-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ବୀଦୃପା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ବାର୍ଷିକ କ୍ରୀଡା ଉତ୍ସବ     

31-Jan-2025



ଯାଜପୁର/ବରୀ(ରଞ୍ଜିତମହାନ୍ତି):ଯାଜପୁର ଜିଲ୍ଲାର ବରୀ ବ୍ଲକ ଅନ୍ତର୍ଗତ କଳାମାଟିଆ ପଞ୍ଚାୟତ ବୀଦୃପା, ସୁନାକର ବିହାର ଠାରେ ଥିବା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ଉଦଯାପିତ ହୋଇ ଯାଇଛି l ଏହାର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ବରୀ ବିଧାୟକ ବିଶ୍ଵ ରଞ୍ଜନ ମଲିକ କହିଲେ ଯେ ଶିଶୁମାନଙ୍କ ସୁସ୍ଥ ଶରୀର ଓ ନିରୋଗ ଜୀବନ ପାଇଁ କ୍ରୀଡାର ଭୂମିକା ଗୁରତ୍ୱପୂର୍ଣ ଏହାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ପକ୍ଷରୁ କରାଯାଇଥିବା କ୍ରୀଡ଼ା ପ୍ରତିଯୋଗିତା ସ୍ୱାଗତଯୋଗ୍ୟ ପଦକ୍ଷେପ l ଅନ୍ୟତମ ଅତିଥିଭାବେ କାଶୀନାଥ ମହାବିଦ୍ୟାଳୟର ଅଧକ୍ଷ ପ୍ରମୋଦ କୁମାର ଶତପଥୀ ଯୋଗଦେଇ କିପରି ପିଲାମାନେ ଶୃଙ୍ଖଳାର ସହ ଆଗକୁ ବଢ଼ିପାରିବେ ସେ ନେଇ ପରାମର୍ଶ ଦେଇଥିଲେ l ରାଧାକାନ୍ତ ଧଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଦେବାଶିଷ ରାଉତ ଅତିଥି ପରିଚୟ ଓ ବାର୍ଷିକ ବିବରଣୀ ପାଠ କରିଥିଲେ। ପ୍ରମୁଖ ସହଯୋଗ କରିଥିଲେ l କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ବରୀ ବ୍ଲକ ଅଶୋକ କୁମାର ଗେଡି, ଉପାଧ୍ୟକ୍ଷା ଅର୍ଚ୍ଚନା ମଲିକ, ବ୍ଲକ ବିଜେଡ଼ି ସଭାପତି କେଦାର ଚନ୍ଦ୍ର ସାମଲ, ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ସାମଲ, ସନ୍ତୋଷ କୁମାର ସାମଲ, ଦିଲ୍ଲିପ କୁମାର ମହାନ୍ତି ପ୍ରମୁଖ ଯୋଗଦେଇଥିଲେ। ବିଭିନ୍ନ ପ୍ରତିଯୋଗୀତାରେ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନେ ବିଦ୍ୟାଳୟର ପ୍ରମାଣପତ୍ର ସହ ପୁରସ୍କାର ପ୍ରଦାନକରିଥିଲେ। ପ୍ରାରମ୍ଭରେ କୁନି କୁନି ପିଲାମାନଙ୍କ ଦ୍ଵାରା ସ୍ବାଗତ ନୃତ୍ୟ ପରିବେଷଣ କରାଯିବା ସହିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହି ବାର୍ଷିକ ଉତ୍ସବ ତିନିଦିନ ଧରି ଅନୁଷ୍ଠିତ ହେଇଥିବା ବେଳେ ପ୍ରଥମ ଦିନ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ହୋଇଥିବା ବେଳେ ଦ୍ଵିତୀୟ ଦିନରେ ବିଦ୍ୟାଳୟ ପକ୍ଷରୁ ଛାତ୍ର ଛାତ୍ରୀ ମାନଙ୍କୁ ଜ୍ଞାନ ଆହରଣ ପାଇଁ ବରୀ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର, ଦମକଳ କେନ୍ଦ୍ର ଓ ବରୀ ଥାନାକୁ ବୁଲାଇବାକୁ ନିଆ ଯାଇଥିଲା। କାର୍ଯକ୍ରମ ପରିଚାଳନରେ ସମ୍ପାଦକ ବିର କିଶୋର ଧଳ, ସୌରଭ ପରିଡ଼ା, ଉଷାରାଣୀ ମହାନ୍ତି, ଜ୍ୟୋତିର୍ମୟୀ ମହାନ୍ତି, ସସ୍ମିତା ବେହେରା, ସ୍ମୃତିବାଳା ଜେନା, ନିହାରିକା ଓଝା, ତପସ୍ଵିନୀ ଭଞ୍ଜ, ମନିଷା ଧଳ, ରୁମାଲି ଦାଶ ଓ ଧରିତ୍ରୀ ସାହୁ ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like