-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ସୁବଳୟା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

31-Jan-2025



ବୀରମହାରାଜପୁର , (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷକ ସ୍ଵର୍ଣ୍ଣଲତା ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ  ବ୍ଲକ ଅଧ୍ୟକ୍ଷା  ଶାନ୍ତି ଲୁହା , ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମ୍ଭକାର ମୁଖ୍ୟବକ୍ତା ଓ ସମ୍ମାନିତ ଅତିଥି ଭାବରେ ସୁବଳୟା ସମିତି ସଭ୍ୟା ଲିଲି ମେହେର, ମୋ ସ୍କୁଲ ଅଭିଯାନ ସଭାପତି ଶିବ ନାରାୟଣ ମେହେର, ପରିଚାଳନା କମିଟି ସଭାପତି ପ୍ରଦ୍ୟୁମ୍ନ ପୋଢ଼ ଯୋଗଦାନ କରି ବିଦ୍ୟାଳୟର ସଫଳତା ବିଷୟରେ ପ୍ରଶଂସା କରିବା ସହିତ ଶୃଙ୍ଖଳା ଛାତ୍ରଛାତ୍ରୀ ମାନଙ୍କୁ ଭଲ ମଣିଷ କରି ଗଢ଼ିତୋଳେ ବୋଲି ମାର୍ଗଦର୍ଶନ କରିଥିଲେ l ସୁବଳୟା ଉଚ୍ଚ ବିଦ୍ୟାଳୟ ଅନେକ ସୁଯୋଗ୍ୟ ଛାତ୍ରଛାତ୍ରୀ ସୃଷ୍ଟି କରିଛି ବୋଲି ମୁଖ୍ୟ ବକ୍ତା ପ୍ରଂଶସା କରିଥବା ବେଲେ ବିଦ୍ୟାଳୟର ଆବଶ୍ୟକତା ପୂରଣକରାଯିବ ବୋଲି ମୁଖ୍ୟଅତିଥି ପ୍ରକାଶ କରିଥିଲେ l ଏହି କାର୍ଯ୍ୟକ୍ରମକୁ ଶିକ୍ଷୟିତ୍ରୀ ସମ୍ପା ବିଶ୍ୱାଳ ଓ ପଙ୍କଜିନି ମେହେର ପରିଚାଳନା କରିଥବାବେଳେ ଶିକ୍ଷକ ଅରୁଣ କୁମାର ସିଂହ ସ୍ୱାଗତ ପରିଚୟ କରିଥିଲେ। ବରିଷ୍ଠ ଶିକ୍ଷକ ସଦାନନ୍ଦ ରଥ ଧନ୍ୟବାଦ ଅର୍ପଣ କରିଥିଲେ l ବିଦ୍ୟାଳୟର ସଫଳତା ତଥା ଇତିହାସର ଗୁଣଗାନ ପୂର୍ବକ ବିଦ୍ୟାଳୟର ସାଂସ୍କୃତିକ ମୁଖ୍ୟ ଶିକ୍ଷକ ଚନ୍ଦ୍ରମଣି ବାଘ ବିବରଣୀ ପଠନ କରିଥିଲେ l ସଭା ଶେଷରେ କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା l ଶ୍ରେଷ୍ଠ ଛାତ୍ର ମୟୁରେଶ ମିଶ୍ର, ସ୍କାଉଟରେ ଲଳିତ ଓ ଦିବ୍ୟ, ଜେ. ଆର. ସି ରେ ଛାତ୍ରୀ ଅଙ୍କିତା ମେହେର, ଗାଇଡ଼ରେ ନନ୍ଦିନୀ ମେହେର ଓ ଶ୍ରେଷ୍ଠ ହାଉସ ସୁବାଷ ଚନ୍ଦ୍ର ବୋଷ ପୁରସ୍କୃତ ହୋଇଥିଲେ l ଏହି ଉତ୍ସବରେ ବିଦ୍ୟାଳୟ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଛାତ୍ରଛାତ୍ରୀ,ଅଭିଭାବକ, ପୁରାତନ ଶିକ୍ଷକ ଛାତ୍ରଛାତ୍ରୀ ଜନସାଧାରଣ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like