-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ସମ୍ବାଦ ଓ ଆମ ଓଡ଼ିଶାର ରକ୍ତ ଦାନ ଶିବିର

31-Jan-2025



ବୋଡ଼େନ (ଡୋଲେଶ୍ୱର ବାଗ )
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର କରଙ୍ଗାମାଲ ଠାରେ ଥିବା ଲୋଚନ ଜଗତ ଡିଗ୍ରୀ କଲେଜ ପରିସରରେ ସମ୍ବାଦ ଓ ଆମ ଓଡ଼ିଶା ଆନୁକୁଲ୍ୟରେ ସମ୍ବାଦ ପ୍ରତିନିଧି ଦିଲ୍ଲୀପ କୁମାର ପଣ୍ଡାଙ୍କ ନେତୃତ୍ୱରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହେଇଥିଲା ।ଉଦଘାଟନୀ ସଭାରେ ଅଧ୍ୟାପକ ପ୍ରେମଲାଲ ତାଣ୍ଡି ସଭାପତିତ୍ବ କରିଥିବା ବେଳେ ବରିଷ୍ଠ ସମାଜସେବୀ ରାଜନୀତିଜ୍ଞ ତଥା ବର୍ତ୍ତମାନର ସରପଞ୍ଚ ରାମଲାଲ ପଣ୍ଡା ମୁଖ୍ୟ ଅତିଥି ରୂପେ ଅଳଙ୍କୃତ ଥିଲେ ।ମୁଖ୍ୟ ବକ୍ତା ଭାବରେ ଅଧ୍ୟାପକ ଗୌରାଙ୍ଗ ଜଗତ,ସମ୍ମାନିତ ଅତିଥି ରୂପେ ବ୍ଲଡ଼ ବ୍ୟାଙ୍କ ଅଧିକାରୀ ପ୍ରଶାନ୍ତ କୁମାର ସାହୁ ମଞ୍ଚାସିନ ଥିଲେ । ସୁନ୍ଦର ଶବ୍ଦ ସଂଯୋଜନାରେ ଅଧ୍ୟାପକ କୃଷ୍ଣ ଚନ୍ଦ୍ର ପାଣ୍ଡେ ମଞ୍ଚ ପରିଚାଳନା କରିଥିବାବେଳେ ଅଧ୍ୟାପକ ରାଜ କୁମାର ରାଉତ ଧନ୍ୟବାଦ୍ ଅର୍ପଣ କରିଥିଲେ ।ସ୍ବାସ୍ଥ୍ୟ ବିଭାଗରୁ ଟେକନିସିଆନ ଯଦୁମଣି ବୈଠାରୁ,ଡି ସୁମନ ସୌରଭ ,ପ୍ରଶାନ୍ତ କୁମାର ସାହୁ,ଫାର୍ମାସିଷ୍ଟ ପ୍ରଦୀପ କୁମାର ପଣ୍ଡା ଶିବିରରେ ଯୋଗଦାନ କରି ରକ୍ତ ଦାତାଙ୍କ ଶାରୀରିକ ପରୀକ୍ଷା କରିଥିଲେ ।ଦର୍ଶନ ନ୍ୟୁଜ ସ୍ଵତନ୍ତ୍ର ଜିଲ୍ଲା ପ୍ରତିନିଧି ରାମନାଥ ପଣ୍ଡା ପଞ୍ଜିକରଣ ଦାୟୀତ୍ୱ ନିର୍ବାହ କରିଛନ୍ତି ।ସାମ୍ବାଦିକ ବଂଶୀଧର ନାଗ, ଭିଷ୍ମଦେବ ହେର୍ଣା,ନୀଳମଣି ପଣ୍ଡା, ଡୋଲେଶ୍ଵର ବାଗ କାର୍ଯ୍ୟକ୍ରମରେ ସହଯୋଗ କରିବା ସହିତ ରକ୍ତଦାନ ମଧ୍ୟ କରିଛନ୍ତି ।ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସତ୍ୟ ନାରାୟଣ ମେହେର,ନୀଳମଣି ପଣ୍ଡା,ବିରେନ୍ଦ୍ର ନିଆଲ, କୃଷ୍ଣ ଚନ୍ଦ୍ର ସ୍ୱାଇଁ,ବିରଞ୍ଚି ମାଝୀ,ଲବ ମାଝୀ,କେଶବ ଭୋଇ ଙ୍କ ସମେତ ସମୁଦାୟ ୧୫ ଜଣ ବ୍ୟକ୍ତି ସ୍ୱେଚ୍ଛାକୃତ ଭାବରେ ରକ୍ତ ଦାନ କରିଛନ୍ତି ।ଦୁର୍ଯ୍ୟୋଧନ ମାଲି ଓ ନରେନ୍ଦ୍ର ତାଣ୍ଡି ଅନ୍ୟାନ୍ୟ ସୁବିଧାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like