-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

କେବଳ ଭାରତ ନୁହଁ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି କୁଷ୍ଠ ରୋଗ; ଆୟୁଷ୍ମାନ ସ୍ୱାସ୍ଥ୍ୟ କେନ୍ଦ୍ରରେ ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ

30-Jan-2025



ବଲାଙ୍ଗିର(ପ୍ରେରଣା ଖବର): 'କେବଳ ଭାରତ ନୁହେଁ, ସମଗ୍ର ବିଶ୍ବ ପାଇଁ ଏହା ଚିନ୍ତାର କାରଣ ସାଜିଛି କୁଷ୍ଠ ରୋଗ l ଏହା  ଏକ ସଂକ୍ରାମକ ରୋଗ ହୋଇଥିବା ବେଳେ ଅନେକ ଲୋକ ଏହାକୁ ଘୃଣା କରିଥାନ୍ତି। ଫଳରେ ଏହି ରୋଗରେ ଶିକାର ହୋଇଥିବା ରୋଗୀଙ୍କୁ ସାମାଜିକ ବାସନ୍ଦ ହେବାକୁ ମଧ୍ୟ ପଡ଼ିଥାଏ । ବର୍ଷ ବର୍ଷ ଧରି ଅନେକ ସରକାରୀ ଓ ବେସରକାରୀ ସଂଗଠନ ତରଫରୁ ସଚେତନତା କରାଯାଇ ଆସୁଛି'  l ଆଜି ଜାନୁୟାରୀ 

ମାସ ୩୦ ତାରିଖରେ 'ବିଶ୍ବ କୁଷ୍ଠ ରୋଗ ଦିବସ'  ପାଳନ ଅବସରରେ ଏହା କହିଛନ୍ତି  ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ମେଡିକାଲ ଅଫିସର  ଡା. ସତ୍ୟନାରାୟଣ ସାହୁ l

   କୁଷ୍ଠ ରୋଗ ନିରାକରଣ ନେଇ ବିଶ୍ବବ୍ୟାପୀ ସଚେତନତା କରାଯାଉଛି ଚଳିତ ବର୍ଷର ଥିମ୍ ରହିଛି  'କୁଷ୍ଠ ରୋଗ ପାଇଁ ସଚେତନତା ସୃଷ୍ଟି, ରୋଗ ରୋଗୀଙ୍କୁ ଆଶ୍ୱାସନା ଦେଇ ଯେମିତି କେହି ମଧ୍ୟ ରୋଗାକ୍ରାନ୍ତରେ ପଛରେ ନ ପଡିବେ ଏହାର ପ୍ରତିବଦ୍ଧତା" l କୁଷ୍ଠ ରୋଗ କଣ, ଏହା ଏକ 

କ୍ଷୁଦ୍ର ଜୀବାଣୁରୁ ସୃଷ୍ଟି ହୋଇଥାଏ। ମାଇକ୍ରୋ ବ୍ୟାକ୍ଟେରିଅମ 'ଲେପ୍ରି'ରୁ ବ୍ୟାପୁଥିବାରୁ ଏହି ରୋଗ ଲେପ୍ରୋସି ନାଁରେ ମଧ୍ୟ ଜଣାଶୁଣା । ବିଶେଷ କରି ଚର୍ମକୁ କ୍ଷତିଗ୍ରସ୍ତ କରିଥାଏ ଏହି ରୋଗ। ପିଲାଠାରୁ ଆରମ୍ଭ କରି ବୃଦ୍ଧ ବୟସ ପର୍ଯ୍ୟନ୍ତ ଯେ କୌଣସି ବ୍ୟକ୍ତିଙ୍କୁ ଏହା ବ୍ୟାପିବାର ଆଶଙ୍କା ରହିଛି ବୋଲି ଜିଲ୍ଲା କୁଷ୍ଠ ରୋଗ ଲେପ୍ରା ସଂଯୋଜକ ସନ୍ତୋଷ ମାହାନା ଜଣାଇଥିଲେ l ଶେଷରେ ସ୍ୱାସ୍ଥ୍ୟ କେନ୍ଦ୍ରର ନିର୍ଦ୍ଦେଶକ ସତ୍ୟ  ରଞ୍ଜନ ମିଶ୍ର, ଚେୟାରମେନ ରବି ରଞ୍ଜନ ପୁଜାରୀ ଓ ଜାତୀୟ ସ୍ୱାସ୍ଥ୍ୟ ମିଶନ ର ଉପ-ପ୍ରଜେକ୍ଟ ମ୍ୟାନେଜର ରାମାନୁଜ ପଣ୍ଡା କୁଷ୍ଠ ରୋଗର ନିରାକରଣ ପାଇଁ ଉଦ୍ଦିଷ୍ଟ ଜିଲ୍ଲାପାଳଙ୍କ ବାଣୀକୁ ଶପଥପାଠ କରାଇ ଥିଲେ l ସଭାରେ ଜିଲ୍ଲାର  କାର୍ଯ୍ୟରତ ସ୍ୱାସ୍ଥ୍ୟକର୍ମୀ, ଆଶା ଦିଦି ତଥା ସ୍ୱାସ୍ଥ୍ୟ କେନ୍ଦ୍ରର ସଭ୍ୟସଭ୍ୟା ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like