-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ତେଜଙ୍ଗ କ୍ଳଷ୍ଟର ସ୍ତରୀୟ ନିପୁଣ ମେଳା ଅନୁଷ୍ଠିତ

30-Jan-2025



ବରପାଲି (ସୁଦାମ ଦୀପ) ବରପାଲି ବ୍ଳକ ତେଜଙ୍ଗ କ୍ଳଷ୍ଟର ସ୍ତରୀୟ ନିପୁଣ ମେଳା ଅନୁଷ୍ଠିତ ହୋଇଯାଇଛି। ରକ୍ସା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ତେଜଙ୍ଗ ସାଧନ କେନ୍ଦ୍ର ସ୍ତରୀୟ ନିପୁଣ ମେଳା ସିଆର୍‌ସିସି ସଞ୍ଜୟ କୁମାର ସାହୁଙ୍କ ତତ୍ତ୍ଵlବଧାନରେ ଆୟୋଜିତ ହୋଇଥିଲା ।  ମେଳାରେ ମୂଖ୍ୟଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ରିନା ଥଇତ ଯୋଗ  ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବ୍ଲକ୍ ଶିକ୍ଷାଧିକାରୀ ମୁକୁନ୍ଦ ମହରା, ତିଲେଇମାଲ ପଞ୍ଚାୟତ୍  ସରପଞ୍ଚ ସରୋଜିନୀ ମିଶ୍ର ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ ଶିକ୍ଷକ ଗଗନ ବେହେରା, ବରପାଲି ଏନଏସି ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ମନୋଜ ବାରିକ, ସରକାରୀ ଉଚ୍ଚ ବିଦ୍ୟାଳୟ ତେଜଙ୍ଗ ପ୍ରଧାନ ଶିକ୍ଷୟିତ୍ରୀ ପ୍ରତିଭା ମିଶ୍ର ବିଦ୍ୟାଳୟ ଚେୟlରମେନ ସଞ୍ଜୟ ବୁଦ୍ଧିଆ, ସରକାରୀ ପ୍ରାଥମିକ ବିଦ୍ୟାଳୟ ତୁଲଣ୍ଡି  ସହକାରୀ ଶିକ୍ଷକ ବାଳମକୁନ୍ଦ ଦୀପ ପ୍ରମୁଖ ଯୋଗ ଦେଇଥିଲେ। ବ୍ଳକ ଅଧ୍ଯକ୍ଷା ଶ୍ରୀମତି ଥଇତ ଆନୁଷ୍ଠାନିକ ଭାବେ ମେଳା କାର୍ଯ୍ଯକ୍ରମକୁ ଉଦଘାଟନ କରିଥିଲେ। ଅତିଥି ମାନେ ମେଳାରେ ପ୍ରଦର୍ଶିତ ପଠନ ସାମଗ୍ରୀ ପରିଦର୍ଶନ କରିବା ସହ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ଏହି ଅବସରରେ ବ୍ଲକ ଶିକ୍ଷାଧିକାରୀ ମାହାରା ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନର ଉଦ୍ଦେଶ୍ୟ ଉପରେ ପ୍ରାଞ୍ଜଳ ଭାବରେ ବୁଝାଇଥିଲେ। ତେଜଙ୍ଗ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ମିଶ୍ର ଅଭିଭାବକ ମାନଙ୍କୁ ନିପୁଣ ମେଳାର ଶପଥ ପାଠ କରାଇଥିଲେ । ଶିକ୍ଷକ ପ୍ରଶିକ୍ଷକ ଶ୍ରୀଯୁକ୍ତ ବେହେରା ନିପୁଣ ମେଳାର ଉଦ୍ୟେଶକୁ ପୂରଣ କରିବା ପାଇଁ ଅଭିଭାବକମାନଙ୍କର ସହଯୋଗର ଆବଶ୍ୟକତା ଅଛି ବୋଲି ବକ୍ତବ୍ୟ ପ୍ରତିପାଦନ କରିଥିଲେ। ପରେ ଶିକ୍ଷକ ବାଲମକୁନ୍ଦ  ପଠନ ସାମଗ୍ରୀକୁ ନେଇ ନିଜସ୍ବ ରଚିତ ଏକ ଗୀତ ଶିକ୍ଷା ପ୍ରଦାନର ନମୁନା ଗାନ କରିଥିଲେ।  ବିଦ୍ୟାଳୟର ୧୩୦ ଜଣ ଛାତ୍ରଛାତ୍ରୀ ଓ ୧୪ ଜଣ  ଏଫ୍‌ଏଲ୍‌ଏନ୍ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ମାନପତ୍ର ସହ ପୁରସ୍କୃତ କରାଯାଇଥିଲା।ସମସ୍ତ୍ ଶିକ୍ଷକ ମାନଙ୍କ ମଧ୍ୟରେ ସରକାରୀ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ସୁଦାମ ତାଣ୍ଡିଙ୍କ ପଠନ ସାମଗ୍ରୀ କୁ ବ୍ଲକ ସ୍ତରରେ ପ୍ରଦର୍ଶନ କରିବାକୁ ମନୋନିତ ହୋଇଅଛି। ରକ୍ସ୍l ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସତ୍ୟବ୍ରତ ତ୍ରୀପାଠୀ ସଭାପତିତ୍ବ କରିଥିଲା ବେଳେ ବସନ୍ତ କୁମାର ପଧାନ ମଞ୍ଚ ପରିଚାଳନା କରିଥିଲେ।ସରକାରୀ ଉଚ୍ଚ ପ୍ରାଥମିକ ବଦ୍ୟାଳୟ ବାନ୍ଦୁମୁଣ୍ଡା ର ସହକାରୀ ଶିକ୍ଷକ ରାଜୀବ ଲୋଚନ ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like