-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା ୯୯ ପ୍ରତିଶତ ଧାନ କ୍ରୟ କରି ସମଗ୍ର ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର

30-Jan-2025



ନୂଆପଡା:(ପ୍ରେରଣା)-ନୂଆପଡା ଜିଲ୍ଲାରେ  ଚଳିତ ୨୦୨୪-୨୫ ଖରିଫ ଋତୁରେ ୩୯ ଗୋଟି ସୋସାଇଟୀ  ମାଧ୍ୟମରେ ୪୬୩୪୬ ଜଣ ଚାଷୀ ଧାନ ବିକ୍ରି ପାଇଁ ପଞ୍ଜୀକୃତ ହୋଇଥିଲେ।  ସେମାନଙ୍କ ମଧ୍ୟରୁ ଏ ପର୍ଯ୍ୟନ୍ତ ୪୪୩୬୮  ଚାଷୀଙ୍କ ଠାରୁ ୨୨୮୯୪୦୧.୨୨କୁଇଣ୍ଟାଲ ଧାନ ସଂଗ୍ରହ କରାଯାଇଛି ଏବଂ ୪୪୧୧୭ ଚାଷୀଙ୍କୁ ୭୦୪.୯୧ କୋଟି ଟଙ୍କା ପ୍ରଦାନ କରାଯାଇଅଛି । ଚଳିତ ବର୍ଷ ଧାନ କିଣା ପ୍ରକ୍ରିୟାରେ ଜିଲ୍ଲାର ୩୧ ଗୋଟି ମିଲର୍ ଅଂଶ  ଗ୍ରହଣ କରିଥିଲେ ।ପ୍ରକାଶ ଥାଉ କି,ଗତ ୨୦୨୩ -୨୪ ଖରିଫ ଋତୁରେ  ଧାନ ବିକ୍ରି ପାଇଁ ୪୪୩୩୪ ଜଣ ଚାଷୀ ପଞ୍ଜୀକୃତ ହୋଇଥିଲେ ଏବଂ ୩୬୨୩୨ ଜଣ ଚାଷୀଙ୍କ ଠାରୁ ୧୭୮୭୬୮୯.୭୦  କୁଇଣ୍ଟାଲ ଧାନ ସଂଗ୍ରହ କରଯାଇଥିଲା। ବର୍ତ୍ତମାନ ସୁଦ୍ଧା ନିର୍ଦ୍ଧାରିତ ଧାର୍ଯ୍ୟ ଲକ୍ଷ ଏବଂ ଲକ୍ଷ ସାଧନ ହାରରେ ନୂଆପଡ଼ା ଜିଲ୍ଲା, ଓଡ଼ିଶା ରେ ଏକ ନମ୍ବର ସ୍ଥାନ ଅଧିକାର କରିଛି।ସୂଚନାଯୋଗ୍ୟ ଯେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲାର ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନେ  ଧାନ ସଂଗ୍ରହ ପ୍ରକ୍ରିୟାକୁ ତଦାରଖ କରିଥିଲେ।ଯୋଗାଣ ଅଧିକାରୀ ,ସମବାୟ ସମିତିର କର୍ମକର୍ତ୍ତା ଓ ଆର ଏମ ସି ଓ ମିଲର୍ ମାନଙ୍କ ପକ୍ଷରୁ କୃଷକ ମାନଙ୍କୁ ସମସ୍ତ ସହଯୋଗ ଯୋଗାଇ ଦେବାକୁ ଜିଲ୍ଲାପାଳ ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।ଜିଲ୍ଲାର କୃଷକ ମାନେ ଧାନ ବିକ୍ରି ସମୟରେ  ଯେପରି କୌଣସି ସମସ୍ୟାର ସମ୍ମୁଖୀନ ନ ହୁଅନ୍ତି ସେଥିପାଇଁ ଜିଲ୍ଲାପାଳ ଘନ ଘନ ମଣ୍ଡି ଗସ୍ତ କରୁଥିଲେ l ଜିଲ୍ଲା ଯୋଗାଣ ବିଭାଗ ଅଧିକାରୀ,ଡି ଆର ସି ଏସ,ଏ ଆର ସି ଏସ , ଆର୍ ଏମ୍ ସି ସମ୍ପାଦକ ଓ ଅନ୍ୟ କର୍ମଚାରୀ ମାନଙ୍କ କାର୍ଯ୍ୟାବଳୀ ବାରମ୍ବାର ସମୀକ୍ଷା  କରୁଥିଲେ। ସମସ୍ତ ମଣ୍ଡିରେ ବିଦ୍ୟୁତ୍ ସଂଯୋଗ ଓ ଶୌଚାଳୟ ବ୍ୟବସ୍ଥା କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ l ଶାନ୍ତି ଶୃଙ୍ଖଳାରେ ଧାନ କ୍ରୟ ପ୍ରାୟତ ସରି ଆସିଥିବାରୁ ଜିଲ୍ଲାପାଳ ସଂପୃକ୍ତ ସମସ୍ତ ଅଧିକାରୀ , କୃଷକ ଏଵଂ ମିଲର୍ ମାନଙ୍କୁ ଧନ୍ୟବାଦ୍ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026

You Might Also Like