-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ତୃତୀୟ ଥର ପାଇଁ କଣ୍ଟାମାଳ ବଣିକ ସଂଘ ସଭାପତି ହେଲେ ବଜରଙ୍ଗଲାଲ ଅଗ୍ରୱାଲ

31-Jan-2025



କଣ୍ଟାମାଳ(ଜୟ କୁମାରମହାରଣା): ତୃତୀୟ ଥର ପାଇଁ କଣ୍ଟାମାଳ ବଣିକ ସଂଘ ସଭାପତି ପଦ ବଜାୟ ରଖିଲେ ବଜରଙ୍ଗଲାଲ ଅଗ୍ରୱାଲ l ସେ କ୍ରମାଗତ ଭାବେ ତୃତୀୟ ଥର ପାଇଁ କଣ୍ଟାମାଳ ବଣିକ ସଂଘର ସଭାପତି ହୋଇ ହ୍ୟାଟ୍ରିକ ଅର୍ଜନ କରିଛନ୍ତି l ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଦର ବଣିକ ସଂଘ ସଭାପତି ବଜରଙ୍ଗଲାଲ ଅଗ୍ରୱାଲଙ୍କ ସଭାପତିତ୍ୱରେ ଏକ ବାର୍ଷିକ ସାଧାରଣ ବୈଠକ ଉଦେପୁର ମେଘା ଉଠା ଜଳସେଚନ ନିକଟ ତେଲନଦୀ କୁଳରେ ଥିବା ପାମ ଜଙ୍ଗଲ ମଧ୍ୟରେ ଅନୁଷ୍ଠିତ ହୋଇଥିଲା l  ସଭାରେ ବିଭିନ୍ନ ବିଷୟରେ ଆଲୋଚନା ହେବା ସହ ସଂଘର କାର୍ଯ୍ୟକାଳ ଶେଷ ହୋଇ ଥିବାରୁ ପୁନଃ ନୂତନ କମିଟି ଗଠନ ପାଇଁ ନିଷ୍ପତ୍ତି ହୋଇଥିଲା  l   ଏଥିରେ ବଜରଙ୍ଗଲାଲ ଅଗ୍ରୱାଲଙ୍କୁ ପୁନଃ ତୃତୀୟ ଥର ପାଇଁ ସଂଘର ସଭାପତି ଭାବେ ସର୍ବସମ୍ମତି କ୍ରମେ ମନୋନୟନ କରାଯାଇଥିଲା l ସେହିପରି ସୁଶୀଲ ଖଟୁଆଙ୍କୁ ଉପସଭାପତି, ଦୀପକ ଅଗ୍ରୱାଲ - ସମ୍ପାଦକ, ଦାମୋଦର ସ୍ୱାଇଁ - ସହ ସମ୍ପାଦକ ଏବଂ କୋଷାଧ୍ୟକ୍ଷ୍ୟ ଭାବେ ସୁଧିର କୁମାର ପାଣିଗ୍ରାହୀ ଙ୍କୁ ସର୍ବସମ୍ମତ୍ତି କ୍ରମେ ମନୋନୀତ କରାଯାଇଥିଲା l   ବରିଷ୍ଠ ଉପଦେଷ୍ଠା ସତୀଶ ମlହାନା ସମେତ ୫ଜଣଙ୍କୁ ଉପଦେଷ୍ଠା ଓ ୧୦ଜଣଙ୍କୁ କାର୍ଯ୍ୟକାରୀ ସଦସ୍ୟ ଭାବେ ଚୟନ କରାଯାଇଛି l  ଆଗାମୀ ଦିନରେ କଣ୍ଟାମାଳ ବ୍ୟବସାୟୀ ମାନଙ୍କ ବିଭିନ୍ନ ସମସ୍ୟା ଓ କଣ୍ଟାମାଳ ଅଂଚଳର ସାମଗ୍ରିକ ବିକାଶ ପ୍ରତି ସଂଘର ପ୍ରଚେଷ୍ଠା ଜାରି ରହିବ ବୋଲି ସଭାପତି ଶ୍ରୀ ଅଗ୍ରୱାଲ କହିଛନ୍ତି   l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like