-+91-9937148622 |

prerana_bgr@rediffmail.com |

  Friday 26th June 2026 |

| | | |

R.N.I. Regd No. ODIODI/2010/46693

Breaking News

ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||     

HOME   ଜିଲ୍ଲା

କୃତୀ ଛାତ୍ରଙ୍କୁ ସ୍କୁଲ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା

30-Jan-2025



ବୌଦ୍ଧ(ଦେବବ୍ରତ ଦାଶ ଙ୍କ ରିପୋର୍ଟ):-ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷା ରେ କୃତକାର୍ଯ୍ୟ ହୋଇ ସ୍କୁଲ ପାଇଁ ଗୌରବ ଆଣିଲେ ସୋହନ ନାୟକ । ଚଳିତ ବର୍ଷ ହରଭଙ୍ଗା ବ୍ଲକ ସ୍ତରୟ ବୃତ୍ତି ପରୀକ୍ଷା ରେ ଭାଗ ନେଇଥିଲେ ତୁକୁଲୁଣ୍ଡା ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ ଛାତ୍ର ସୋହନ ନାୟକ । ଆଜି ହରଭଙ୍ଗା ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ପକ୍ଷରୁ ବୃତ୍ତି ପରୀକ୍ଷା ଫଳ ପ୍ରକାଶ ହୋଇଛି । ଯେଉଁଥିରେ ବ୍ଲକ ର ୭ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି । ଏହି ଛାତ୍ରଛାତ୍ରୀ ଙ୍କୁ

ସରକାରଙ୍କ ପକ୍ଷରୁ ମେଧାବୃତ୍ତି ସହାୟତା ଯୋଗାଇ ଦିଆଯିବ । ୭ଜଣ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ସୋହନ ନାୟକ ଚତୁର୍ଥ ସ୍ଥାନ ଗ୍ରହଣ କରିଛନ୍ତି । ଯାହା ତୁକୁଲୁଣ୍ଡା  ସ୍କୁଲ ଓ ପରିବାର ପାଇଁ ଗୌରବ ଆଣି ଦେଇଥିବା ବେଳେ ଆଜି ସ୍କୁଲ ପକ୍ଷରୁ କୃତୀ ଛାତ୍ରଙ୍କୁ 

ପୁଷ୍ପଗୁଚ୍ଛ ସହ ପୁରସ୍କାର ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ସମ୍ବର୍ଦ୍ଧନା ସଭା ରେ ଶିକ୍ଷକ ଶ୍ରେଣୀ ଶିକ୍ଷକ ବୁଦ୍ଧଦେବ ସାମଲ, ମିନତୀ ଦାଶ,ସଞ୍ଜୟ କୁମାର ଦେହୁରୀ, ଓ ବାମଦେବ ଦାଶ ଉପସ୍ଥିତ ଥିଲେ । ସୋହନ ନାୟକ ଜଣେ ଗରିବ ଘର ର ମେଧାବୀ ଛାତ୍ର ହୋଇଥିବା ବେଳେ ଆଜି ଏହି ସଫଳତା ପାଇଁ ପରିବାର ଓ ଗାଁ ଲୋକ ଙ୍କ ମଧ୍ୟରେ ଆନନ୍ଦର ଲହରୀ ଖେଳି ଯାଇଥିବା ବେଳେ ପରିବାର ଲୋକେ ଶ୍ରେଣୀ ଶିକ୍ଷକ ବୁଦ୍ଧଦେବ ସାମଲ, ମିନତୀ ଦାଶ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   26-Jun-2026
  ଜିଲ୍ଲା  
ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   26-Jun-2026

You Might Also Like