍ଥାନ ଅଧିକାର କରି ଅତିଥି ମାନଙ୍କ ଠାରୁ ପ୍ରମାଣପତ୍ର ଗ୍ରହଣ କରିଥିଲେ l ସମସ୍ତ କାର୍ଯ୍ୟକ୍ରମକୁ ପ୍ରକଳ୍ପ, ମିଶନ ଶକ୍ତିର ଅଧିକାରୀ, କର୍ମଚାରୀ, ଅଙ୍ଗନବାଡ଼ି କର୍ମୀ, କେନ୍ଦ୍ର ପରିଦର୍ଶିକା ମାନେ ପରିଚାଳନାରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026

You Might Also Like