-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||     

HOME   ଜିଲ୍ଲା

ଷ୍ଟେଟ ବିଜନେସ୍ ଆୱାର୍ଡ ୨୦୨୫

30-Jan-2025



ଭୁବନେଶ୍ବର (ପ୍ରେରଣା ଖବର): ନିର୍ବାଣ ଫାଉଣ୍ଡେସନ ଟ୍ରଷ୍ଟ ଏବଂ ଭରତ ମୋସନ ଇଭେଣ୍ଟସ ଦ୍ୱାରା ଦ୍ଵିତୀୟ ଷ୍ଟେଟ ବିଜିନେସ୍ ଆୱାର୍ଡ ଅନୁଷ୍ଠିତ ହୋଇଛି l ଏହି ଆୱାର୍ଡ ପର୍ବରେ ୨୫ ଜଣ ସଫଳ ଯୁବ ଉଦ୍ୟୋଗୀଙ୍କୁ ନିର୍ବାଣ ଫାଉଣ୍ଡେସନ ତରଫରୁ ସମ୍ମାନିତ କରାଯାଇଛି l ଏହି ପର୍ବରେ ସ୍ୱତନ୍ତ୍ର ଅତିଥିଭାବେ ପୂର୍ବତନ ବିଧାୟକ ଶ୍ରୀଯୁକ୍ତ ସୁରେଶ ରାଉତରାୟ, ପୂର୍ବତନ ସାଂସଦ ଶ୍ରୀଯୁକ୍ତ ପ୍ରସନ୍ନ ପାଟ୍ଟଶାଣୀ, ସମ୍ମାନିତ ଅତିଥିଭାବେ ଶ୍ରୀଯୁକ୍ତ ସୂର୍ଯ୍ୟକାନ୍ତ ବେହେରା, ମ୍ୟାନେଜିଂ ଡାଇରେକ୍ଟର ମେଘା ବିଲଡର, ଡଃ ଶୁଭାଶିଷ ଦାସ ମ୍ୟାନେଜିଂ

ଡାଇରେକ୍ଟର, ଆପୋଲୋ ଟ୍ରି ହୋଟେଲ, ଶ୍ରୀଯୁକ୍ତ ସଞ୍ଜୟ ଜେନା, ମ୍ୟାନେଜିଂ ଡାଇରେକ୍ଟର, ଭାରତ ଫୁଏଲ, ବୁସ୍ରା ଖାଁ, ମ୍ୟାନେଜିଂ ଡାଇରେକ୍ଟର, ବୁସ୍ରା ଖାଁ ପାରାଦ୍ୱୀପ ପରିବହନ ଲିମିଟେଡ଼ ପ୍ରମୁଖ ଯୋଗଦେଇଥିଲେ l ପର୍ବ ଆରମ୍ଭରେ ଅତିଥିବୃନ୍ଦଙ୍କୁ ଭରତ ପ୍ରଧାନ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ l ଓଡ଼ିଶାର ପ୍ରତିଷ୍ଠିତ ଯୁବ ଉଦ୍ୟୋଗୀ କିପରି ଆହୁରି ପାଦେ ଆଗେଇବେ ସେଥିପାଇଁ ତାଙ୍କୁ ପ୍ରୋତ୍ସାହିତ କରିବା  ଉଦ୍ଦେଶ୍ୟରେ ଏହି ସମ୍ମାନ ପ୍ରଦାନ କରାଯାଇଛି l ନିର୍ବାଣ ଫାଉଣ୍ଡେସନ ବିଜିନେସ୍ ଆୱାର୍ଡ ସହିତ ଅନେକ ସାମାଜିକ ଉପଯୋଗୀ କ୍ଷେତ୍ରରେ କାର୍ଯ୍ୟ କରିଥାଏ l ଗରିବ ଶ୍ରେଣୀର

ଛାତ୍ରଛାତ୍ରୀଙ୍କୁ ପାଠ ପଢା ପ୍ରତି ଆଗ୍ରହ ବଢାଇବା ପାଇଁ ବହି, ଖାତା, କଲମ, ପେନସିଲ ଇତ୍ୟାଦି ପ୍ରଦାନ କରାଯାଇଥିଲା l ୩୦ ଟି ଜିଲ୍ଲାର ଉଦ୍ୟୋଗୀ ମାନଙ୍କୁ ପ୍ରୋତ୍ସାହନ ଯୋଗାଇବା ପାଇଁ ନିର୍ବାଣ ଫାଉଣ୍ଡେସନ ପ୍ରଚେଷ୍ଟା କରିବ l ଏହି ଆୱାର୍ଡ ପର୍ବକୁ ଆରଜେ, ଭିଜେ କେପି ପରିଚାଳନା କରିଥିଲେ ଏବଂ ଏଥିରେ ବିଜିନେସ୍ ରେ କଣ ସବୁ ଚାଲେଞ୍ଜେସ୍ ରହୁଛି ସେହି ସମ୍ପର୍କୀୟ ଏକ ଆଲୋଚନା ଚକ୍ର ହୋଇଥିଲା l ଶେଷରେ ଭରତ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026

You Might Also Like