-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

*ବିଶିଷ୍ଟ ଶିକ୍ଷାବିତ ତଥା ସୁପର ସିନିଅର ସିଟିଜେନ ରେଣୁକା ମିଶ୍ର ଙ୍କ ଦେହାନ୍ତ*- *ସୋନପୁର ରେ ଶୋକ* -

31-Jan-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ର ବିଶିଷ୍ଟ ଶିକ୍ଷାବିତ ତଥା ସୋନପୁର କଲେଜର ପୂର୍ବତନ ଅଧ୍ୟକ୍ଷା ସୁଶ୍ରୀ ରେଣୁକା ମିଶ୍ର (୮୨)ଙ୍କ ଆଜି ଦେହାନ୍ତ ହୋଇଯାଇଛି। ଆଜି ଦିନ ୧୨.୩୦ ରେ ଘୋଡାଘାଟପଡା ସ୍ଥିତ ବାସ ଭବନ ରେ ହୃଦଘାତ  ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସେ ଦୀର୍ଘ ଦିନ ଧରି ଶିକ୍ଷାଦାନ କରିଥିବା ବେଳେ ବହୁ ଅନୁଷ୍ଠାନ ସହ ଜଡ଼ିତ ରହି ବହୁ ସେବା କାର୍ଯ୍ୟକରି ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରି ପାରିଥିଲେ। ସେ ସୋନପୁର କଲେଜ ଅଧ୍ୟକ୍ଷl  ଥିବା ସମୟରେ କଲେଜ୍ ର ଅନେକ ଉନ୍ନୟନ ମୂଳକ କାର୍ଯ୍ୟ ହୋଇଥିବା ବେଳେ ସମସ୍ତ ଛାତ୍ର ଛାତ୍ରୀଙ୍କ ପ୍ରୀୟଭାଜନ ଥିଲେ ସେ l  ସେ ଜଣେ ଶାନ୍ତ, ଭଦ୍ର, ସରଳ ତଥା ଅମlୟିକ ବ୍ୟକ୍ତିତ୍ଵ ର ଅଧିକାରିଣୀ ଥିଲେ। ତାଙ୍କ ମିଠା ମିଠା କଥା ହସ ହସ ମୁହଁ କୁ ଆଜି ଅଗଣିତ ଛାତ୍ର ଛାତ୍ରୀ ଶୁଭେଚ୍ଛୁ ଆତ୍ମୀୟ ସ୍ୱଜନ ଝୁରୁଛନ୍ତି l ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଶ୍ରୀ ସତ୍ୟ ସାଇ ସେବା ସମିତି, ଶିକ୍ଷକ ସଂଘ ସମେତ ସହର ତଥା ଜିଲ୍ଲାରେ ଶୋକ ର ଛାୟା ଖେଳିଯାଇଛି। ପ୍ରକାଶ ଥାଉ କି ଯେ ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପଶ୍ଚିମ ଓଡ଼ିଶା ଶାଖା ପକ୍ଷରୁ ଆୟୋଜିତ ମାଗଣା ମେଗା ସ୍ବାସ୍ଥ୍ୟ ଚିକିତ୍ସା ଶିବିର ରେ ଗତ ୨୬ ତାରିଖ ଦିନ ସୁଶ୍ରୀ ରେଣୁକା ମିଶ୍ର  ଙ୍କୁ ସୁପର ସିନିଅର ସିଟିଜେନ୍ ଭାବରେ ପ୍ରାକ୍ତନ ବିଚାରପତି ଓଡ଼ିଶା ହାଇକୋର୍ଟ ଶ୍ରୀ ଚିତ୍ତ ରଞ୍ଜନ ଦାଶ ଙ୍କ ଦ୍ଵାରା ସମ୍ବର୍ଦ୍ଧିତ  କରାଯାଇଥିଲା l  ଯେଉଁ ଉତ୍ସବ ରେ ସୋନପୁର, ବଲାଙ୍ଗିର ଓ ସମ୍ବଲ୍ ପୁର ର ବହୁ ସୁପର ସିନିଅର ସିଟିଜେନ୍ ମାନ୍ୟ ଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ l ଏହି ସମ୍ବର୍ଧନା ବେଳେ ସୁଶ୍ରୀ ରେଣୁକା ମିଶ୍ର ଡାକ୍ତର ମାନଙ୍କୁ ଦ୍ଵିତୀୟ ଈଶ୍ୱର ବୋଲି ଆଖ୍ୟା ଦେଇ ପରାମର୍ଶ କରିଥିଲେ ଯେ  ଏଲୋପlଥି ହେଉ କି ଆୟୁର୍ବେଦିକ୍ ହେଉ କି ହୋମିଓ ପାଥି ହେଉ ଡାକ୍ତର ଙ୍କ ସିମ୍ପାଥି ହେଉଛି ରୋଗୀ ଙ୍କ ପାଇଁ ବଡ ଔଷଧ l ଯାହାକି ଯୁଗେ ଯୁଗେ ମନେ ରହିବ ସୁଶ୍ରୀ ରେଣୁ ଦିଦି  ଙ୍କ ଏ ଶେଷ ଅଭିଭାଷଣ ଟି ଏ ବାଣୀ ଟି l  ସ୍ୱର୍ଗୀୟl ରେଣୁକା ମିଶ୍ର ଙ୍କ ମର ଶରୀର କୁ ସହର ର ବହୁ ବିଶିଷ୍ଟ ବ୍ୟକ୍ତି ଅନ୍ତିମ୍ ଦର୍ଶନ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିବା ବେଳେ ଶ୍ରୀ ଗୋକୋନେଶ୍ୱର ଶ୍ମଶାନ ଘାଟ ରେ ଅନ୍ତିମ ସଂସ୍କାର କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like